କନ୍ଧମାଳ

ୱାର୍ଡମେମ୍ବରଙ୍କୁ ମାଓବାଦୀଙ୍କ ନଁ।ରେ ଧମକପୂର୍ଣ୍ଣ ଚିଠି

ଦାରିଙ୍ଗବାଡ଼ି,୨୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଗ୍ଳୁଡା ଗ୍ରାମର ୯ ନଂ. ୱାର୍ଡମେମ୍ବର ବୁଗିରା ପ୍ରଧାନଙ୍କୁ ମାଓବାଦୀଙ୍କ ନଁ।ରେ ଧମକ ପୂର୍ଣ୍ଣ ଚିଠି ମିଳିଛି। ଗତ ୧୭ ତାରିଖ ସକାଳୁ ଘର ଆଗରେ ଚିଠି ପଡିଥିବା ଦେଖି ଭୟରେ ଗାଁ ଲୋକଙ୍କୁ ବୁଗିରା…

ଦମ୍ପତିଙ୍କୁ ଯବାନଙ୍କ ମାଡ଼ ଅଭିଯୋଗ

ଫୁଲବାଣୀ ଅଫିସ, ୨୮ା୧୦-କୌଣସି କାରଣ ନ ଜଣାଇ ସିଆର୍‌ପିଏଫର ଯବାନ କୋଟଗଡ ବ୍ଲକ ସୁବର୍ଣ୍ଣଗିରି ପଞ୍ଚାୟତ ବଣ୍ଡିଗୁଡା ଗ୍ରାମର ଏକ ଦମ୍ପତିଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି। ଆହତ ଦମ୍ପତି ତଥା ଗ୍ରାମର ଅମିତ ବଡସେଟ ଏବଂ ତାଙ୍କ ସ୍ତ୍ରୀ ହେମନ୍ତି…

୬୨ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ କୋର୍ଟଚାଲାଣ

ରାଇକିଆ,୨୮।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ରାଇକିଆ ପୋଲିସ ସୋମବାର ଗଞ୍ଜେଇ ଚାଲାଣ ଅଭିଯୋଗରେ ଜଣେ ଡ୍ରାଇଭରଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ନୟାଗଡ଼ର ରବିନ୍ଦ୍ର ଖୁଣ୍ଟିଆ, ଫିରିଙ୍ଗିଆ କେଳାପଡ଼ାର ଟୁକୁନା ଦିଗାଳ, ଆମ୍ବେଦକର…

ଜି.ଉଦୟଗିରିରେ ଶ୍ୟାମାକାଳୀ ପୂଜା

ଜି.ଉଦୟଗିରି, ୨୭।୧୦(ଡି.ଏନ୍‌.ଏ.)- ଜି. ଉଦୟଗିରି ବନ୍ଧ ଛକ କାଳୀ ପୂଜା ମଣ୍ଡପରେ ରବିବାର ମା’ କାଳୀଙ୍କ ପୂଜା ଆରମ୍ଭ ହୋଇଛି। ପୂଜା କମିଟି ସଭାପତି ଅଜିତ କୁମାର ସାହୁ କର୍ତ୍ତା ଭାବେ ପୂଜାରେ ବସି ଥିଲେ। ପ୍ରଥମେ ମା’ଙ୍କ ଘଟକୁ ଆବାହନ…

ଚାକିରି ଦେବା ନଁ।ରେ ଠକେଇ ଘଟଣା: ୨ ଦିନ ରିମାଣ୍ଡରେ ରୋହିତ

ଫୁଲବାଣୀ ଅଫିସ, ୨୬ା୧୦-ଚାକିରି କରାଇ ଦେବା ନାମରେ ଲକ୍ଷାଧିକ ଟଙ୍କା ଠକି ନେଇ ଗିରଫ ହୋଇଥିବା ରେହିତ ବେହେରାଙ୍କୁ ଶୁକ୍ରବାର ଫୁଲବାଣୀ ଟାଉନ ଥାନା ପୋଲିସ ୨ ଦିନିଆ ରିମାଣ୍ଡରେ ନେଇଛି। ସେ କାହାଠୁ କେତେ ଟଙ୍କା ଆଣିଛନ୍ତି, ଏହି ଘଟଣାରେ…

ମାଓବାଦୀଙ୍କ ଗଛ ପକାଇ ରାସ୍ତା ଅବରୋଧ ଘଟଣା: ପୋଲିସ ଦମନ ବିରୋଧରେ ୨୪ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରୁ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥରେ ଗୁରୁବାର ସନ୍ଧ୍ୟାରେ ମାଓବାଦୀଙ୍କ ପକ୍ଷରୁ ଗଛ କାଟି ରାସ୍ତା ଅବରୋଧ କରିବା ସହ ଲାଲ୍‌ ବ୍ୟାନର ଲଗାଇଥିଲେ। ଉକ୍ତ ବ୍ୟାନରରେ ସେମାନେ ବିଭିନ୍ନ ଦାବିନେଇ ଶୁକ୍ରବାର…

ରାସ୍ତାରେ ଗଛ ପକାଇ ଅବରୋଧ କଲେ ମାଓବାଦୀ, ଯାତାୟାତ ବନ୍ଦ

ତୁମୁଡ଼ିବନ୍ଧ,୨୫।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଗୋପାଳପୁରଠାରୁ ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର କୁର୍ତ୍ତୁମଗଡ଼ ପନ୍ଦରମାଇଲ ଛକ ନିକଟ ତଗାଗାଡ଼ା ନାଳଠାରେ ମାଓବାଦୀମାନେ ଗୁରୁବାର ରାତିରେ ଗଛ ପକାଇ ଅବରୋଧ କରିଥିବା ଜଣାପଡ଼ିଛି। ରାସ୍ତାରେ ୩ଟି ଗଛ ପକାଇଥିବା ବେଳେ…

ଗଞ୍ଜେଇ ଜବତ, ଜଣେ ଗିରଫ

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ.ଏ)- ଦାରିଙ୍ଗବାଡ଼ି ପୋଲିସ ଏକ ବାଇକ ସହ ୮କେଜି ୭ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବାଲିଗୁଡ଼ା ଥାନା ଗଟଙ୍ଗି ଅଞ୍ଚଳର ପ୍ରତାପ ଦିଗାଳ। ନଂ.୧୦୮/୧୯ରେ ମାମଲା ରୁଜୁ କରି…

ଗଛ ପକାଇ ରାସ୍ତା ଅବରୋଧ କଲେ ମାଓବାଦୀ

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-କ.ନୂଆଗଁା ସୀମାନ୍ତବର୍ତ୍ତୀ କନ୍ଦିବାନ୍ଦା ନିକଟରେ ମାଓବାଦୀମାନେ ଗୁରୁବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଗଛ ପକାଇ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ୨ଟି ଲାଲ୍‌ ବ୍ୟାନର ଓ ଏକାଧିକ ପୋଷ୍ଟର ଛାଡ଼ିଛନ୍ତି। ତେବେ ଅଞ୍ଚଳରେ ପ୍ରବଳ ବର୍ଷା…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ: ଓ୍ବାର୍ଡସଭ୍ୟା ମୃତ, ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡୁଲୁରୀ ଅଞ୍ଚଳରେ ଗୁରୁବାର ଏକ ଅଘଟଣ ଘଟିଛି। ଗଛ ପଡ଼ିଯିବାରୁ ଅଟୋରେ ଯାଉଥିବା ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ହେଲେ ଉକ୍ତ ବ୍ଲକ…

ଲଗାଣବର୍ଷା : ପନିପରିବା ସହ ଫସଲ ନଷ୍ଟ ଆଶଙ୍କା

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି। ଫଳରେ ଚାଷଜମି ସହ ପନିପରିବା ଚାଷ କ୍ଷତି ହେବା ଆଶଙ୍କା କରାଯାଇଛି। ଗୁରୁବାର ସକାଳ ସୁଦ୍ଧା ଅଞ୍ଚଳରେ ୩୮ମିମି ବର୍ଷା ହୋଇଥିବା ରେକର୍ଡ଼…

ଜାତୀୟ ରାଜପଥ ସଂପ୍ରସାରଣ : ଅବାଧ ଗଛକଟା, ରାସ୍ତାରେ ଅଟକି ରହୁଛି ଯାନବାହନ

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ନଂ ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି। ଏଥିପାଇଁ ବନ ବିଭାଗର କର୍ପୋରେଶନ ପକ୍ଷରୁ ରାଜପଥ କଡ଼ରେ ରହିଥିବା ମୂଲ୍ୟବାନ ଗଛ ସ୍ଥାନାନ୍ତର କରାଯିବା ସହ ଏବେ ବଳକା ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?