କନ୍ଧମାଳ

କେବିସି ହଟ ସିଟ୍‌ରେ କନ୍ଧମାଳ ଏମ୍‌ପି

ଫୁଲବାଣୀ ଅଫିସ, ୧୩ା୧୧- ସୋନି ଟିଭିରେ ପ୍ରସାରିତ ରିୟଲିଟି ଶୋ’ କୌନ ବନେଗା କରୋଡପତି (କେବିସି)ରେ କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଭାଗ ନେଇଛନ୍ତି। ଆସନ୍ତା ୧୫ ତାରିଖ ଶୁକ୍ରବାର ରାତି ୯ଟାରେ ଏହା ପ୍ରସାରିତ ହେବ ା ଏକ…

ଦାରିଙ୍ଗବାଡ଼ିରେ ଶୀତ ଅନୁଭୂତ: ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ

ଦାରିଙ୍ଗବାଡ଼ି,୧୩।୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତ ଅନୁଭୂତ ହୋଇଛି। ମଙ୍ଗଳବାର ଅପରାହ୍ନରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରହିଥିବାବେଳେ ବୁଧବାର ସକାଳ ୮ଟା ସୁଦ୍ଧା ଏହା ହ୍ରାସ ପାଇ ୧୦ ଡିଗ୍ରୀରେ ପହଞ୍ଚିଛି। ଗତ କିଛିଦିନ ହେଲା ପାଗ…

ନିର୍ଯାତନା ମାମଲାରେ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି, ୧୩।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି ଫେରାର ଥିବା ଅଭିଯୁକ୍ତକୁ ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି ା ଗିରଫ ବ୍ୟକ୍ତି ଜଣଙ୍କ ହେଲେ ଉକ୍ତ ଥାନା ସବେରେଙ୍ଗା ଗ୍ରାମର…

ଗଣ୍ଡଗୋଳରେ ଗର୍ଭବତୀ ଆହତ ଘଟଣା, ୩ ଗିରଫ

ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ.ଏ)-ଜମିକୁ କେନ୍ଦ୍ର କରି ଗଣ୍ଡଗୋଳ ବେଳେ ଜଣେ ଗର୍ଭବତୀଙ୍କୁ ଆକ୍ରମଣ କରାଯିବାରୁ ମୃତଶିଶୁ ଜନ୍ମ ହେବା ଘଟଣାରେ ଦାରିଙ୍ଗବାଡ଼ି ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରିଛି। ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ପଞ୍ଚାୟତ ପଞ୍ଚୁପାଲି ଗ୍ରାମରେ ଗତ ୧ ତାରିଖରେ ଜମିକୁ…

ଜମି ବିବାଦ: ସାନଭାଇଙ୍କୁ ହାଣି ବଡ଼ ଗିରଫ

ଶଙ୍କରାଖୋଲ/ଟିକାବାଲି,୧୩ା୧୧(ଡି.ଏନ.ଏ.)-କନ୍ଧମାଳ ଜିଲା ଚକାପାଦ ଥାନା ପସରା ପଞ୍ଚାୟତର ଗୋଛାବାରୀ ଗ୍ରାମରେ ଜମି ଭାଗବଣ୍ଟାକୁ ନେଇ ସାନଭାଇ ବିକ୍ରମ କହଁରକୁ ହାଣିଥିବା ଅଭିଯୋଗରେ ମଙ୍ଗଳବାର ଚକାପାଦ ପୋଲିସ ବଡଭାଇଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ନନ୍ଦ କହଁର। ଚକାପାଦ ଥାନାରେ ନଂ.…

ନୂଆପଦର ସରପଞ୍ଚଙ୍କ ପଦବୀ ରଦ୍ଦ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୧୧- ୨ରୁ ଅଧିକ ସନ୍ତାନ ଥାଇ ନିର୍ବାଚନ ଲଢ଼ିବା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ନୂଆପଦର ସରପଞ୍ଚ ଲାଲୁ କହଁରଙ୍କୁ ମହଙ୍ଗା ପଡିଛି । ଏନେଇ ଆଗତ ଏକ ମାମଲାର ବିଚାର କରି ଜିଲାପାଳ ଡା. ବୃନ୍ଦା ଡି.…

କାର୍ତ୍ତିକ ଶେଷ ସୋମବାର: ଧବଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ଜି ଉଦୟଗିରି, ୧୧।୧୧(ଡି.ଏନ୍‌.ଏ.): କାର୍ତ୍ତିକ ମାସ ଶେଷ ସୋମବାର ନିମନ୍ତେ କନ୍ଧମାଳ ଜିଲା ଜି ଉଦୟଗିରି ଧବଳେଶ୍ବର ମନ୍ଦିରରେ ଭୋରରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଛି । ଲମ୍ବା ଧାଡିରେ ଦର୍ଶନ ପାଇଁ ଶ୍ରଦ୍ଧାଳୁମାନେ ଘଣ୍ଟା ଘଣ୍ଟା ଅପେକ୍ଷାକରି ଠାକୁରଙ୍କୁ ଦର୍ଶନ କରୁଛନ୍ତି।…

ସରପଞ୍ଚ ପଦବୀ ଲାଗି ଦ୍ୱିମୁଖୀ ଲଢେଇ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୧୧ା୧୧-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକର ୩ ପଞ୍ଚାୟତରୁ ମାତ୍ର ପକାରୀରେ ହିଁ ଆସନ୍ତା ୨୭ରେ ଉପ ନିର୍ବାଚନ ହେବ। କ୍ରାଣ୍ଡିବାଲି ଏବଂ ସୁମରବନ୍ଧରେ ଭୋଟ ଗ୍ରହଣ ହେବନାହିଁ। କାଣ୍ଡ୍ରିବାଲିରେ ସମିତିସଭ୍ୟ ପାଇଁ ଜଣେ ପ୍ରାର୍ଥତ୍ପତ୍ର ଦାଖଲ କରିଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ…

ପ୍ରଥମେ ଲିଜ୍‌, ପରେ ହତ୍ୟା ଧମକ: ରିସୋର୍ଟ ମାଲିକ ଗିରଫ

ଦାରିଙ୍ଗବାଡ଼ି,୯।୧୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଏକ ରିସୋର୍ଟକୁ ପ୍ରଥମେ ଲିଜ୍‌ ସୂତ୍ରରେ ପ୍ରଦାନ ଏବଂ ପରେ ଲିଜ୍‌ଧାରୀଙ୍କ ସହ ଗଣ୍ଡଗୋଳ ଓ ହତ୍ୟା ଧମକ ଦେବା ଅଭିଯୋଗରେ ରିସୋର୍ଟ ମାଲିକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ…

ବ୍ୟବସାୟୀଙ୍କ ଠାରୁ ଅଳଙ୍କାର ବ୍ୟାଗ ଚୋରି

ଦାରିଙ୍ଗବାଡି,୮ା୧୧(ଡି.ଏନ୍‌.ଏ.)- ଦାରିଙ୍ଗବାଡି ଥାନା ଅଞ୍ଚଳରୁ ଜଣେ ସୁନା ବ୍ୟବସାୟୀଙ୍କ ବାଇକ ଡିକିରୁ ସୁନା ଏବଂ ରୁପା ଗହଣା ଥିବା ବ୍ୟାଗ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଏନେଇ ବ୍ୟବସାୟୀ ସୁଦର୍ଶନ ନାୟକ ଅଭିଯୋଗ କରିଛନ୍ଥି। ସୁଦର୍ଶନ ଏକ ବ୍ୟାଗରେ ପ୍ରାୟ…

ଗଣ୍ଡଗୋଳ ବେଳେ ଗର୍ଭବତୀ ଆହତ ଅଭିଯୋଗ: ମୃତ ଶିଶୁ ଜନ୍ମ ପରେ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା

ଦାରିଙ୍ଗବାଡ଼ି,୮।୧୧(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ପଞ୍ଚୁପଲ୍ଲି ଗ୍ରାମରେ ଜମିବାଡ଼ିକୁ ନେଇ ଶୁକ୍ରବାର ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ଗର୍ଭବତୀ ରୋଜି ବଳିଆର ସିଂ ଆହତ ହୋଇଥିବା ଥାନାରେ ଅଭିଯୋଗ ହୋଇଥିଲା। ରୋଜିଙ୍କୁ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପରେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଓ…

ସେବାଶ୍ରମ ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବନ ନିର୍ଦ୍ଦେଶ

ଫୁଲବାଣୀ ଅଫିସ, ୮ା୧୧-ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ଗୁୁରୁବାର ଦିନିକିଆ କନ୍ଧମାଳ ଜିଲା ଗସ୍ତରେ ଆସି ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି। ମନ୍ତ୍ରୀ କେତେକ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?