କନ୍ଧମାଳ

୫-ଟି ଉପରେ ସମୀକ୍ଷା କଲେ ସଚିବ

ଫୁଲବାଣୀ ଅଫିସ, ୧୨ା୧୦- ସରକାର ଏବେ ୫-ଟି (ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟାଇମ୍‌ ଲିମିଟ୍‌, ଟ୍ରାନ୍ସଫର୍ମେଶନ ଓ ଟ୍ରାନ୍ସପରେନ୍ସି) ଉପରେ ଗୁରୁତ୍ୱ ଦେଉଛନ୍ତି। ଏହା କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ ସଚିବମାନେ କରୁଛନ୍ତି। ସରକାରୀ ଯୋଜନା କିପରି ଚାଲିଛି, ଲୋକଙ୍କ…

ସିଆର୍‌ପିଏଫ୍‌କୁ ଜାଗା ଦେବାରୁ ଗ୍ରାମବାସୀଙ୍କ ବିରୋଧ

ବାଲିଗୁଡା,୧୧ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗଁା ବ୍ଲକ ମହାସିଙ୍ଗ ପଞ୍ଚାୟତରେ ଏକ ଜାଗାକୁ ସରକାର କେନ୍ଦ୍ରୀୟ ସଂରକ୍ଷଣ ପୋଲିସ ବାହିନୀ (ସିଆର୍‌ପିଏଫ୍‌)କୁ କ୍ୟାମ୍ପ କରିବାକୁ ଦେଇଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ କହିବା ପ୍ରକାରେ ଏହି ପଞ୍ଚାୟତରେ…

ଜୁଆ ଆଡ୍ଡାରେ ଚଢ଼ାଉ, ୧୫ ଗିରଫ

ଦାରିଙ୍ଗବାଡ଼ି,୧୧।୧୦(ଡି.ଏନ୍‌.ଏ)- ଦାରିଙ୍ଗବାଡ଼ି ଥାନା ପୋଲିସ ବୁଧବାର ରାତିରେ ସିମନବାଡ଼ିର ଜହୋନପଲ୍ଲି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଥିଲା। ସେମାନଙ୍କଠାରୁ ୧୫,୨୦୦ ଟଙ୍କା ସହ ୪ଟି ମୋବାଇଲ ଫୋନ ଜବତ କରାଯାଇଛି। ନଂ.୧୦୨/୧୯ରେ ମାମଲା…

ଦାରିଙ୍ଗବାଡ଼ିକୁ ୮ ସ୍ବର୍ଣ୍ଣ, ୪ ରୌପ୍ୟ, ୩ ବ୍ରୋଞ୍ଚ

ଦାରିଙ୍ଗବାଡ଼ି,୧୦।୧୦(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଟାଏକୋଣ୍ଡୋ ସଂଘର ଖେଳାଳିମାନେ ବଲାଙ୍ଗିର ଜିଲା ଟିଟିଲାଗଡ଼ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବେଶ୍‌ ସଫଳତା ପାଇଛନ୍ତି। ଦାରିଙ୍ଗବାଡ଼ିକୁ ୮ ସ୍ବର୍ଣ୍ଣ, ୪ ରୋପ୍ୟ, ୩ ବ୍ରୋଞ୍ଜ ପଦକ ମିଳିଛି। ୮ଟି ସ୍ବର୍ଣ୍ଣପଦକ…

ଗାଡ଼ିରେ ମହାକାଶ ବିଜ୍ଞାନ ପ୍ରଦର୍ଶନୀ

ଫୁଲବାଣୀ ଅଫିସ, ୧୦ା୧୦- କନ୍ଧମାଳ ଜିଲା ଫୁଲବାଣୀ କରୋନେଶନ ପଡିଆରେ ୨ ଦିନ ଧରି ଏକ ବସ୍‌ରେ ମହାକାଶ ବିଜ୍ଞାନ ପ୍ରଦର୍ଶନୀ ଆୟୋଜନ ହୋଇଥିଲା। ମହାକାଶ ପ୍ରଯୁକ୍ତିବିଦ୍ୟାର ଜନକ ଡ. ବିକ୍ରମ ସରାଭାଇଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ଇସ୍ରୋ ପକ୍ଷରୁ…

୬ ଆନ୍ତଃଜିଲା ଡକାୟତ ଗିରଫ

ବାଲିଗୁଡା,୧୦ା୧୦.(ଡି.ଏନ.ଏ.) – କନ୍ଧମାଳ ଜିଲା ବାଲିଗୁଡା ଥାନା କଞ୍ଜାଲଗୁ ଘାଟିରେ ବାଲିଗୁଡା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି। ୬ମାସ ଧରି ଉକ୍ତ ଘାଟିରେ ଏହି ଗ୍ୟାଙ୍ଗ ଆତଙ୍କ ଖେଳାଇଥିଲେ। ସେହି ରାସ୍ତାରେ ଯାତାୟାତ କରୁଥିବା ବାଇକ…

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୧୧ ଗିରଫ

ଫୁଲବାଣୀ ଅଫିସ, ୮ା୧୦- ଫୁଲବାଣୀ ସହର ନଦୀଖଣ୍ଡି ସାହିରେ ଏକ ଘରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ସେଠାରୁ ନଗଦ ୬୩,୪୦୦ ଟଙ୍କା, ୩ କାର, ଗୋଟିଏ ବାଇକ୍‌, ତାସ, ମୋବାଇଲ ଫୋନ ଏବଂ ଗୋଟିଏ ଷ୍ଟିଲ…

ସିମନବାଡ଼ିରେ ପାଳନ ହେଲା ଦଶହରା

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିରେ ଭାଇଚାରାରେ ପାଳନହେଲା ଦଶହରା ପର୍ବ ା ମା’ଦୁର୍ଗାଙ୍କ ମୃଣ୍ମୟ ମୁର୍ତ୍ତିକୁ ପୂଜାର୍ଚ୍ଚନା ସହ ଦର୍ଶନ ପାଇଁ ଭିଡ଼ ଜମିଥିଲା। ସେହିପରି ସିମନବାଡ଼ି ପାଟଖଣ୍ଡଢା ମନ୍ଦିର ସମେତ ମହାମାୟୀ ମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି…

ନିର୍ବାଚନ ସମୀକ୍ଷା ବୈଠକର ଭିଡିଓ ଭାଇରାଲ: ଭୋଟ ଦେଇ ନ ଥିବା ଲୋକଙ୍କ ପାଇଁ କାମ କରିବି ନାହିଁ କହିଲେ ବିଧାୟକ

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ): ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଏହି ଭିଡିଓରେ ବିଧାୟକ କହିଛନ୍ତି ଯେ, ତାଙ୍କୁ ଯେଉଁମାନେ ଭୋଟ ଦେଇନାହାନ୍ତି ସେମାନଙ୍କ ପାଇଁ ସେ କାମ କରିବେନି। ଯଦି ସେମାନେ ପୂର୍ବଭଳି ତାଙ୍କ ଦଳରେ ସାମିଲ…

ଥାନାରେ ପାରମ୍ପରିକ ଦଶହରା ପର୍ବ ପାଳନ, ମହୁଲି ମଦ ସହ ପହଞ୍ଚିଲା ଛେଳି

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଶାରଦୀୟ ପୂଜା ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। ଏହି ଅବସରରେ ଦାରିଙ୍ଗବାଡ଼ି ଏବଂ ସିମନବାଡ଼ିଠାରେ ସ୍ବତନ୍ତ୍ର ପୁଜାମଣ୍ଡପ କରାଯାଇ ମା’ଦୁର୍ଗାଙ୍କ ମୃଣ୍ମୟୀ ମୁର୍ତ୍ତିରେ ପୂଜାର୍ଚ୍ଚନା କରାଯାଇଛି। ଉକ୍ତ ବ୍ଳକର ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ପରିସର…

ଦଶହରାରେ ବିଦ୍ୟୁତ୍‌ ବିଭ୍ରାଟ: ୧୧ କେଭି ବିଦ୍ୟୁତ୍‌ ତାର ଉପରେ ଗଛ କାଟି ପକାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୭।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରୁ ବିଭିନ୍ନ ଗ୍ରାମକୁ ସଂଯୋଗ ହୋଇଥିବା ୧୧ କେଭି ବିଦ୍ୟୁତ ତାର ଉପରେ ଦୁର୍ବୃତ୍ତମାନେ ବିରାଟ ଗଛ କାଟି ପକାଇଛନ୍ତି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଗ୍ରାମକୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଏ ନେଇ ଗ୍ରାମବାସୀ ବହୁ…

୫୦ ଫୁଟ ବ୍ରିଜ୍‌ ତଳକୁ ଖସିଲା ରୋଲର ବୋଝେଇ ଟ୍ରେଲର: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୭।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗାଠାରେ ୫୦ ଫୁଟ ପୋଲ ତଳକୁ ସୋମବାର ଏକ ରୋଲର ବୋଝେଇ ଟ୍ରେଲର ଖସି ପଡିଛି ା ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡ଼ିଛି । ପ୍ରକାଶ ଯେ, ଏକ କମ୍ପାନୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?