କନ୍ଧମାଳ

ସାଢ଼େ ୯ କୁଇଣ୍ଟାଲ ଗଞ୍ଜେଇ ଜବତ ଘଟଣା: ପୁଣି ଗଞ୍ଜେଇ ଚାଲାଣ ଗାଡ଼ି ମାଲିକ ଗିରଫ

ଫୁଲବାଣୀ ଅଫିସ, ୩୦୭-ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ବାଲନ୍ଦାପଡା ଫାଣ୍ଡି ଅଞ୍ଚଳରେ ପୋଲିସ ୨୧ ତାରିଖରେ ଏକ ଗାଡିରୁ ୯ କୁଇଣ୍ଟାଲ ୫୪ କେଜି ଗଞ୍ଜେଇ ଜବତ କରିଥିଲା। ଏହି ଘଟଣାରେ ୨ ଜଣଙ୍କୁ ଧରିଥିବାବେଳେ ଗାଡି ଜବତ କରିଥିଲେ। ପରେ…

ଆର୍‌ଟିଆଇ ସଂଶୋଧନକୁ ବିରୋଧ

ଫୁଲବାଣୀ ଅଫିସ, ୨୮।୭-କେନ୍ଦ୍ର ସରକାର ଆରଟିଆଇ ବିଲ୍‌ ସଂଶୋଧନ ଆଣି ଉଭୟ ସଦନରେ ପାରିତ କରିଛନ୍ତି। ହେଲେ ଏହା ଠିକ୍‌ ନୁହେଁ ବୋଲି ଆର୍‌ଟିଆଇ (ଜନ ସୂଚନା ଅଧିକାର) କର୍ମୀ କହିଛନ୍ତି। ଏହି କ୍ରମରେ ରବିବାର ଫୁଲବାଣୀର ସୂଚନା ଅଧିକାରୀ କର୍ମୀ…

ମାଓବାଦୀଙ୍କ ଶହୀଦ ସପ୍ତାହ ଆରମ୍ଭ : ପ୍ରଶାସନ ପକ୍ଷରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ସରକାରୀ ବସ୍‌ ଚଳାଚଳ ବନ୍ଦ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ.) : କନ୍ଧମାଳ ଜିଲାରେ ମାଓବାଦୀଙ୍କ ଶହୀଦ ସପ୍ତାହ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଦାରିଙ୍ଗବାଡ଼ି ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହେବା ସହ ସରକାରୀ ବସ୍‌ ଚଳାଚଳକୁ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବନ୍ଦ…

ବର୍ଷାରେ ଧୋଇଗଲା ପୋଲ ଉପର ରାସ୍ତା

ଦାରିଙ୍ଗବାଡ଼ି,୨୮ା୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତବିଭାଗର ଗଦଡ଼ି ପୋଲ ରାସ୍ତା ପାର୍ଶ୍ୱ ଧୋଇଯିବା ଫଳରେ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଉକ୍ତ ରାସ୍ତା ଦେଇ ଯାତ୍ରୀବାହୀ ବସ୍‌ ଚଳାଚଳରେ ସମସ୍ୟା ଦେଖାଦେଇଛି। ନିର୍ମାଣର ୨ବର୍ଷ ନପୂରୁଣୁ ରାସ୍ତା ଧୋଇଯିବାକୁ ନେଇ…

ନିଖୋଜ ନାବାଳିକା ୭ ଦିନ ପରେ ଉଦ୍ଧାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୨୮।୭ (ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁ। ଥାନା ମାର୍ଦ୍ଦିପଙ୍କା ଅଞ୍ଚଳରୁ ନିଖୋଜ ନାବାଳିକାଙ୍କୁ ୭ଦିନ ପରେ ବ୍ରାହ୍ମଣୀଗାଁ ପୋଲିସ ଶନିବାର ଦାରିଙ୍ଗବାଡ଼ି ଚାରିଛକରୁ ଉଦ୍ଧାର କରିଛି । ଫୁଲବାଣୀ ଜିଲା ସ୍ବାସ୍ଥ୍ୟକେନ୍ଦକ୍ରରେ ଚିକିତ୍ସା ପରେ ତାଙ୍କୁ ସିଡବ୍ଳୁସିଙ୍କୁ ହସ୍ତାନ୍ତର କରାଯାଇଥିବା ବ୍ରାହ୍ମଣୀଗଁା…

ଧୋଇଗଲା ରାସ୍ତା: ସିମନବାଡ଼ି-ରାଇକିଆକୁ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୨୭।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତ ବିଭାଗର ଗଦଡ଼ିପୋଲ ଧୋଇ ହୋଇଯିବାରୁ ଗର୍ତ୍ତ ସୃଷ୍ଟିହୋଇଛି। ଏ ନେଇ ସିମନବାଡ଼ି-ରାଇକିଆକୁ ଯାତାୟାତ ବାଧାପ୍ରାପ୍ତ ହେବା ସହ ବିପଦସଙ୍କୁଳ ପରିସ୍ଥିତିରେ ଯାନବାହନ ଚଳାଚଳ ହେଉଥିବା ଦେଖିବାକୁ ମିଳିଛି। ନିମ୍ନମାନର କାର୍ଯ୍ୟ…

ଧୋଇଗଲା ଡାଇଭର୍ସନ ଓ୍ବେ: ୫୯ ନଂ. ଏନ୍‌ଏଚ୍‌ରେ ଯାନବାହନ ଚଳାଚଳ ଠପ୍‌

ତୁମୁଡ଼ିବନ୍ଧ,୨୭।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧରେ ଲଗାଣ ବର୍ଷା ଯୋଗୁ ଗୋପାଳପୁରରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ମୁଣ୍ଡିଗଡ଼ ଓ ମଣ୍ଡଳପଦରଠାରେ ଡାଇଭର୍ସନ ଓ୍ବେ ଧୋଇଯାଇଛି। ଫଳରେ ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ ଠପ୍‌ ହୋଇଯାଇଛି। ରାତ୍ରିକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?