କନ୍ଧମାଳ

କନ୍ଧମାଳ ଜିଲାରେ ଲଗାଣ ବର୍ଷା : କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି

ଦାରିଙ୍ଗବାଡ଼ି,୭।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଶନିବାର ସକାଳ ୮ଟା ସୁଦ୍ଧା ୧୨ଟି ବ୍ଲକ ମଧ୍ୟରୁ କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲିଗୁଡ଼ାରେ ୧୨୫ ମିମି, ଫୁଲବାଣୀରେ ୧୧୧.୪ ମିମି, କୋଟଗଡ଼ରେ ୧୦୯ ମିମି, ଦାରିଙ୍ଗବାଡ଼ିରେ ୮୮…

ଲଗାଣ ବର୍ଷା: ଗଞ୍ଜାମ, କନ୍ଧମାଳ ଜିଲାର ସବୁ ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ବ୍ରହ୍ମପୁର ଅଫିସ/କନ୍ଧମାଳ, ୬।୯(ଡି.ଏନ୍‌.ଏ.): ପ୍ରବଳ ବର୍ଷା ଯୋଗୁ କନ୍ଧମାଳ ଓ ଗଞ୍ଜାମ ଜିଲାର ସ୍ଥିତି ବେହାଲ ହୋଇପଡ଼ିଛି। କେଉଁଠି ରାସ୍ତାରେ ଜଳ ପ୍ରବାହିତ ହେଉଛି ତ କେଉଁଠି ପୋଲ ଭାଙ୍ଗି ଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଓ କନ୍ଧମାଳ ଜିଲାର…

ବର୍ଷେ ନ ପୂରୁଣୁ କୋଟଗଡ, ତୁମୁଡିବନ୍ଧ ରାସ୍ତା ଶୋଚନୀୟ: ଯାତାୟାତ ବାଧାପ୍ରାପ୍ତ

କୋଟଗଡ଼,୬।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକଠାରୁ୧୫ କି.ମି ତୁମୁଡିବନ୍ଧ ପର୍ଯ୍ୟନ୍ତ ୫ ନଂ. ରାଜ୍ୟ ରାଜପଥ କାମ ହେବାର ବର୍ଷେ ପୂରିନି। ହେଲେ ରାସ୍ତାରୁ ପିଚୁ ଉଠି ଖାଲଖମାରେ ପରିଣତ ହେଲାଣି। ଭାରିଯାନ ଯିବାଆସିବା ଦ୍ବାରା ରାସ୍ତାରେ ଗାତ ସୃଷ୍ଟି ହେବା…

ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ପ୍ରତାରଣା ଯୋଗୁ ଆତ୍ମହତ୍ୟା, ଜଣେ ଗିରଫ

ଜି.ଉଦୟଗିରି,୬ା୯(ଡି.ଏନ.ଏ.)- ଜି.ଉଦୟଗିରି ଥାନା ପେଟାଗୁଡ଼ା ଜଙ୍ଗଲରୁ ମଙ୍ଗଳବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ବିବାହ ପ୍ରଲୋଭନ ଦେଖାଇ ୨ବର୍ଷ ଶାରିରୀକ ସମ୍ପର୍କ ରଖିବା ପରେ ବିବାହ ପାଇଁ ମନା କରିବାରୁ ମହିଳା ଜଣଙ୍କ ଆତ୍ମହତ୍ୟା କରିଥିବା ପୋଲିସ କହିଛି। ନଂ.୧୦୭/୧୯…

ବାଟ ହୁଡୁଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା

ଚନ୍ଦ୍ରଗିରି,୫ା୯(ଡି.ଏନ.ଏ.)-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସେଥି ମଧ୍ୟରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନ୍ୟତମ। ହେଲେ ବିଭିନ୍ନ ସ୍ଥାନରେ ରାସ୍ତା କାମ ହାତକୁ ନେଇଥିବା ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ…

ଦିବ୍ୟାଙ୍ଗ ଯୁବତୀଙ୍କୁ ସହାୟତା ପ୍ରଦାନ

ଫୁଲବାଣୀ ଅଫିସ, ୫ା୯-ଆତ୍ମନିର୍ଭରଶୀଳ ହେବା ପାଇଁ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କ ଅଦମ୍ୟ ସାହସ ଦେଖି ଜିଲାପାଳ ଡା.ବୃନ୍ଦା ଡି. ସହାୟତା ଯୋଗାଇ ଦେଇଛନ୍ତି। ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ତାଙ୍କୁ ବୁଧବାର ସିଲେଇ ମେଶିନ ପ୍ରଦାନ କରାଯାଇଛି। ସହାୟତା…

ଚାକିରି ବୟସ ସୀମା ୪୪ ବର୍ଷକୁ ବୃଦ୍ଧି ଦାବି

ଫୁଲବାଣୀ ଅଫିସ, ୪ା୯-ଦୀର୍ଘ ବର୍ଷଧରି ସରକାରୀ ଚାକିରିରେ ନିଯୁକ୍ତି ନିମନ୍ତେ ବୟସ ସୀମା ୩୨ବର୍ଷ ରହିଛି। ଏହାକୁ ୪୪ ବର୍ଷକୁ ବୃଦ୍ଧି କରିବାକୁ କନ୍ଧମାଳ ଜିଲା ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଦାବି କରାଯାଇଛି। ରାଜ୍ୟରେ ବେକାରୀ, ବେରୋଜଗାରୀ ବଢ଼ିଚାଲିଛି। ଅନ୍ୟପକ୍ଷରେ…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି, ୪ା୯(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିରୁ ୩ କିମି ଦୂର ଲାଣ୍ଡା ନିକଟ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣ ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)। ମୃତଦେହର ପାଦ ତଳେ…

ଆଇଟିଡିଏ ଜେଇଙ୍କୁ ପଦୋନ୍ନତି ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ,୪ା୯-ରାଜ୍ୟ ସରକାର ଲୋକଙ୍କୁ ସୁଶାସନ ଦେବା ପାଇଁ ଏବେ ୫ଟି ଉପରେ ଗୁରୁତ୍ୱ ଦେଉଛନ୍ତି। କିଛି ଦିନ ହେବ ଏହି ମର୍ମରେ କେତେଜଣ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ଅବସରପ୍ରାପ୍ତ କର୍ମଚାରୀ ଯଥା ଯନ୍ତ୍ରୀ ଏବଂ ଅନ୍ୟମାନଙ୍କ…

ପେଟାଗୁଡ଼ା ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି,୩ା୯(ଡି.ଏନ.ଏ.)- ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିଠାରୁ ୩ କିମି ଦୂର ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣଙ୍କ ଜି.ଉଦୟଗିରି ଥାନା ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)। ମୃତଦେହର…

ସାଡ଼ିଙ୍ଗିଆ, ପାଙ୍ଗା ପଞ୍ଚାୟତରେ ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ, ୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ଓ ପାଙ୍ଗା ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ପୋଷ୍ଟର ଲଗାଇଛନ୍ତି। କେକେବିଏନ ଡିଭିଜନର କାନ୍ଥ ପତ୍ରିକା (ୱାଲ ମାଗାଜିନ) ବିପ୍ଲବୀ ଡେଙ୍ଗୁରା ନାମରେ ରବିବାର ରାତିରେ ଏସବୁ ପୋଷ୍ଟର ଲଗାଯାଇଛି ା…

ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ବାଙ୍ଗାଲୋରରୁ ଫେରିଥିବା ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର ବିମଳ କହଁର (୨୨) ା ଫିରିଙ୍ଗିଆ ପଞ୍ଚାୟତ ତଣ୍ଡ୍ରିଗାଁ ନାଳ ପାଖ ବିଲରୁ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?