କନ୍ଧମାଳ

ତରକାରି ଅଲଣା ହେବାରୁ ପିଟିଲେ ସ୍ବାମୀ, ଖଟିଆରେ ବୁହାହେଲେ ଗୁରୁତର ମହିଳା

ଫିରିଙ୍ଗିଆ,୨୩ା୧୦- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପଞ୍ଚାୟତ ମୁଣ୍ଡାମାସ୍କା ଗ୍ରାମରେ ସ୍ବାମୀଙ୍କଠାରୁ ମାଡ଼ ଖାଇ ଗୁରୁତର ହୋଇଥିବା ଜଣେ ମହିଳାଙ୍କୁ ଖଟିଆରେ ବୁହାଯାଇ ଡାକ୍ତରଖାନାକୁ ନିଆଯାଇଛି। ଗ୍ରାମକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ପ୍ରାୟ ୫ କି.ମି. ଦୂର ସାଡିଙ୍ଗିଆ…

ଅଧିକାରୀଙ୍କ କାର୍ଯ୍ୟକୁ ନେଇ ଖପ୍ପା

ଫୁଲବାଣୀ ଅଫିସ, ୨୩ା୧୦- ରାଜ୍ୟ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ୨ ଦିନିଆ କନ୍ଧମାଳ ଗସ୍ତରେ ଆସିଥିଲେ। ସୋମବାର ଏବଂ ମଙ୍ଗଳବାର ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ବିଭିନ୍ନ ବ୍ଲକ ଅଞ୍ଚଳରେ ବୁଲିବା ବେଳେ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ…

ବିବାହ ପ୍ରତିଶ୍ରୁତି ଦେଇ ମହିଳା ଡାକ୍ତରଙ୍କୁ ପ୍ରତାରଣା

ଦାରିଙ୍ଗବାଡ଼ି, ୨୩।୧୦(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଜଣେ ବିପିଏମ୍‌ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ମହିଳା ଡାକ୍ତର ଜଣକ ଏ ନେଇ ଥାନାରେ ଗୁରୁବାର ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ନଂ.୧୦୫/୧୯…

ବାଲିଗୁଡ଼ା ବସଷ୍ଟାଣ୍ଡରୁ ୧୯ ଯୁବତୀଯୁବକ ଉଦ୍ଧାର: ଜଣେ ଦଲାଲ ଗିରଫ

ବାଲିଗୁଡ଼ା,୨୨।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ବସଷ୍ଟାଣ୍ଡରୁ ୧୯ ଯୁବତୀଯୁବକଙ୍କୁ ଚାଲାଣ ବେଳେ ବାଲିଗୁଡ଼ା ପୋଲିସ ସେମାନଙ୍କୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଜଣେ ଦଲାଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସୋନପୁର ଜିଲା ତରଭା ଗ୍ରାମର ଆଶୁତୋଷ…

୪୦ ଲିଟର ମହୁଲି ମଦ ଜବତ, ଦୁଇ ଗିରଫ

ବାଲିଗୁଡା,୨୦।୧୦: ବାଲିଗୁଡା ପୋଲିସ ଚଢାଉ କରି ମହୁଲି ମଦ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ମହିଳା ସାବିତ୍ରୀ ସାହାଣି ଓ ପ୍ରଶାନ୍ତ କୁମାର ପ୍ରଧାନ। ପାଟଖଣ୍ଡା ସାହିରେ ମହୁଲି ମଦ କାରବାର…

ଖମନଖୋଲରେ ମାଓବାଦୀ ପୋଷ୍ଟର

ବାଲିଗୁଡା,୨୦ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଥାନା ଖମନଖୋଲ ଛକ ଓ ଅନ୍ୟ କେତେକ ସ୍ଥାନରେ ଶନିବାର ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। ଏଥିରେ ପୋଲିସ ପ୍ରଶାସନ ଓ ସରକାରଙ୍କ ବିଫଳତା ସମ୍ପର୍କରେ ଉଲ୍ଲେଖ ରହିଛି। ପୋଷ୍ଟର ଶେଷରେ ସିପିଆଇ (ମାଓବାଦୀ) କେକେବିଏନ୍‌…

ପଶ୍ଚିମବଙ୍ଗରେ ହିନ୍ଦୁ ପରିବାରକୁ ହତ୍ୟା ଘଟଣା : ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବଜରଙ୍ଗ ଦଳର ଦାବିପତ୍ର

ଫୁଲବାଣୀ ଅଫିସ, ୧୯ା୧୦: ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ପ୍ରକାଶ ପାଲ ଏବଂ ତାଙ୍କ ଗର୍ଭବତୀ ସ୍ତ୍ରୀଙ୍କ ସହ ୮ ବର୍ଷର ନିଷ୍ପାପ ପୁଅକୁ ଅତି ଜଘନ୍ୟ ଭାବେ ଗତ ୧୦ ତାରିଖରେ ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ସମଗ୍ର ରାଷ୍ଟ୍ରର ହିନ୍ଦୁ…

ବାଟାଗୁଡାକୁ ନିଶାମୁକ୍ତ ପାଇଁ ଏକାଠି ହେଲେ ମହିଳା

ଫୁଲବାଣୀ ଅଫିସ,୧୯ା୧୦: କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବାଟାଗୁଡା ପଞ୍ଚାୟତର ମହିଳାମାନେ ଏକତ୍ରିତ ହୋଇଛନ୍ତି। ପଞ୍ଚାାୟତରେ ଆଉ ମଦ ପୁରାଇ ଦେବେ ନାହିଁ। କେହି ଚୋରାରେ ବିକିଲେ ତାଙ୍କୁ ଗ୍ରାମରେ କୌଣସି ପ୍ରକାର ସହଯୋଗ କରାଯିବ ନାହିଁ। ପଞ୍ଚାୟତ ବୈଠକ ନିଷ୍ପତି…

ଖମନଖୋଲରେ ମାଓବାଦୀ ପୋଷ୍ଟର

ବାଲିଗୁଡ଼ା,୧୯।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମନଖୋଲ ଛକରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ଏଥିରେ ଉଲ୍ଲେଖ ଅଛି, ଗ୍ରାମବାସୀ ଭାଇମାନେ ଜାଣନ୍ତୁ, ପୋଲିସମାନେ କହୁଛନ୍ତି, ସେମାନେ ଲୋକଙ୍କ ପାଇଁ କାମ କରୁଛନ୍ତି; ଯେଉଁଠି ପାଇବେ ସେଇଠେ ପଶି ଖାଇବେ।…

ସ୍ବାଗତ ପାଇଁ ଖରାରେ ଛିଡାହେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର କନ୍ଧମାଳ ଏମ୍‌ପି ଡ.ଅଚ୍ୟୁତାନନ୍ଦ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି ା ତାଙ୍କୁ ସ୍ବାଗତ କରିବାକୁ ପାଇଁ ବିଦ୍ୟାଳୟ ଶିକ୍ଷୟିତ୍ରୀଶିକ୍ଷକ, ଛାତ୍ରୀଛାତ୍ର ଓ ବିଇଓ…

କନ୍ଧମାଳରେ କେନ୍ଦ୍ରୀୟ ମେଡିକାଲ ଟିମ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୧୯ା୧୦-କନ୍ଧମାଳ ଜିଲା ଗସ୍ତରେ କେନ୍ଦ୍ରର ଏକ ୮ ଜଣିଆ ଟିମ୍‌ ଆସି ଶୁକ୍ରବାର ପହଞ୍ଚତ୍ଛନ୍ତି। ଏହି ଟିମ୍‌ ୪ ଦିନଧରି ଜିଲାର ବାଲିଗୁଡ଼ା, ତୁମୁଡ଼ିବନ୍ଧ, ବାରଖମା, ଟିକାବାଲି, ଜି.ଉଦୟଗିରି, ଗୋଚ୍ଛାପଡ଼ା, ଦାରିଙ୍ଗବାଡ଼ି ଓ ସିମନବାଡ଼ି ଆଦି ଅଞ୍ଚଳରେ ଥିବା ଗୋଷ୍ଠୀ…

ନଳକୂପ ପାଇପରୁ ନିର୍ମାଣ ହେଲା ଟାୱାର

ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ବିଏସ୍‌ଏନ୍‌ଏଲ୍‌ ମୋବାଇଲ ସେବାର ଶୁଭାରମ୍ଭ ହୋଇଯାଇଛି। ଏହି ସେବା ତିଲୋରୀର ପ୍ରାୟ ୫ହଜାରରୁ ଉର୍ଦ୍ଧ୍ୱ ଲୋକ ପାଇବେ। ଅଞ୍ଚଳବାସୀ ମୋବାଇଲ ସେବା ପାଇଁ ଦୀର୍ଘଦିନ ହେଲା ଦାବି କରିଆସୁଥିଲେ ମଧ୍ୟ ହୋଇପାରୁନଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?