କନ୍ଧମାଳ

ବିକାଶ ଅପହଞ୍ଚ, ହନ୍ତସନ୍ତ ହେଉଛନ୍ତି ପୁରୁଣା ସଲା ଗୁଡ଼ା ଗ୍ରାମବାସୀ

ତୁମୁଡିବନ୍ଧ,୨୯ା୪(ଦିପକ କୁମାର ପରାସେଠ): ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ଅନେକ ଯୋଜନା କରୁଥିବା ବେଳେ ଏବେ ମଧ୍ୟ ସେହି ଯୋଜନାରୁ ବଞ୍ଚିତ ଅନେକ ଗାଁ। ବିଶେଷ କରି ଗ୍ରୀଷ୍ମପ୍ରବାହ ଜାରି ରହିଛି ନଦୀ, ନାଳ ପୋଖରୀ ସବୁ ଶୁଖିଯାଇଛି । ଗ୍ରାମାଞ୍ଚଳରେ…

ପୁରୁଣା ସଲାଗୁଡ଼ା ଗାଁରେ ପାନୀୟ ଜଳ ସମସ୍ୟା

ତୁମୁଡିବନ୍ଧ,୨୯ା୪(ଦିପକ କୁମାର ପରାସେଠ) କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କରୁକୁଡୁପା ପଞ୍ଚାୟତର ପୁରୁଣା ସଲାଗୁଡ଼ା ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଏହି ଗାଁରେ ୧୦ ପରିବାରର ବସବାସ କରନ୍ତି। ବର୍ତ୍ତମାନ ଗ୍ରୀଷ୍ମପ୍ରବାହ ଲାଗି ରହିଥିବାରୁ ଗାଁରେ ନଳକୂପ, ଗାଡ଼ିଆ…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିଲେ ଶଙ୍କର: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ

ଦାରିଙ୍ଗବାଡି, ୨୯/୪(ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଲୋହରା ସାହିର ଶଙ୍କର ବିଶୋଇ (୪୦)ଙ୍କ ମୃତଦେହ ଦାରିଙ୍ଗବାଡିରେ ପହଞ୍ଚିଛି। ବୁଧବାର ସକାଳ ୮ଟା ସମୟରେ ମୃତଦେହ ତାଙ୍କ ଲୋହରା ସାହି ରେ ରହିଥିବା ବାସ ଭବନରେ ପହଞ୍ଚିଛି। ପରେ ସାହି ବାସିନ୍ଦାଙ୍କ ସହଯୋଗରେ…

କନ୍ଧମାଳର ଟେକ ରଖିଲେ କବି ପତିତପାବନ: ମିଳିଲା ଏହି ପୁରସ୍କାର

ଦାରିଙ୍ଗବାଡି, ୨୮ ।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡିର ବରିଷ୍ଠ କବି ତଥା ‘ହିମକନ୍ୟା’ ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦର ସଭାପତି ପତିତପାବନ ରାଉତଙ୍କୁ ‘ଆନ୍ଦପୁର ସ୍ବତନ୍ତ୍ର ସାରସ୍ବତ କବିତା ସମ୍ମାନ -୨୦୨୫’ ମିଳିଛି। ଏଥିସହ ତାଙ୍କୁ…

ଉଜ୍ଜ୍ୱଳଙ୍କ ଝୁଲନ୍ତା ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ଦାରିଙ୍ଗବାଡି, ୨୮।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ଗୋଟିଏ ଗଛରେ ଝୁଲନ୍ତା ଅବସ୍ଥାରେ ରହିଥିବା ମୃତଦେହକୁ ଜବତ କରିଛି। ମୃତକ ହେଲେ ଉକ୍ତ ଥାନା ସିଆଙ୍ଗବାଲି ପଞ୍ଚାୟତ କାଜୁରିପାଦେରୀ ଗ୍ରାମର ଉଜ୍ଜ୍ୱଳ ସିଂ ଦିଗାଲ (୩୦)ବୋଲି ଜଣାପଡିଛି। ମୃତଦେହଟି…

ଦାଦନ ଖଟିବାକୁ ଯାଇ ଜୀବନ ହାରିଲେ ଶଙ୍କର: କାର୍ଯ୍ୟର ପ୍ରଥମ ଦିନରେ ଘଟିଲା ଅଘଟଣ

ଦାରିଙ୍ଗବାଡି, ୨୮। ୪ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଲୋହରା ସାହିର ଜଣେ ଯୁବକ ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇ ପ୍ରାଣ ହରାଇଛନ୍ତି। ଏହି ଘଟଣାରେ ସମଗ୍ର ଦାରିଙ୍ଗବାଡି ଅଞ୍ଚଳରେ ଶୋକର ଛାୟା…

ବିକାଶମୂଳକ ଆଲୋଚନା ନେଇ ଭାଜପାର ଅଭିନବ ପ୍ରୟାସ

ରାଇକିଆ,୨୭ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପା ତରଫରୁ ଓ୍ବାର୍ଡ ସ୍ତରରେ ସିଧାସଳଖ ଲୋକଙ୍କ ସହ ଭେଟିବା, ବିଭିନ୍ନ ଆବଶ୍ୟକତା ଏବଂ ସମସ୍ୟାର ସମାଧାନକୁ ନେଇ ଆଲୋଚନା କରିବା ଭଳି କାର୍ଯ୍ୟକ୍ରମକୁ ନେଇ ଅଭିନବ ପ୍ରୟାସ ଆରମ୍ଭ କରିଛି। ପ୍ରତ୍ୟେକ…

ପଛଚକ ଫାଟି ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା କାର୍‌, ଆଉ ତା’ପରେ…

ଖଜୁରିପଡ଼ା,୨୬ା୪(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଦୂତିମେଣ୍ଡି ନିକଟସ୍ଥ ଖୋଲ ସାହିଠାରେ ରବିବାର ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇଯାଇଥିଲା। ଦୁର୍ଘଟଣା ଏତେ ଜୋର ଥିଲା ଯେ, ବିଦ୍ୟୁତ୍‌ ଖୁଣ୍ଟଟି ଭାଙ୍ଗି…

ବସ୍‌କୁ ଓଭରଟେକ୍‌ କରିବା ସମୟରେ ଦୁର୍ଘଟଣା, ରାସ୍ତାକଡ଼କୁ ଖସି ପଡ଼ିବାରୁ…

ବାଲିଗୁଡ଼ା,୨୬ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଘରୋଇ ଯାତ୍ରୀବାହୀ ବସ୍‌ ସହ ଏକ କାର୍‌ର ମୁହାଁମୁହିଁ ଧକ୍କା ହୋଇ ରାସ୍ତାକଡ଼କୁ ଖସିପଡ଼ିଛି ବସ୍‌। ଅଳ୍ପକେ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ବସ୍‌ରେ ଥିବା ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ…

ବନ୍ଧ ଖୋଳିବାକୁ ନେଇ ଉତ୍ତେଜନା: ଥାନାରେ ଏତଲା

ନନ୍ଦପୁର,୨୬ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତରେ ଚାଷ ଜମିରେ ଏକ ବନ୍ଧ ଖୋଳାକୁ ନେଇ କଦମଗୁଡା ଓ ଖତପୁଟ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଗୋଟିଏ ପକ୍ଷ ନନ୍ଦପୁର ଥାନା ଓ ତହସିଲର ଦ୍ୱାରସ୍ଥ ହୋଇଛନ୍ତି।…

ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀଙ୍କୁ ହତ୍ୟା, ଧରାପଡ଼ିଲେ ଫେରାର ଅଭିଯୁକ୍ତ ସ୍ୱାମୀ

ଖଜୁରିପଡ଼ା,୨୫ା୪(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ସୁଡ୍ରେଜୁ ଗାଁରେ ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀଙ୍କୁ ସ୍ୱାମୀ ହତ୍ୟା ଘଟଣାରେ ଶନିବାର ସ୍ୱାମୀ ଗିରଫ ହୋଇଛନ୍ତି। ସେ ହେଲେ ଆଲୋକ ସାହୁ। ଏସ୍‌ଆଇ ସମ୍ୱିତ ବେହେରା କହିଛନ୍ତି, ବ୍ୟବଚ୍ଛେଦ ରିପୋର୍ଟ…

ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ: ଭର୍ଚୁଆଲ ମାଧ୍ୟମରେ ଯୋଡି ହେଲେ ମୁଖ୍ୟମନ୍ତ୍ରୀ

ତୁମୁଡିବନ୍ଧ(ଦୀପକ କୁମାର ପରାସେଠ):କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଭାଷୀ ମାଧ୍ୟମରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ବିଡିଓ ବନବିହାରୀ ହରପାଲ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?