କନ୍ଧମାଳ

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଫୁଲବାଣୀ ଅଫିସ,୬ା୧୧: ଏକ ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସହକାରୀ ଦୌରାଜଜ୍‌ ସୌଭାଗ୍ୟ ରଞ୍ଜନ ସ୍ବାଇଁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ପାଇଁ କୋର୍ଟ…

ଛାତ୍ରୀଙ୍କୁ ମାଡ଼, ଗାଳିଗୁଲଜ ଅଭିଯୋଗ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଧାରଣା

ରାଇକିଆ,୫ା୧୧(ଡି.ଏନ୍‌.ଏ.)-ବିଦ୍ୟାଳୟରେ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଥିବା ପ୍ରତିବାଦରେ ସୋମବାର କନ୍ଧମାଳ ଜିଲା ରାଇକିଆ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ଧାରଣାରେ ବସିଥିଲେ ା ସକାଳ ପ୍ରାୟ ସାଢେ ୯ଟାରୁ ଧାରଣା ଦିଆଯାଇଥିଲା। ଫଳରେ ଷାଣ୍ମାସିକ ପରୀକ୍ଷା ବାଧାପ୍ରାପ୍ତ ହୋଇଥିଲା…

ହବାକ୍‌ ହାଇସ୍କୁଲରେ ବନ୍ଧୁମିଳନ

ଜି.ଉଦୟଗିରି,୪।୧୧(ଡି.ଏନ.ଏ.)-ଜି.ଉଦୟଗିରି ହବାକ ହାଇସ୍କୁଲର ୧୯୯୬ ମାଟ୍ରିକ ବ୍ୟାଚ ଛାତ୍ର ଏବଂ ସେତେବେଳର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ରବିବାର ଏକ ବନ୍ଧୁମିଳିନ ଅନୁଷ୍ଠିତ ହୋଇଛି। ଏହି ଅବସରରେ ୯୬ ବ୍ୟାଚର ଛାତ୍ରମାନେ ସ୍କୁଲ ପରିସରରେ ୯୬ ବିଭିନ୍ନ ଔଷଧୀୟ ଚାରା ରୋପଣ କରବା…

ସାଇନପଡ଼ା ସମିତି ସଭ୍ୟ ନିର୍ବାଚନ: ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ

କ.ନୂଆଗାଁ, ୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାଇନପଡ଼ା ସମିତି ସଭ୍ୟ ଭାବେ ବିଜେଡି ସମର୍ଥୀତ ପ୍ରାର୍ଥୀ ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ, ଉକ୍ତ ପଞ୍ଚାୟତର ସମିତିସଭ୍ୟ ଚକ୍ରମଣି କହଁର ବିଧାୟକଭାବେ ନିର୍ବାଚିତ ହେବାରୁ ଉକ୍ତ ପଦବୀରୁ ଇସ୍ତଫା…

ନାବାଳକଙ୍କୁ ଅପ୍ରାକୃତିକ ଯୌନ ନିର୍ଯାତନା

ଖଜୁରିପଡା,୩ା୧୧(ଡି.ଏନ୍‌.ଏ): ଖଜୁରିପଡା ଥାନା ଅଞ୍ଚଳରେ ଜଣେ ୧୪ ବର୍ଷର ନାବାଳକ ୪ ବର୍ଷର ନାବାଳକଙ୍କୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଛନ୍ତି। ଏ ନେଇ ନାବାଳକଙ୍କ ବାପା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରି ଜୁଭେନାଇଲ ଜଷ୍ଟିସ ବୋର୍ଡରେ…

କନ୍ଧମାଳରେ ପୁଣି ଲଜ୍ଜା :୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ବାଲିଗୁଡା,୨ା୧୧(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳରେ ପୁଣି ଲଜ୍ଜା। ଜଣେ ୪ ବର୍ଷର ଶିଶୁକନ୍ୟାଙ୍କୁ ଗୁରୁବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡିତାଙ୍କ ପରିବାର ପକ୍ଷରୁ ବାଲିଗୁଡା ଥାନାରେ ଅଭିଯୋଗ ପରେ ପୋଲିସ ନଂ.୧୪୮/୧୯ରେ ଏକ ମାମଲା ରୁଜୁ…

ଯୁବକଙ୍କୁ ହତ୍ୟା ଅଭିଯୋଗ

ଫିରିଙ୍ଗିଆ,୩୧ା୧୦-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କେଳାପଡ଼ା ପଞ୍ଚାୟତ ଗେରୁପଡ଼ାର ଏକ ଦୋକାନ ବାରଣ୍ଡାରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ ପୋଲିସ ବୁଧବାର ସକାଳେ ଜବତ କରିଛି। ସେ ହେଲେ ପାଙ୍ଗାଉପରସାହି ପଞ୍ଚାୟତ ଡେଡ଼ିସରୁ ଗ୍ରାମର କୃଷ୍ଣଚନ୍ଦ୍ର ବଗର୍ତ୍ତୀ (୪୫)। ଉକ୍ତ…

୨୨ ମାଓବାଦୀଙ୍କ ନାଁରେ ପୁରସ୍କାର ରାଶି ଘୋଷଣା

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.):ରାଜ୍ୟ ସରକାରଙ୍କ ଦ୍ବାରା ୨୨ ଜଣ କେକେବିଏନ୍‌ (କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ) କ୍ୟାଡର ମାଓବାଦୀଙ୍କ ପାଇଁ ପୁରସ୍କାର ରାଶି ମଙ୍ଗଳବାର ଘୋଷଣା କରାଯାଇଛି। ଏନେଇ କନ୍ଧମାଳ ପୋଲିସ ପକ୍ଷରୁ ପୋଷ୍ଟର ଜାରି କରାଯାଇଛି। ବାଲିଗୁଡା ଷ୍ଟେଟବ୍ୟାଙ୍କ ପାଚେରିରେ ମାଓବାଦୀ ବିରୋଧୀ ପୋଷ୍ଟର ସହ କେକେବିଏନ୍‌…

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଦାବି

ଫୁଲବାଣୀ ଅଫିସ,୩୦ା୧୦- ବାଲିଗୁଡା ଏନ୍‌ଏସି ଅଧ୍ୟକ୍ଷା ମମତା ବେହେରାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ପରିଷଦର ୭ଜଣ ସଦସ୍ୟାସଦସ୍ୟ ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡିଙ୍କ ନିକଟରେ ଦାବି କରିଛନ୍ତି। ପରିଷଦର ସଦସ୍ୟ ବରଦା ପ୍ରସାଦ ମିଶ୍ର, ନାରାୟଣ ଡାକୁଆ,…

ଡକାୟତି କରିବାକୁ ଆସି ୩ ଜେଲ ଗଲେ

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.): ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲମି ଗ୍ରାମରେ ଡକାୟତି କରିବାକୁ ଆସିଥିବା ୩ ଦୁର୍ବୃତ୍ତଙ୍କୁ ଗ୍ରାମବାସୀ ସୋମବାର ରାତିରେ କାବୁ କରିଥିଲେ। ଏ ନେଇ ଥାନାକୁ ଜଣାଯିବା ପରେ ପୋଲିସ ମଙ୍ଗଳବାର ସକାଳେ ଗ୍ରାମରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଗିରଫ…

କନଷ୍ଟେବଳକୁ ହତ୍ୟା ଧମକ, ଯୁବକ ଗିରଫ

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଟିକାବାଲି, ୩୦ା୧୦- ଚକାପାଦ ଥାନାର କନଷ୍ଟେବଳ ବସନ୍ତ କୁମାର ନାହକଙ୍କୁ ଚକାପାଦ ଶୈବ ପୀଠଠାରେ ହତ୍ୟା ଧମକ ଦେବା ସହ ଗାଳିଗୁଲଜ କରିବା ଅଭିଯୋଗରେ ଜରେ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ନୂଆସାହିର ଆଲୋକ ସେନାପତି। ନଂ.୫୬/୧୯ରେ ମାମଲା…

ଲାଞ୍ଚ ମାମଲା: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ,୩୦ା୧୦: ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଗୁଟିଙ୍ଗିଆ ପଞ୍ଚାୟତ ନିର୍ବାହୀ ଅଧିକାରୀ ସୁଧୀନ୍ଦ୍ର ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରି ୨ ବର୍ଷ ଜେଲ ଦଣ୍ଡାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?