କନ୍ଧମାଳ

ପୁଣି ସ୍ଥିତି ଜାହିର କଲେ ମାଓବାଦୀ, ରାଜପଥରେ ମାରିଲେ ଲାଲ୍‌ ବ୍ୟାନର

ଦାରିଙ୍ଗବାଡ଼ି,୧୪ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ମାଓବାଦୀ ପକ୍ଷରୁ ଲାଲ ବ୍ୟାନର ସହ ଏକାଧିକ ପୋଷ୍ଟର ଛଡ଼ାଯାଇଛି। ଫଳରେ ଅଞ୍ଚଳରେ ପୁଣି ମାଓବାଦୀଙ୍କ ଉପସ୍ଥିତ ଜାହିରକୁ ନେଇ ଅଞ୍ଚଳରେ କୋକୁଆ ଭୟ...

ଝିରିପାଣିରେ କୁକୁର ମଡ଼କ

ବାଲିଗୁଡ଼ା,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ଗତ ସପ୍ତାହେ ହେଲା କୁକୁର ମଡ଼କ ଦେଖିବାକୁ ମିଳିଛି। ଏଭଳି କୁକୁର ମଡ଼କ ନେଇ ପଞ୍ଚାୟତବାସୀଙ୍କ ମନରେ ଭୟ ବାତାବରଣ ସୃଷ୍ଟି ହେଉଛି। ମଣିଷମାନଙ୍କ ବିଶ୍ୱାସଯୋଗ୍ୟ...

ଖଡ଼ଗ ନଦୀରେ ପୋଲ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର

ଦାରିଙ୍ଗବାଡି,୧୩।୫(ଡି.ଏନ.ଏ): ଦାରିଙ୍ଗବାଡ଼ିର ଖଡ଼ଗ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ...

ଶିକ୍ଷକଙ୍କ ପଦୋନ୍ନତିରେ ନିୟମକୁ ଅଣଦେଖା ଅଭିଯୋଗ

ଫୁଲବାଣୀ ଅଫିସ, ୧୩।୫: କନ୍ଧମାଳ ଜିଲାରେ ଶିକ୍ଷକଙ୍କ ପଦୋନ୍ନତିରେ ଦୁର୍ନୀତିର ଗନ୍ଧ ବାରିହୋଇଛି। ପ୍ରାଥମିକ ଶିକ୍ଷକ (ପ୍ରାଇମେରୀ ଟିଚର) ଲେଭେଲ ୪ରୁ ଲେଭେଲ ୩କୁ ପଦୋନ୍ନତିରେ ଥିବା ୨୦୧୯ ଶିକ୍ଷା ନିୟମକୁ ଅଣଦେଖା କରାଯାଇଛି ା ଜିଲା ଶିକ୍ଷାଧିକାରୀ ଏହି...

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ପୂର୍ବତନ ପ୍ରଧାନଶିକ୍ଷକଙ୍କ ସମେତ ୨ଜଣଙ୍କୁ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୧୨।୫: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରା ଘଟଣାରେ ସମ୍ପୃକ୍ତ ଜଣେ ପୂର୍ବତନ ପ୍ରଧାନଶିକ୍ଷକଙ୍କ ସମେତ ଦୁଇ ଜଣଙ୍କୁ ୪ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ...

ସ୍ବାଧୀନତାର ୭୬ବର୍ଷ ପରେ ଗୁହାରି ଶୁଣିଲେ ସରକାର,ଖଡ଼ଗ ନଦୀରେ ପୋଲ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ଦାରିଙ୍ଗବାଡି,୧୨।୫(ଡି.ଏନ.ଏ): ଦିଲୋରୀ ଓ ବୁଡାଗୁଡା ପଞ୍ଚାୟତର ଖଡଗ ନଦୀରେ ପୋଲ ନିର୍ମାଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ଥର ସ୍ଥାପନ ହୋଇଛି। ଏଥିପାଇଁ ବିଜୁ ସେତୁ ଯୋଜନାରେ ୫କୋଟି ୪୮ ଟଙ୍କା ଅନୁଦାନ ଆସିଛି। ଏହି ପୋଲ କାର୍ଯ୍ୟ ୨୦୨୫ ସୁଦ୍ଧା ଶେଷ...

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୫: କନ୍ଧମାଳ ଜିଲାରେ ରକ୍ତମୁଖା ହୋଇ ଉଠିଛନ୍ତି ମାଓବାଦୀ। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ପଞ୍ଚାୟତର ପ୍ରଥମ ସରପଞ୍ଚଙ୍କୁ ରାତିରେ ଗୁଳିକରି ହତ୍ୟା କରିଛନ୍ତି। ମୃତ ପୂର୍ବତନ ସରପଞ୍ଚ ହେଲେ ସାଉଲିପଡା ଗାଁର ସୁବଳ...

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ 

ଫୁଲବାଣୀ ଅଫିସ,ଫିରିଙ୍ଗିଆ, ୧୧।୫: କନ୍ଧମାଳ ଜିଲାର ମାଓବାଦୀ ଅଧ୍ୟୁଷତ ଅଞ୍ଚଳ ଫିରିଙ୍ଗିଆ ବ୍ଲକ ସୁମେରବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବଳ କହଁରଙ୍କୁ ଅତି ନିର୍ମମ ଭାବରେ ମାଓବାଦୀମାନେ ହତ୍ୟା କରି ପୁଣି ଥରେ ନିଜର ସ୍ଥିତି ଜାହିର କରିଛନ୍ତି ।...

ସିଆରପିଏଫ କ୍ୟାମ୍ପରେ ଅଘଟଣ, ଜେନେରେଟର କରେଣ୍ଟ ଲାଗି ଯବାନଙ୍କ ମୃତ୍ୟ

ବାଲିଗୁଡା, ୦୮।୦୫(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଭଣ୍ଡରଙ୍ଗି ସିଆରପିଏଫ କ୍ୟାମ୍ପରେ ଅଘଟଣ । ଜେନେରେଟର ଇଲେକ୍ଟ୍ରିକ୍‌ ସକ୍‌ରେ ସୋମବାର ଯବାନଙ୍କ ମତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ଯବାନ ଜଣକ ହେଉଛନ୍ତି ଯାଜପୁର ଜିଲାର...

ଅଧାରୁ ପାଠ ଛାଡୁଛନ୍ତି ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ,୮ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ପଞ୍ଚାୟତରେ ଆଜି ପର୍ଯ୍ୟନ୍ତ ଉଚ୍ଚ ବିଦ୍ୟାଳୟ ନାହିଁ। ବଣ ପାହାଡ଼ ଘେରା ଏହି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠ ଛାଡିବାକୁ ବାଧ୍ୟ ହେଉଛନ୍ତି। ଏ ଦିଗରେ...

୫ ଗାଁକୁ ଖୋଲିବ ରାସ୍ତା

ରାଇକିଆ,୬ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମାଣିକେଶର ପଞ୍ଚାୟତର କୁରୁଗୁଡ଼ା ପୋଲର ଶିଳାନ୍ୟାସ କରିଛନ୍ତି ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ। ୫ ଊଦ୍ଧର୍‌ବ ଗାଆଁକୁ ସଂଯୋଗ କରୁଥିବା ଏହି ଏହି ରାସ୍ତା ଉପରେ ପୋଲ ନ ଥିବାରୁ ଲୋକେ ଅସୁବିଧାର...

ପୁଣି ସ୍ଥିତି ଜାହିର କଲେ ମାଓବାଦୀ, ଗଛ ପକାଇ ପୋଷ୍ଟର ମାରିଲେ

ବାଲିଗୁଡ଼ା,୬ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ଥାନା ଅଧିନସ୍ଥ ଗୁମା ଛକ ମୁଖ୍ୟ ରାସ୍ତାରେ ଶନିବାର ଗଛ ପକାଇ ଚେତାବନୀ ପୂର୍ଣ୍ଣ ଏକାଧିକ ପୋଷ୍ଟର ଛାଡ଼ିଛନ୍ତି ମାଓବାଦୀ। ଭୟରେ ବେଲଘର ତୁମୁଡିବନ୍ଧ ଯାତାୟାତ ଠପ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri