କନ୍ଧମାଳ

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୧୧ ଗିରଫ

ଫୁଲବାଣୀ ଅଫିସ, ୮ା୧୦- ଫୁଲବାଣୀ ସହର ନଦୀଖଣ୍ଡି ସାହିରେ ଏକ ଘରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ସେଠାରୁ ନଗଦ ୬୩,୪୦୦ ଟଙ୍କା, ୩ କାର, ଗୋଟିଏ ବାଇକ୍‌, ତାସ, ମୋବାଇଲ ଫୋନ ଏବଂ ଗୋଟିଏ ଷ୍ଟିଲ…

ସିମନବାଡ଼ିରେ ପାଳନ ହେଲା ଦଶହରା

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିରେ ଭାଇଚାରାରେ ପାଳନହେଲା ଦଶହରା ପର୍ବ ା ମା’ଦୁର୍ଗାଙ୍କ ମୃଣ୍ମୟ ମୁର୍ତ୍ତିକୁ ପୂଜାର୍ଚ୍ଚନା ସହ ଦର୍ଶନ ପାଇଁ ଭିଡ଼ ଜମିଥିଲା। ସେହିପରି ସିମନବାଡ଼ି ପାଟଖଣ୍ଡଢା ମନ୍ଦିର ସମେତ ମହାମାୟୀ ମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି…

ନିର୍ବାଚନ ସମୀକ୍ଷା ବୈଠକର ଭିଡିଓ ଭାଇରାଲ: ଭୋଟ ଦେଇ ନ ଥିବା ଲୋକଙ୍କ ପାଇଁ କାମ କରିବି ନାହିଁ କହିଲେ ବିଧାୟକ

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ): ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଏହି ଭିଡିଓରେ ବିଧାୟକ କହିଛନ୍ତି ଯେ, ତାଙ୍କୁ ଯେଉଁମାନେ ଭୋଟ ଦେଇନାହାନ୍ତି ସେମାନଙ୍କ ପାଇଁ ସେ କାମ କରିବେନି। ଯଦି ସେମାନେ ପୂର୍ବଭଳି ତାଙ୍କ ଦଳରେ ସାମିଲ…

ଥାନାରେ ପାରମ୍ପରିକ ଦଶହରା ପର୍ବ ପାଳନ, ମହୁଲି ମଦ ସହ ପହଞ୍ଚିଲା ଛେଳି

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଶାରଦୀୟ ପୂଜା ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। ଏହି ଅବସରରେ ଦାରିଙ୍ଗବାଡ଼ି ଏବଂ ସିମନବାଡ଼ିଠାରେ ସ୍ବତନ୍ତ୍ର ପୁଜାମଣ୍ଡପ କରାଯାଇ ମା’ଦୁର୍ଗାଙ୍କ ମୃଣ୍ମୟୀ ମୁର୍ତ୍ତିରେ ପୂଜାର୍ଚ୍ଚନା କରାଯାଇଛି। ଉକ୍ତ ବ୍ଳକର ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ପରିସର…

ଦଶହରାରେ ବିଦ୍ୟୁତ୍‌ ବିଭ୍ରାଟ: ୧୧ କେଭି ବିଦ୍ୟୁତ୍‌ ତାର ଉପରେ ଗଛ କାଟି ପକାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୭।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରୁ ବିଭିନ୍ନ ଗ୍ରାମକୁ ସଂଯୋଗ ହୋଇଥିବା ୧୧ କେଭି ବିଦ୍ୟୁତ ତାର ଉପରେ ଦୁର୍ବୃତ୍ତମାନେ ବିରାଟ ଗଛ କାଟି ପକାଇଛନ୍ତି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଗ୍ରାମକୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଏ ନେଇ ଗ୍ରାମବାସୀ ବହୁ…

୫୦ ଫୁଟ ବ୍ରିଜ୍‌ ତଳକୁ ଖସିଲା ରୋଲର ବୋଝେଇ ଟ୍ରେଲର: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୭।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗାଠାରେ ୫୦ ଫୁଟ ପୋଲ ତଳକୁ ସୋମବାର ଏକ ରୋଲର ବୋଝେଇ ଟ୍ରେଲର ଖସି ପଡିଛି ା ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡ଼ିଛି । ପ୍ରକାଶ ଯେ, ଏକ କମ୍ପାନୀର…

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ : ମୃତଦେହ ଆଣିବା ନେଇ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୫।୧୦(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମର ଜଣେ ଓଡ଼ିଆ ଶ୍ରମିକଙ୍କ ତାମିଲନାଡୁରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ହେଲେ ସୁମନ୍ତ ପ୍ରଧାନ। ତାଙ୍କର ଗୋଟିଏ ସନ୍ତାନ ରହିଥିବା ବେଳେ ସ୍ତ୍ରୀ ଶାନ୍ତି ଜଣେ…

ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ସ୍ଥାପନ ଘଟଣା: ଅଭିଯୁକ୍ତଙ୍କୁ ୬ମାସ କାରାଦଣ୍ଡାଦେଶ

ବାଲିଗୁଡ଼ା,୫।୧୦.(ଡି.ଏନ୍‌.ଏ.): ଜଣେ ଦିନମଜୁରିଆ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗର ବିଚାରକରି ବାଲିଗୁଡ଼ା ଏସ୍‌ଡିଜେଏମ୍‌ ସୌମ୍ୟ ସ୍ବରୂପ ସାହୁ ସାରଙ୍ଗଗଡ଼ ଥାନା ଗୁଟିଙ୍ଗିଆ ଗ୍ରାମର ଅଭିଯୁକ୍ତ ବିରୁପାକ୍ଷ ଦଣ୍ଡିଆଙ୍କୁ ଶନିବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କୁ…

ଜି. ଉଦୟଗିରିରେ ମା’ଙ୍କ ମହାସପ୍ତମୀ ପୂଜା

ଜି.ଉଦୟଗିରି,୫।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ୟବସାୟୀ ସଂଘ ଆନୁକୂଲ୍ୟରେ ସ୍ଥାନୀୟ ପୂଜାମଣ୍ଡପରେ ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଶନିବାର ଅନୁଷ୍ଠିତ ହେଉଛି। ଶୁକ୍ରବାର ରାତିରେ ଅଞ୍ଚଳର ଅଧିଷ୍ଠାତ୍ରୀ ବରାଳ ଦେବୀଙ୍କ ଘଟକୁ ବରଣ କରି ଅଣାଯିବା ପରେ ବିଲ୍ବ ଅଧିବାସ,…

କୁର୍ତ୍ତମଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସ୍ଥା ସୁଧାରିବାକୁ ପୁରାତନ ଛାତ୍ରୀଛାତ୍ରଙ୍କ ଦାବି

ବାଲିଗୁଡ଼ା,୫।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସର୍ବ ପୂରାତନ ବିଦ୍ୟାଳୟ ବାଲିଗୁଡା ଉପଖଣ୍ଡର ତୁମୁଡିବନ୍ଧ ବ୍ଲକ ସ୍ଥିତ କୁର୍ତ୍ତମଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ୧୮୧୭ ମସିହାରେ ସ୍ଥାପିତ ହୋଇଥିବା ଏହି ବିଦ୍ୟାଳୟ ଗୋପାଳପୁର-ରାୟପୁର ୫୯ନଂ.ଜାତୀୟ ରାଜପଥ କଡରେ ଅବସ୍ଥିତ ହୋଇଥିଲେ ମଧ୍ୟ ବିଦ୍ୟାଳୟର…

ଫୁଟବଲ ଟୁର୍ନାମେଣ୍ଟ, ତଣ୍ଡ୍ରିଗାଁ ଚାମ୍ପିୟନ

ଫିରିଙ୍ଗିଆ,୪ା୧୦- ଫିରିଙ୍ଗିଆ ବ୍ଲକ କାଶିନିପଦର ପଞ୍ଚାୟତ ବରେବାଟା ଗ୍ରାମରେ ଚକାଡୋଳା କ୍ଲବ ଆନୁକୂଲ୍ୟରେ ଚାଲିଥିବା ବନ୍ଦନା କହଁର ସ୍ମାରକୀ ଫୁଟବଲ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ତଣ୍ଡ୍ରିଗାଁ ୪-୩ ଗୋଲରେ ମାସ୍ରିପଡାକୁ ହରାଇ ଚାମ୍ପିୟନ ହୋଇଛି। ପ୍ରଥମ ଓ ଦ୍ୱିତୀୟାର୍ଦ୍ଧରେ…

ଜି. ଉଦୟଗିରି ମହିଳା ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ: ପ୍ଲାଷ୍ଟିକ ବର୍ଜନ ଉପରେ କହିଲେ ଅଧ୍ୟାପିକା

ଜି. ଉଦୟଗିରି, ୨।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରିସ୍ଥିତ ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟଠାରେ ବୁଧବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ଶିବରାମ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅବସର ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?