କନ୍ଧମାଳ

ହସ୍ପିଟାଲରେ ଖତ ଖାଉଛି ମହାପ୍ରୟାଣ ଗାଡ଼ି

ଜି.ଉଦୟଗିରି,୧୭।୮(ଡି.ଏନ.ଏ.)-ଜି.ଉଦୟଗିରି ହସ୍ପିଟାଲରେ ଏକ ମୃତଦେହ ନେବାକୁ ନେଇ ମୃତକଙ୍କ ପରିବାର ଓ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଥିଲା। ମୃତଦେହକୁ କୌଣସି ଯାନରେ ନେବାକୁ ନ ପାଇ ମୃତକଙ୍କ ପରିବାଲ ଲୋକେ ଏକ ବାଇକ୍‌ରେ ନେବାକୁ ଯାଉଥିଲେ। ଖବର ପାଇ…

ବାଲିଗୁଡାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

ବାଲିଗୁଡା,୧୬ା୮(ଡି.ଏନ.ଏ.)- କନ୍ଧମାଳ ଜିଲା ବାଲିଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ୮୫ ବର୍ଷରେ ପରଲୋକ ଘଟିଛି। କିଛିଦିନ ଧରି ସେ ଅସୁସ୍ଥ ଥିଲେ। ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀରୁ ସେ ୩ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ ୧୯୭୪ରୁ ୧୯୮୦…

ବାଲିଗୁଡ଼ା ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

ବାଲିଗୁଡ଼ା,୧୬।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। କିଛିଦିନ ଧରି ସେ ଅସୁସ୍ଥ ଥିବାବେଳେ ସକାଳେ ବାଲିଗୁଡା ମେଡିକାଲରେ ତାଙ୍କର ମୃତ୍ୟୁ ଘଟିଥିଲା।…

ବିଧାୟକଙ୍କ ସ୍ବାସ୍ଥ୍ୟକେନ୍ଦ୍ର ଗସ୍ତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ପରିସର ଓ ରୋଗୀଙ୍କ ଶର୍ଯ୍ୟା ସଫା ନ ଥିବା ଦେଖି ଉଦ୍‌ବେଗ ପ୍ରକାଶ କରିଥିଲେ। ପରେ ସେ ରୋଗୀ ଏବଂ ଗର୍ଭବତୀଙ୍କ ସହ ଆଲୋଚନା…

ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ପଥପାର୍ଶ୍ୱ ସେବା କେନ୍ଦ୍ରରେ ଗୁରୁବାର ଅଞ୍ଚଳର ଜନଜାତି ସମ୍ପ୍ରଦାୟର ଲୋକଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି। ଏଥିପାଇଁ ସେବାକେନ୍ଦ୍ରରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ୧୧ ଷ୍ଟଲର ବ୍ୟବସ୍ଥା କରାଯାଇଥିଲା। ଏଥିରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି…

ବିଭିନ୍ନ ସ୍ଥାନରେ ବାଇକ୍‌ ଦୁର୍ଘଟଣା, ୫ ଆହତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଗୁରୁବାର ବାଇକ୍‌ ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଗୁମାନସିଂ ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ପ୍ରଧାନ,ନଇମୀ ନାୟକ, ପଦ୍ମନ ଦଣ୍ଡସେନା, ନଇବ ଦିଗାଳ। ଉକ୍ତ ବ୍ଲକ ପରପଙ୍କା ଗ୍ରାମର ଗୁମାନସିଂ, ପୁର୍ଣ୍ଣଚନ୍ଦ୍ର ଏକ…

ରାଇକିଆରେ ସ୍ବାଧୀନତା ଦିବସ

ରାଇକିଆ,୧୫।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ଗୁରୁବାର ବିଜୟ ହାଇସ୍କୁଲଠାରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ମାନିନୀ ପ୍ରଧାନ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷା, କ୍ରୀଡ଼ା କ୍ଷେତ୍ରରେ କୃତିତ୍ୱ…

ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ୭୩ ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି । ସକାଳ ୭ଟା ୧୫ ରୁ ୮ଟା ପର୍ଯ୍ୟନ୍ତ ବିଭିନ୍ନ ବିଦ୍ୟାଳୟ ସମେତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଇଥିଲା। ଜି.ଉଦୟଗିରି ବିଧାୟକ ସାଲୁଗା…

ଦେଶପ୍ରତି ସେବା ମନୋଭାବ ରହୁ : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

ଫୁଲବାଣୀ ଅଫିସ,୧୫।୮: କନ୍ଧମାଳ ଜିଲା ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗଦେଇ ମିଳିତ ପରେଡ୍‌ର ଅଭିବାଦନ ଗ୍ରହଣ କରିବା ସହ ଦେଶପ୍ରତି…

ପୋଲ ନିର୍ମାଣ ହେଉନି: ନାଳ ପାର ହୋଇ ସ୍କୁଲ ଯାଉଛନ୍ତି ପିଲା

ଫିରଙ୍ଗିଆ, ୧୫ା୮-ଫିରିଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ପଞ୍ଚାୟତ ଟେଲାପାଲି ଗ୍ରାମ ଗାଟେଣୀ ନାଳ ଉପରେ ପୋଲ ନିର୍ମାଣ ହେଉନି ା ଫଳରେ ଟେଲାପାଲି, ଶିକୁଳିପଦର, ସିମିଝରି ଗ୍ରାମର ଲୋକେ ହଇରାଣ ହେଉଛନ୍ତି। ଟେଲାପାଲି ବଜାରକୁ ଆସି ଫିରିଙ୍ଗିଆ କିମ୍ବା ଫୁଲବାଣୀ ଯିବାକୁ ହେଲେ…

ଲଗାଣ ବର୍ଷା: ଧୋଇଗଲା ପୋଲର ଦୁଇ ପାର୍ଶ୍ୱ

କୋଟଗଡ଼, ୧୪।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ପକାରିଓ ରାଣିପଙ୍ଗା ପଞ୍ଚାୟତରେ ଗ୍ରାମ ଉନ୍ନୟନ ବିଭାଗ ଦ୍ବାରା ନୂତନ ଭାବେ ଏକ ପୋଲ ନିର୍ମାଣ ହୋଇଥିଲା। ଗତ ଲଗାଣ ବର୍ଷାରେ ପୋଲର ଦୁଇ ପାର୍ଶ୍ୱ ଧୋଇଯାଇଛି। ଫଳରେ ଦୁଇ ପଞ୍ଚାୟତ ମଧ୍ୟରେ…

ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ସପ୍ତାହେ ହେଲା କାଲିଗାଡ଼ୁ-ସୁଗଡ଼ବାଡ଼ି ମଧ୍ୟରେ ଯାତାୟାତ ବନ୍ଦ, ବିପଦସଙ୍କୁଳ ଭାବେ ନାଳ ପାର ହେଉଛନ୍ତି ଛାତ୍ରୀଛାତ୍ର

ରାଇକିଆ, ୧୪।୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ କାଲିଗାଡୁ-ସୁଗଡବାଡି ରାସ୍ତାରେ ଏକ ସପ୍ତାହ ହେଲା ଯାତାୟାତ ବନ୍ଦ ରହିଛି। ଲଗାଣ ବର୍ଷା ଯୋଗୁଁ କାଲିଗାଡୁ ନାଳରେ ପ୍ରବଳ ବର୍ଷା ପାଣି ପ୍ରବାହିତ ହେବା ଫଳରେ ସେଠାରେ ଥିବା ନିର୍ମାଣଧୀନ ପୋଲର ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?