କନ୍ଧମାଳ

କେନ୍ଦ୍ର ବିରୋଧରେ କଂଗ୍ରେସର ବିଶାଳ ସମାବେଶ

ଫୁଲବାଣୀ ଅଫିସ, ୨୧ା୧୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଫୁଲବାଣୀରେ ବିଶାଳ ସମାବେଶ କରାଯାଇଛି । ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଫଳତା ଦର୍ଶାଇ ଦଳୀୟ କର୍ମୀମାନେ ସହରରେ ଶୋଭାଯାତ୍ରା କରିଛନ୍ତି। ପରେ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତିଙ୍କ…

ଜି.ଉଦୟଗିରି: ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନିମନ୍ତେ ଆବେଦନ

ଜି.ଉଦୟଗିର,୨୧।୧୧(ଡି.ଏନ୍‌.ଏ)- ଜି.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷା ଦୀପ୍ତିରେଖା ପ୍ରଧାନଙ୍କ ବିରୋଧରେ ୧୩ ଜଣ ସଦସ୍ୟ ଅନାସ୍ଥା ପ୍ରସ୍ତାବ ନିମନ୍ତେ ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟରେ ଆବେଦନ କରିଛନ୍ତି। ବାଲିଗୁଡ଼ା ଉପଜିଲାପାଳ ଅନାସ୍ଥା ପ୍ରସ୍ତାବ ଗତ ୧୫ତାରିଖରେ ପାଇବା ପରେ ଜି.ଉଦୟଗିରି ବିଡିଓଙ୍କ ନିକଟକୁ…

କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ

ଫୁଲବାଣୀ ଅଫିସ, ୨୧ା୧୧- ନ୍ଧମାଳ ଜିଲା କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ପୂର୍ବରୁ ହୋଇ ଆସୁଥିବା ଦାବି ସମେତ ଅନ୍ୟାନ୍ୟ ଦାବି ଉପରେ ଗୁରୁତ୍ୱାରୋପ କରାଯାଇଛି। ବିଶେଷ କରି ବହୁ…

ସ୍କୁଲରେ ପଢ଼ାଇଲେ ଜିଲାପାଳ

ଫୁଲବାଣୀ ଅଫିସ, ୨୦ା୧୧- ଫୁଲବାଣୀ ବ୍ଲକ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ ଜିଲାପାଳ ଡା. ବୃନ୍ଦା ଡି ମଙ୍ଗଳବାର କରିଛନ୍ତି। ଦୁର୍ଗମ ପଞ୍ଚାୟତ ଦୁଡୁକି ଓ କଟ୍ରିଙ୍ଗିଆ ଗସ୍ତକରି ବିଜୁ କନ୍ଧମାଳ ଯୋଜନାରେ ନିର୍ମାଣାଧୀନ କଲଭର୍ଟ, ଏମ୍‌ଜିଏନ୍‌ଆରଇଜିଏସ୍‌ରେ…

ଦାରିଙ୍ଗବାଡ଼ିରେ ଶୀତ କମିଲା: ତାପମାତ୍ରା ୧୨ ଡିଗ୍ରୀ, ଘନ କୁହୁଡ଼ି

ଦାରିଙ୍ଗବାଡ଼ି,୨୦।୧୧(ଡି.ଏନ୍‌.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଗତ ୩ ଦିନ ହେଲା ତାପମାତ୍ରା ୯.୫ରୁ ବୃଦ୍ଧି ପାଇ ୧୨ ଡିଗ୍ରୀରେ ରହିଛି। ଫଳରେ ଶୀତ କମିବା ସହ ପୂର୍ବଭଳି ଲୋକେ ଘର ଭିତରେ ପଙ୍ଖା ବ୍ୟବହାର କରୁଛନ୍ତି। ସକାଳୁ ହାଲ୍‌କା…

କଲଭର୍ଟ ଦବିଲା, ଯାତାୟାତ ବାଧାପ୍ରାପ୍ତ

ଖଜୁରିପଡ଼ା,୨୦ା୧୧(ଡି.ଏନ.ଏ.)- ଖଜୁରିପଡା ବ୍ଲକ ବଲସକୁମ୍ପା ଗ୍ରାମପଞ୍ଚାୟତ ଅଧୀନରେ ଥିବା ଖଲିଗୁଡ୍ରି ଗ୍ରାମକୁ ବଲସକୁମ୍ପାଠାରୁ ଟୁକୁଲପଡ଼ା ପର୍ଯ୍ୟନ୍ତ ଯାଇଥିବା ପ୍ରଧାନମନ୍ତ୍ରୀ ସଡ଼କରେ ବିଭିନ୍ନ କାର୍ଯ୍ୟରେ ପଞ୍ଚାୟତ କିମ୍ବା ସଦର ମହକୁମା ଫୁଲବାଣୀର ଛନ୍ଦୁରୁପଦର, ଟୁକୁଲୁପଡ଼ା, ଝଗଡ଼ପଟା, ଗାରଡ଼ାପାଜୁ ଆଦି ଗ୍ରାମର ଲୋକମାନେ ଯାତାୟାତ…

ବିଦେଶୀ ମଦ ଦୋକାନକୁ ବିରୋଧ କଲା କୁଇ ସମାଜ: ୨୫ ସୁଦ୍ଧା ବନ୍ଦ ନ ହେଲେ ଆନ୍ଦୋଳନ

ଫୁଲବାଣୀ ଅଫିସ, ୧୯ା୧୧- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ବୈରୀକୂମ୍ପାଠାରେ ଖୋଲିଥିବା ସରକାରୀ ବିଦେଶୀ ମଦ ଦେକାନକୁ ସ୍ଥାନୀୟ ଅଞ୍ଚଳବାସୀ ବିରୋଧ କରୁଛନ୍ତି। ତୁରନ୍ତ ଉକ୍ତ ଦୋକାନ ବନ୍ଦ କରିବାକୁ ଦାବି ହୋଇ ଆସୁଛି। ଏପରିକି କିଛିଦିନ ତଳେ ଲୋକେ ଏ…

ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା; ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଶଙ୍କରାଖୋଲ,୧୮ା୧୧(ଡି.ଏନ୍‌.ଏ.)-ଟିକାବାଲି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା କରିଥିବା ଅଭିଯୋଗରେ ପୋଲିସ ରବିବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ଉକ୍ତ ଥାନା ଅଞ୍ଚଳର ଅଶ୍ୱିନୀ କୁମାର ଦିଗାଳ। ଏ ନେଇ ଟିକାବାଲି ଥାନାରେ ନଂ.୧୦୯/୧୯ରେ ମାମଲା…

ପୂର୍ବ ଶତ୍ରୁତାରୁ ହତ୍ୟା, ଅଭିଯୁକ୍ତ ଗିରଫ

କ.ନୂଆଗାଁ,୧୮ା୧୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଅନ୍ତର୍ଗତ ପିପଳପଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ହତ୍ୟାର ଶୀକାର ହୋଇଛନ୍ତି ଯୋଗେଶ୍ୱର ପ୍ରଧାନ। ଯୋଗେଶ୍ୱର ଓ ତାଙ୍କ ସ୍ତ୍ରୀ ମାଳତୀ ଘର ବାରଣ୍ଡାରେ ବସିଥିଲେ। ନୋଜରା ପ୍ରଧାନଙ୍କ ସହ…

ଦାରିଙ୍ଗବାଡ଼ିରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଚଳିତ ଶୀତଋତୁରେ ପ୍ରଥମଥର ପାଇଁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସିଛନ୍ତି। ପୂର୍ବରୁ ପର୍ଯ୍ୟଟକ ଦୈନିକ ଆସୁଥିଲେ ମଧ୍ୟ ରବିବାର ଛୁଟିଦିନ ଯୋଗୁ ଏହି ସଂଖ୍ୟା ବୃଦ୍ଧି ପାଇଛି। ସୁନ୍ଦର ପରିବେଶ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ: ପୋଲିସର ତଦନ୍ତ ଆରମ୍ଭ

କେ.ନୂଆଗାଁ,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ସାରଙ୍ଗଗଡ଼ ଥାନା ଅନ୍ତର୍ଗତ କେ ନୂଆଗାଁର ପିପିଳପଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ଯୋଗେଶ୍ୱର ପ୍ରଧାନ (୫୦)ଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମର କିଛି ଲୋକଙ୍କ ସହ ଯୋଗେଶ୍ୱରଙ୍କ ଗଣ୍ଡଗୋଳ…

ବାଲିଗୁଡ଼ା ଏସ୍‌ଡିପିଓଙ୍କ ଦାରିଙ୍ଗବାଡ଼ି ଥାନା ପରିଦର୍ଶନ: ଚୋରାମଦ କାରବାର ରୋକିବା ଦିଗରେ ଆଲୋଚନା

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାକୁ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପରିଦର୍ଶନ କରିଛନ୍ତି। ସେ ଏସ୍‌ଡିପିଓ ଭାବେ ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ଯୋଗଦେବା ପରେ ଏହା ଦାରିଙ୍ଗବାଡ଼ି ଅଞ୍ଚଳକୁ ପ୍ରଥମ ଗସ୍ତ। ଥାନାର ବିଭିନ୍ନ ମାମଲା ସମ୍ପର୍କରେ ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?