୨ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ରାଇକିଆ,୧୮ା୯(ଡ଼ି.ଏନ.ଏ)- ବିଭିନ୍ନ ପ୍ରଲୋଭନ ଦେଖାଇ ଦୁଇ ନାବାଳିକାଙ୍କୁ ପୃଥକ ସମୟରେ ବଳାତ୍କାର କରିଥିବା ଅଭିଯୋଗରେ କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ଅଞ୍ଚଳର ସୁନୀଲ ଦିଗାଲ।…
ସ୍କୁଲ ବନ୍ଦ କରିଦେଲେ, ପାଠ ଛାଡ଼ିଲେ ଛାତ୍ରୀଛାତ୍ର
ଫୁଲବାଣୀ ଅଫିସ, ୧୮ା୯ -ବଣ ପାହାଡଘେରା କନ୍ଧମାଳ ଜିଲାର ଅନେକ ସ୍ଥାନକୁ ଏବେ ବି ଯାତାୟାତ ସୁବିଧା ନାହିଁ। ରାସ୍ତା ଘାଟ ଅଭାବରୁ ସର୍ବଦା ଶିକ୍ଷା, ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଛି। ଏଭଳି ସ୍ଥିତିରେ ଶିକ୍ଷାର ଆଲୋକ ଦେଖି ନ ଥିବା…
ବ୍ରାହ୍ମଣୀଗାଁରେ ଅବକାରୀ ଧରପଗଡ଼, ୧୨ଶହ ଲିଟର ପୋଚ ନଷ୍ଟ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୭।୯(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ମଙ୍ଗଳବାର ଅବକାରୀ ଧରପଗଡ କରାଯାଇଥିଲା। ମାତ୍ର ଆଗୁଆ ସୂଚନା ପାଇ ବ୍ୟବସାୟୀମାନେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବାବେଳେ ପୋଲିସକୁ ସେଭଳି ସଫଳତା ମିଳିନାହିଁ । କେବଳ ୧୨ଶହ ଲିଟର ମହୁଲ ପୋଚ ଜବତ…
ଛାତ୍ରୀଙ୍କୁ କମେଣ୍ଟ କରି ଜଣେ ଗିରଫ
ଦାରିଙ୍ଗବାଡ଼ି,୧୭।୯(ଡି.ଏନ.ଏ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ କମେଣ୍ଟ କରିିବା ଅଭିଯୋଗରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ପର୍ତ୍ତମାହା ପଞ୍ଚାୟତ କିଡ୍ରାମାଲା ଗ୍ରାମର କରନ ଦିଗାଲ୍। ଘଟଣାଟି ଗତ କିଛିଦିନ ତଳେ ଘଟିଥିଲେ ମଧ୍ୟ ଏହାକୁ ଗଁା…
ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ
ଫୁଲବାଣୀ ଅଫିସ, ୧୭ା୯-ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍ ତଥା ପୋକ୍ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦…
ଶିଶୁ ରେଳଗାଡ଼ି ଉଦ୍ଘାଟନ କଲେ ବିଧାୟକ
ଦାରିଙ୍ଗବାଡ଼ି,୧୬।୯(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ହିଲଭିୟୁ ପାର୍କ ପରିସରରେ ଥିବା ଶିଶୁ ରେଳଗାଡ଼ିକୁ ସୋମବାର ସନ୍ଧ୍ୟାରେ ଉଦ୍ଘାଟନ କରାଯାଇଛି ା ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଛନ୍ତି ା…
ଘରେ ପଶି ୮୦ ହଜାର ଲୁଟିନେବା ସହ ମହିଳାଙ୍କୁ ଅସଦାଚରଣ ଅଭିଯୋଗ : ମୋବାଇଲ ଛାଡ଼ି ଚାଲିଗଲେ ଲୁଟେରା, ତଦନ୍ତ ଆରମ୍ଭ
ଦାରିଙ୍ଗବାଡ଼ି,୧୬।୯(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ କିଛିଦିନର ନିରବତା ପରେ ପୁଣି ଲୁଟ୍ପାଟ ଆରମ୍ଭ ହୋଇଛି। ଆଗକୁ ଶାରଦୀୟ ପୂଜା ରହିଥିବା ବେଳେ ଏବେ ଚୋରି ଡକାୟତି ବୃଦ୍ଧି ପାଇଛି। ଏଭଳି ଏକ ଘଟଣା ରବିବାର ବିଳମ୍ବିତ ରାତିରେ…
କ.ନୂଆଗାଁ ବ୍ଲକରେ ଅର୍ଥ ହେର୍ଫେର୍
ଫୁଲବାଣୀ ଅଫିସ, ୧୬ା୯-କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକରେ ୭୫ଲକ୍ଷ ଟଙ୍କାର ଦୁର୍ନୀତିକୁ ଏବେ ସବୁ କ୍ଷେତ୍ରରେ ଚପାଇ ଦିଆଯାଇଛି। ଯେଉଁମାନେ ଟଙ୍କା ହଡପ କରିଥିଲେ ସେମାନଙ୍କ ପାଖରୁ ଅଦ୍ୟାବଧି ଏହା ଆଦାୟ କରାଯାଇ ପାରୁନାହିଁ । ପୁଣି ସେହିପରି କ.ନୂଆଗାଁ ବ୍ଲକ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ
ଫୁଲବାଣୀ ଅଫିସ/ଖଜୁରିପଡା, ୧୬ା୯- କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ରବିବାର ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଜଣେ କନଷ୍ଟେବଳଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଦିବ୍ୟାଙ୍ଗ ଯୁବତୀ…
ଆମ୍ବୁଲାନ୍ସ ଗଲାନି, ବୁହାହେଲେ ଗର୍ଭବତୀ
ଫୁଲବାଣୀ ଅଫିସ, ୧୫ା୯ -ଫୁଲବାଣୀ ବ୍ଲକ ଦଡକି ପଞ୍ଚାୟତର ଦୁବଗଡ ପିପଳସାହିରେ ଏକ ରାସ୍ତା ଅବରୋଧକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ନିଜସ୍ବ ସ୍ଥାନରେ ରାସ୍ତା ଅଛି ବୋଲି ପଟ୍ଟାଧାରୀ କହୁଥିବାବେଳେ ଗ୍ରାମବାସୀ ଏହାକୁ ବିରୋଧ କରୁଛନ୍ତି। ରାସ୍ତା ଅବରୋଧ ପାଇଁ…
ଜାତୀୟ ମହିଳା ଆୟୋଗ ସଦସ୍ୟଙ୍କ କନ୍ଧମାଳ ଗସ୍ତ
ଫୁଲବାଣୀ ଅଫିସ,୧୫ା୯-ଜାତୀୟ ମହିଳା ଆୟୋଗ ସଦସ୍ୟ ଚନ୍ଦ୍ରମୁଖୀ ଦେବୀ କନ୍ଧମାଳ ଗସ୍ତରେ ଆସି ମହିଳାମାନଙ୍କ ବିଭିନ୍ନ ସମସ୍ୟା ଉପରେ ଅବଗତ ହେବା ସହ ସମୀକ୍ଷା କରିଛନ୍ତି। ଶନିବାର ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ବୈଠକରେ ସମାଜରେ ଲିଙ୍ଗଗତ ଭେଦଭାବ ଦୂର କରିବା,…
ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ସ୍ବାମୀ ଗିରଫ
ବାଲିଗୁଡା,୧୫ା୯(ଡି.ଏନ.ଏ.)-ବାଲିଗୁଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାସକ୍ତ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ଶନିବାର ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ କୁନାସାଲୁ ଗ୍ରାମର ମୁଞ୍ଜୁୁକା ମଳିକ ନିଶାସକ୍ତ ଅବସ୍ଥାରେ ତାଙ୍କ ସ୍ତ୍ରୀ ଲୁଦେଡିଙ୍କୁ ଏକ ଟାଙ୍ଗିଆରେ ହାଣି ହତ୍ୟା…

