କନ୍ଧମାଳ

ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ କରିବ କୁଇ ସମାଜ

ଫୁଲବାଣୀ ଅଫିସ,୨୯ା୮-କନ୍ଧମାଳ ଜିଲା କ.ନୁଆଗାଁ ବ୍ଲକ କୁଡୁତୁଲି ସରକାରୀ ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟ ଆଦିବାସୀ ମହିଳା ଶିକ୍ଷୟିତ୍ରୀଙ୍କୁ ସେହି ସ୍କୁଲର ପ୍ରଧାନଶିକ୍ଷକ, ଅନ୍ୟ ୩ ଜଣ ସହକାରୀ ଶିକ୍ଷକ ନିର୍ଯାତନା ଦେବା ଘଟଣାକୁ ନେଇ ଏବେ ଜିଲାରେ ଚର୍ଚ୍ଚା ଜୋର…

ଗୋରୁପଲଙ୍କ ଉପରେ ଡମ୍ପର ମାଡ଼ିଗଲା: ୫ ମୃତ, ଚାଳକ ଗିରଫ

ଶଙ୍କରାଖୋଲ,୨୯ା୮ (ଡି.ଏନ୍‌.ଏ)-ଚକାପାଦ ଥାନା ପସରା ନିକଟରେ କଡ଼ିକାଡୁ ଘାଟିର ପାଣିପକା ବୁଲାଣିଆ ରାସ୍ତାରେ ବୁଧବାର ଦିନ ଗୋରୁ ପଲଙ୍କ ଉପରେ ବାଲି ବୋଝେଇ ଡମ୍ପର ମାଡିଯିବାରୁ ୫ ଗାଈ ବଳଦ ମୃତ ହୋଇଥିବା ବେଳେ ୧୫ରୁ ଅଧିକ ଗୋରୁ ଗାଈ ଆହତ…

ବାଲନ୍ଦାପଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୯ା୮- କନ୍ଧମାଳ ଜିଲା ଗୋଛାପଡା ଥାନା ବାଲନ୍ଦାପଡା ଅଞ୍ଚଳରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ବୁଧବାର ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ଗୁଳିବିନିମୟ ପରେ ଯବାନମାନେ ସେଠାକୁ କୋମ୍ବିଂ ଅପରେଶନ କରି…

ହଷ୍ଟେଲରୁ ନିଖୋଜ ଛାତ୍ର ଜଙ୍ଗଲରୁ ଉଦ୍ଧାର

ଦାରିଙ୍ଗବାଡ଼ି,୨୮।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଦଡ଼ିବାଡ଼ି ପ୍ରାଥମିକ ବିଦ୍ୟାଳୟର ଜଣେ ଦ୍ୱିତୀୟ ଶ୍ରେଣୀର ଛାତ୍ର ବୁଧବାର ଭୋରରୁ ନିଖୋଜ ହୋଇଯାଇଥିଲେ। ସକାଳୁ ସେ ହଷ୍ଟେଲରେ ନଥିବା ପ୍ରଧାନ ଶିକ୍ଷକ ଜାଣି ଛାତ୍ରଙ୍କ ଗ୍ରାମ ଶ୍ରାନିକେତା ପଞ୍ଚାୟତର ତେରାବାଡ଼ିରେ ପହଞ୍ଚତ୍ ପରିବାର ଲୋକଙ୍କୁ ଜଣାଇବା ସହ…

ତିଲକପଙ୍ଗା ସ୍କୁଲରେ ଛତା ଧରି ପିଲା ପଢ଼ିବା ଘଟଣା: ପ୍ରଶାସନ ଚେତିଲା,ଶ୍ରେଣୀଗୃହ ପାଇଁ ହେବ ନୂଆ ଟେଣ୍ଡର

ଫୁଲବାଣୀ ଅଫିସ, ୨୮ା୮- କ. ନୂଆଗାଁ ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଥିଲା। ଶ୍ରେଣୀ ଗୃହରେ ସାମାନ୍ୟ ବର୍ଷା ହେଲେ ପାଣି ଗଳୁଥିବାରୁ ପିଲାମାନେ ଛତା ଧରି ପାଠ ପଢ଼ୁଥିବା ଦେଖାଯାଇଥିଲା। ଏ…

ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା ତଦନ୍ତ ଭାର ନେଲେ ଡିଏସ୍‌ପି

ଫୁଲବାଣୀ ଅଫିସ, ୨୮ା୮- ମକ.ନୂଆଗାଁ ବ୍ଲକ ସ୍ଥିତ କୁଡ଼ୁତୁଲି ସରକାରୀ ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଦେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ ସୃଷ୍ଟି ହୋଇଛି ା ପୋଲିସ ଏହି ଘଟଣାରେ ପ୍ରାଥମିକ ତଦନ୍ତ ପରେ ଏସ୍‌ସି/ଏସଟି…

ବିଚାରପତିଙ୍କୁ କୋର୍ଟ ଏଏସ୍‌ଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ, ଦାରିଙ୍ଗବାଡ଼ି ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ଦାରିଙ୍ଗବାଡ଼ି,୨୭।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ପ୍ରଥମ ଶ୍ରେଣୀ ବିଚାର ବିଭାଗ ବିଚାରପତି ଗଗନ ସାହୁଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ବିଚାର ବିଭାଗରେ କାର୍ଯ୍ୟରତ ସିଏଏସ୍‌ଆଇ ପବିତ୍ର ମୋହନ ଛୋଟରାୟ ସୋମବାର ବିଚାରପତି ସାହୁଙ୍କୁ କୌଣସି ଏକ ଘଟଣାକୁ ନେଇ ଦୁର୍ବ୍ୟବହାର ଓ…

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ଏବିଭିପିର ବିରୋଧ

ଫୁଲବାଣୀ ଅଫିସ, ୨୬ା୮-ରାଜ୍ୟ ସରକାର ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ ବୋଲି ଘୋଷଣା କରିଥିବାରୁ ଛାତ୍ରଙ୍କ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇଛି । ସୋମବାର କନ୍ଧମାଳ ଜିଲା ଅଖିଳ ଭାରତୀୟ ବିଦ୍ୟାର୍ଥି ପରିଷଦ(ଏବିଭିପି) ପକ୍ଷରୁ ନିର୍ବାଚନ ବନ୍ଦକୁ ବିରୋଧ…

ରାସ୍ତା ଦବିଲା : ରାଇକିଆ-ଦାରିଙ୍ଗବାଡ଼ି ଯାତାୟାତ ବନ୍ଦ

ରାଇକିଆ,୨୬।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ବ୍ଲକ ମୁରୁଡିକୁପୁଡ଼ା ନିକଟରେ ଏକ ଡାଇଭର୍ସନ ରାସ୍ତା ଦବି ଯିବା ଫଳରେ ସୋମବାର ରାଇକିଆରୁ ଦାରିଙ୍ଗବାଡ଼ି ଅଞ୍ଚଳକୁ ଯାନବାହନ ଚଳାଚଳ ବନ୍ଦ ରହିଛି । ଗତ ତିତ୍‌ଲି ପ୍ରଭାବରେ ମୁରୁଡିକୁପୁଡ଼ା ନିକଟରେ ପୋଲ ସମ୍ପୂର୍ଣ୍ଣ…

ବାଲ୍ୟବିବାହ ବିରୋଧୀ ଫୋରମର ଶୁଭାରମ୍ଭ

ଫୁଲବାଣୀ ଅପିସ,୨୬ା୮-ଜିଲାରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ ପ୍ରଶାସନ ଓ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ମିଳିତ ଭାବେ ପ୍ରୟାସ ଆରମ୍ଭ କରିଛନ୍ତି। ଜିଲାପାଳ ଡା. ବୃନ୍ଦା ଡିଙ୍କ ଅଧ୍ୟକ୍ଷତାରେ ସଦ୍‌ଭାବନା ସଭାଗୃହରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇ…

ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ

ଦାରିଙ୍ଗବାଡ଼ି, ୨୬।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ଦିନକୁ ଦିନ ଦୁର୍ନୀତି ବୃଦ୍ଧି ପାଉଥିବାବେଳେ ମୃତ ଲୋକଙ୍କ ନାମରେ ହଜାର ହଜାର ଟଙ୍କା ଚଳୁ କରାଯାଇଥିବା ଘଟଣା ପଦାକୁ ଆସିଛି। ଉକ୍ତ ବ୍ଲକ ଶ୍ରାନିକେତା ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି ମୃତ…

ଚାଉଳ, ଭତ୍ତା ପାଇଁ ପାହାଡ଼ ଚଢି ଯାଉଛନ୍ତି ଗ୍ରାମବାସୀ

ଫିରିଙ୍ଗିଆ,୨୫ା୮-ଫିରିଙ୍ଗିଆ ବ୍ଲକ ଭୁଙ୍ଗିଯୋଡି ପଞ୍ଚାୟତ ଗାଜୁରିଘାଟି ଓ ମହଲିଙ୍ଗିଆ ଗ୍ରାମକୁ ରାସ୍ତା ନାହିଁ। ପଞ୍ଚାୟତ ସଦର ମହକୁମା ଠାରୁ ଏହି ୨ଗ୍ରାମ ପ୍ରାୟ ୬ କିମି ଦୂର। ଫଳରେ ପାହାଡ ଉପର ଦେଇ ପାଦ ଚଲାବାଟରେ ଲୋକେ ଯିବା ଆସିବା କରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?