କନ୍ଧମାଳ

ଗଞ୍ଜେଇ ଜବତ, ୨ ଗିରଫ

ଫିରିଙ୍ଗିଆ,୧୬ା୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପୋଲିସ ପଲାବ୍ରୁଡି ପଞ୍ଚାୟତ ମୁସେଲିପାଂଗା ରାସ୍ତା ମାଝିପଡା ଗ୍ରାମରେ ଚଢ଼ାଉ କରି ଏକ ପିକ୍‌ଅପ ଭ୍ୟାନରୁ ୧୦୩ କେଜି ଗଞ୍ଜେଇ ଜବତ କରିବା ସହ ୨ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଅନୁଗୋଳ…

୧୩୦ ଏକର ଗଞ୍ଜେଇ ଗଛ ନଷ୍ଟ

ଫିରିଙ୍ଗିଆ,୧୬ା୧୧: ଫିରିଙ୍ଗିଆ ଥାନା ଅଞ୍ଚଳରେ ଶନିବାର ୧୩୦ ଏକର ଜମିରେ ହୋଇଥିବା ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୁଲ୍ୟ ୧୩୦ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଗଞ୍ଜେଇ ଗଛ ଲଗା ଯାଇଥିବା ଜାଣିବା ପରେ…

ବାଲିଗୁଡ଼ା ଏନ୍‌ଏସି: ହୋଇପାରିଲାନି ଅନାସ୍ଥା, କାଏମ ରହିଲା ୨ ପଦବୀ

ବାଲିଗୁଡ଼ା,୧୬।୧୧(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସିର ଅଧ୍ୟକ୍ଷା ମମତା ବେହେରା ଓ ଉପାଧ୍ୟକ୍ଷ ଲୋକନାଥ ପାଢ଼ୀଙ୍କ ବିରୋଧରେ ବିଜେଡିର ୭ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ତେବେ ଶନିବାର ବାଲିଗୁଡା ଏନ୍‌ଏସି ପରିସରରେ ପୂବାହ୍ନ ୧୦ଟାରେ ଅଧ୍ୟକ୍ଷା ନିର୍ବାଚନ ପାଇଁ…

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଗୁରୁତର ଶ୍ରମିକଙ୍କ ମୃତ୍ୟୁ : କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା

ଶଙ୍କରାଖୋଲ,୧୬।୧୧(ଡି.ଏନ୍‌.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ଗ୍ରାମରେ ୩୩ କେଭି ତାର ସ୍ଥାନାନ୍ତର ପାଇଁ ଖୁଣ୍ଟରେ ଚଢି ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଟିକାବାଲି ପଞ୍ଚାୟତ ସାକିଡ଼ିକିଆ ଗ୍ରାମର ରୋହିତ କହଁର। ଏ…

ଶିଶୁଦିବସ: ନେହେରୁଙ୍କ ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଲେ ଛାତ୍ରୀଛାତ୍ର

ବାଲିଗୁଡ଼ା,୧୪।୧୧(ଡି.ଏନ୍‌.ଏ.): ବିଶିଷ୍ଟ ରାଷ୍ଟ୍ର ନାୟକ ତଥା ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୦ତମ ଜୟନ୍ତୀ ଅବସରରେ ଶିଶୁଦିବସ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନରେ ପାଳିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ପ୍ରତ୍ୟୁଷରେ ସମସ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର…

ଦାରିଙ୍ଗବାଡ଼ିରେ ଶୀତ, ସର୍ବନିମ୍ନ ତାପମାତ୍ରା ୧୦ଡିଗ୍ରୀ

ଦାରିଙ୍ଗବାଡ଼ି,୧୪।୧୧(ଡି.ଏନ୍‌.ଏ.) -ଦାରିଙ୍ଗବାଡ଼ିରେ ଶୀତ ଅନୁଭୂତ ହୋଇଛି। ଚଳିତ ବର୍ଷ ବିଳମ୍ବରେ ଶୀତ ହୋଇଥିବାରୁ ପାଣିପାଗରେ ଅନିୟମିତତା ଯୋଗୁ ଏପରି ହୋଇଥିବା କୁହାଯାଉଛି। ବାରମ୍ବାର ଲଘୁଚାପ ସହ ବାତ୍ୟା ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳବାର ଅପରାହ୍ନରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା…

କେବିସି ହଟ ସିଟ୍‌ରେ କନ୍ଧମାଳ ଏମ୍‌ପି

ଫୁଲବାଣୀ ଅଫିସ, ୧୩ା୧୧- ସୋନି ଟିଭିରେ ପ୍ରସାରିତ ରିୟଲିଟି ଶୋ’ କୌନ ବନେଗା କରୋଡପତି (କେବିସି)ରେ କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଭାଗ ନେଇଛନ୍ତି। ଆସନ୍ତା ୧୫ ତାରିଖ ଶୁକ୍ରବାର ରାତି ୯ଟାରେ ଏହା ପ୍ରସାରିତ ହେବ ା ଏକ…

ଦାରିଙ୍ଗବାଡ଼ିରେ ଶୀତ ଅନୁଭୂତ: ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ

ଦାରିଙ୍ଗବାଡ଼ି,୧୩।୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତ ଅନୁଭୂତ ହୋଇଛି। ମଙ୍ଗଳବାର ଅପରାହ୍ନରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରହିଥିବାବେଳେ ବୁଧବାର ସକାଳ ୮ଟା ସୁଦ୍ଧା ଏହା ହ୍ରାସ ପାଇ ୧୦ ଡିଗ୍ରୀରେ ପହଞ୍ଚିଛି। ଗତ କିଛିଦିନ ହେଲା ପାଗ…

ନିର୍ଯାତନା ମାମଲାରେ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି, ୧୩।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି ଫେରାର ଥିବା ଅଭିଯୁକ୍ତକୁ ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି ା ଗିରଫ ବ୍ୟକ୍ତି ଜଣଙ୍କ ହେଲେ ଉକ୍ତ ଥାନା ସବେରେଙ୍ଗା ଗ୍ରାମର…

ଗଣ୍ଡଗୋଳରେ ଗର୍ଭବତୀ ଆହତ ଘଟଣା, ୩ ଗିରଫ

ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ.ଏ)-ଜମିକୁ କେନ୍ଦ୍ର କରି ଗଣ୍ଡଗୋଳ ବେଳେ ଜଣେ ଗର୍ଭବତୀଙ୍କୁ ଆକ୍ରମଣ କରାଯିବାରୁ ମୃତଶିଶୁ ଜନ୍ମ ହେବା ଘଟଣାରେ ଦାରିଙ୍ଗବାଡ଼ି ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରିଛି। ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ପଞ୍ଚାୟତ ପଞ୍ଚୁପାଲି ଗ୍ରାମରେ ଗତ ୧ ତାରିଖରେ ଜମିକୁ…

ଜମି ବିବାଦ: ସାନଭାଇଙ୍କୁ ହାଣି ବଡ଼ ଗିରଫ

ଶଙ୍କରାଖୋଲ/ଟିକାବାଲି,୧୩ା୧୧(ଡି.ଏନ.ଏ.)-କନ୍ଧମାଳ ଜିଲା ଚକାପାଦ ଥାନା ପସରା ପଞ୍ଚାୟତର ଗୋଛାବାରୀ ଗ୍ରାମରେ ଜମି ଭାଗବଣ୍ଟାକୁ ନେଇ ସାନଭାଇ ବିକ୍ରମ କହଁରକୁ ହାଣିଥିବା ଅଭିଯୋଗରେ ମଙ୍ଗଳବାର ଚକାପାଦ ପୋଲିସ ବଡଭାଇଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ନନ୍ଦ କହଁର। ଚକାପାଦ ଥାନାରେ ନଂ.…

ନୂଆପଦର ସରପଞ୍ଚଙ୍କ ପଦବୀ ରଦ୍ଦ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୧୧- ୨ରୁ ଅଧିକ ସନ୍ତାନ ଥାଇ ନିର୍ବାଚନ ଲଢ଼ିବା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ନୂଆପଦର ସରପଞ୍ଚ ଲାଲୁ କହଁରଙ୍କୁ ମହଙ୍ଗା ପଡିଛି । ଏନେଇ ଆଗତ ଏକ ମାମଲାର ବିଚାର କରି ଜିଲାପାଳ ଡା. ବୃନ୍ଦା ଡି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?