କନ୍ଧମାଳ

ଚକାପାଦ ଘାଟିରୁ ଖସୁଛି ଅତଡା, ପଥର

ଶଙ୍କରାଖୋଲା,୨୫ା୮(ଡି.ଏନ.ଏ.)-କନ୍ଧମାଳ ଜିଲା ଟିକାବାଲି ଠାରୁ ଚକାପାଦ ପ୍ରାୟ ୧୮ କିମି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଥିବା ବେଳେ ଚକାପାଦ ଘାଟି ଶେଷ ଯାଏ ପ୍ରାୟ ୧୫ କିମି ରାସ୍ତା ନୂତନ ଭାବେ ନିର୍ମିତ ହୋଇଛି ା ଟିକାବାଲି ତେଙ୍ଗେଡାପଥର ଛକ…

ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଚାଲିଛି ଗଛକଟା

ଦାରିଙ୍ଗବାଡ଼ି,୨୪।୮(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଗରମ ବୃଦ୍ଧି ପାଇବା ସହ ଅସ୍ବାଭାବକି ଭାବେ ପାଣିପାଗର ପରିବର୍ତ୍ତନ ହେଉଛି। ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ କଂକ୍ରିଟ ରାସ୍ତା, ଘର ବୃଦ୍ଧି ପାଉଛି। ସେହିପରି ଜନବସତି ବୃଦ୍ଧି ଯୋଗୁ ଜଙ୍ଗଲ…

୫୯ ପଞ୍ଚାୟତ ପୋଖରୀରେ ଏସ୍‌ଏଚ୍‌ଜି କରିବେ ମାଛଚାଷ

ଫୁଲବାଣୀ ଅଫିସ, ୨୩ା୮-ରାଜ୍ୟ ସରକାର ମହିଳା ସଶକ୍ତୀକରଣ ଉପରେ ଅଧିକ ପ୍ରାଧାନ୍ୟ ଦେଉଛନ୍ତି। ଏବେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ କରିବା ପାଇଁ ପଞ୍ଚାୟତ ପୋଖରୀରେ ମାଛଚାଷ କରିବାକୁ ଯୋଜନା ଆରମ୍ଭ କରିଛନ୍ତି। ଏସବୁ ପୋଖରୀ ସେମାନଙ୍କୁ…

ଡମ୍ପରକୁ ଧକ୍କାଦେଲା ବାଇକ: ଆରୋହୀ ମୃତ

ଦାରିଙ୍ଗବାଡ଼ି,୨୨।୮(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସାରିଙ୍ଗିଇର୍ପି ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଡମ୍ପରକୁ ବାଇକ ପଛପଟୁ ଧକ୍କାଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଥାନା ଡବେରୀ ଗଁାର ଅଜିତ…

କ.ନୂଆଗାଁ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଲୋଚନା

କ.ନୂଆଗାଁ,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ଅଧ୍ୟକ୍ଷ ଭାବେ ବଣ୍ଡଗୁଡ଼ା ସମିତିସଭ୍ୟା ସୁଲୋଚନା ଦଳବେହେରା ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବୁଧବାର ହୋଇଥିବା ଉପନିର୍ବାଚନରେ ସୁଲୋଚନା ନିର୍ବାଚିତ ହୋଇଥିବା ନିର୍ବାଚନ ଅଧିକାରୀ ତଥା ବାଲିଗୁଡ଼ା ବିଡିଓ ନରେଶ ଚନ୍ଦ୍ର ଶବର କହିଛନ୍ତି। ପୂର୍ବରୁ…

ମୋଷ୍ଟ ଓ୍ବାଣ୍ଟେଡ ଗଞ୍ଜେଇ ବ୍ୟବସାୟୀ ଗିରଫ

ଫୁଲବାଣୀ ଅଫିସ, ୨୦ା୮: ପୋଲିସ ଆଖିରେ ଧୂଳି ଦେଇ ବୁଲୁଥିବା ଗଞ୍ଜେଇ ବ୍ୟବସାୟୀ ବାଳକୃଷ୍ଣ ସ୍ବାଇଁ ଶେଷରେ ଗିରଫ ହୋଇଛନ୍ତି। ତାଙ୍କ ଘର ଫୁଲବାଣୀ ସହର ଇଲେକ୍ଟ୍ରି ସାହିରେ। ତୁମୁଡିବନ୍ଧ ପୋଲିସ ତାଙ୍କଠାରୁ ୫୦ କେଜି ଗଞ୍ଜେଇ ଓ ଏକ ବାଇକ…

ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୦ା୮-ଚାଉଳ ହେରଫେର ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୩ ଲକ୍ଷ ଟଙ୍କା ଜରିମାନା ପକାଯାଇଛି। ଜରିମାନା ଅନାଦେୟ…

ଘାଟିରୁ ଖସିଲା ବସ୍‌: ୩୦ରୁ ଊର୍ଦ୍ଧ ଆହତ

କୋଟଗଡ,୧୯ ।୮(ଡି.ଏନ.ଏ)- କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ଓରା ନିକଟ ଡାଡୁମାହା ଘାଟିରେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ଭାରସାମ୍ୟ ହରାଇ ୩୦ଫୁଟ ତଳକୁ ଖସିପଡ଼ିବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। କେଟଗଡ଼ ପୋଲିସ ପକ୍ଷରୁ ସେମାନଙ୍କୁ…

ପେଦ୍ର ଦିଗାଲ ମୃତ୍ୟୁ ଘଟଣା ହତ୍ୟା: ଅଭିଯୋଗ ଆଣିଲେ ପରିବାର

ଫୁଲବାଣୀ ଅଫିସ, ୧୯ା୮-କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତ କୁଡୁପାକିଆ ଗ୍ରାମର ପେଦ୍ର ଦିଗାଲଙ୍କ ମୃତ୍ୟୁକୁ ପରିବାର ଲୋକେ ସହଜରେ ଗ୍ରହଣ କରି ପାରିନାହାନ୍ତି। ପେଦ୍ରଙ୍କ ମୃତ୍ୟୁ ସ୍ବାଭାବିକ ନୁହେଁ ତାଙ୍କୁ ହତ୍ୟା କରାଯାଇଛି ବୋଲି ୨୩ ଦିନ ପରେ ପରିବାର ଲୋକଙ୍କ…

ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ରାଇକିଆ,୧୮।୮(ଡ଼ି.ଏନ.ଏ)-ରାଇକିଆ ବ୍ଲକ କରଡ଼ା ପଞ୍ଚାୟତରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିଛନ୍ତି। ପଞ୍ଚାୟତର କନାଡ଼ି, ଅଁଳାପଟା, ପୋଢମାରୀ, ତେନ୍ତୁଳିଆଠାରେ ନବ ନିର୍ମିତ ୭ ଗୋଷ୍ଠୀ ଗୃହ, ଗୋଟିଏ ଅଙ୍ଗନଓ୍ବାଡ଼ି ଗୃହ ଏବଂ କରଡ଼ା ହାଇସ୍କୁଲର ଅତିରିକ୍ତ ଶ୍ରେଣୀ…

ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କୋଟଗଡ଼,୧୮ା୮ (ଡି.ଏନ୍‌.ଏ): ଏକ ହତ୍ୟା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ୍‌ ଅରବିନ୍ଦ ପଟ୍ଟନାୟକ ଶନିବାର ଅଭିଯୁକ୍ତ ଗାଗାରୀନ ନାୟକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଗାଗାରୀନ ୨୦୧୬ ମାର୍ଚ୍ଚ ୨୭ରେ ନିଜ ସ୍ତ୍ରୀ ପ୍ରଣିତାଙ୍କୁ ତାଙ୍କ ବାପ ଘରୁ…

ବର୍ଷାରେ ଧୋଇଗଲା ପାଙ୍ଗାଲପଦର ରାସ୍ତା : ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

କୋଟଗଡ଼,୧୮ା୮(ଡି.ଏନ.ଏ.)-କୋଟଗଡ ବ୍ଲକ ସଦର ମହକୁମାଠାରୁ ସାରତୁଲ ପଞ୍ଚାୟତ ପାଙ୍ଗାଲପଦର ଗାଁ ୧୨ କି.ମି ଦୂର। ଗତ ଲଗାଣ ବର୍ଷାରେ ଗାଁକୁ ଯାଇଥିବା ରାସ୍ତା ଧୋଇଯିବା ସହ ମାଟି ଅତଡା ପଡି ଯାତାୟାତରେ ଅସୁବିଧା ହେଉଛି। ବର୍ଷା ଛାଡିବାର ୪ ଦିନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?