କନ୍ଧମାଳ

ଚାକିରି ବୟସ ସୀମା ୪୪ ବର୍ଷକୁ ବୃଦ୍ଧି ଦାବି

ଫୁଲବାଣୀ ଅଫିସ, ୪ା୯-ଦୀର୍ଘ ବର୍ଷଧରି ସରକାରୀ ଚାକିରିରେ ନିଯୁକ୍ତି ନିମନ୍ତେ ବୟସ ସୀମା ୩୨ବର୍ଷ ରହିଛି। ଏହାକୁ ୪୪ ବର୍ଷକୁ ବୃଦ୍ଧି କରିବାକୁ କନ୍ଧମାଳ ଜିଲା ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଦାବି କରାଯାଇଛି। ରାଜ୍ୟରେ ବେକାରୀ, ବେରୋଜଗାରୀ ବଢ଼ିଚାଲିଛି। ଅନ୍ୟପକ୍ଷରେ…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି, ୪ା୯(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିରୁ ୩ କିମି ଦୂର ଲାଣ୍ଡା ନିକଟ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣ ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)। ମୃତଦେହର ପାଦ ତଳେ…

ଆଇଟିଡିଏ ଜେଇଙ୍କୁ ପଦୋନ୍ନତି ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ,୪ା୯-ରାଜ୍ୟ ସରକାର ଲୋକଙ୍କୁ ସୁଶାସନ ଦେବା ପାଇଁ ଏବେ ୫ଟି ଉପରେ ଗୁରୁତ୍ୱ ଦେଉଛନ୍ତି। କିଛି ଦିନ ହେବ ଏହି ମର୍ମରେ କେତେଜଣ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ଅବସରପ୍ରାପ୍ତ କର୍ମଚାରୀ ଯଥା ଯନ୍ତ୍ରୀ ଏବଂ ଅନ୍ୟମାନଙ୍କ…

ପେଟାଗୁଡ଼ା ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି,୩ା୯(ଡି.ଏନ.ଏ.)- ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିଠାରୁ ୩ କିମି ଦୂର ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣଙ୍କ ଜି.ଉଦୟଗିରି ଥାନା ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)। ମୃତଦେହର…

ସାଡ଼ିଙ୍ଗିଆ, ପାଙ୍ଗା ପଞ୍ଚାୟତରେ ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ, ୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ଓ ପାଙ୍ଗା ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ପୋଷ୍ଟର ଲଗାଇଛନ୍ତି। କେକେବିଏନ ଡିଭିଜନର କାନ୍ଥ ପତ୍ରିକା (ୱାଲ ମାଗାଜିନ) ବିପ୍ଲବୀ ଡେଙ୍ଗୁରା ନାମରେ ରବିବାର ରାତିରେ ଏସବୁ ପୋଷ୍ଟର ଲଗାଯାଇଛି ା…

ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ବାଙ୍ଗାଲୋରରୁ ଫେରିଥିବା ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର ବିମଳ କହଁର (୨୨) ା ଫିରିଙ୍ଗିଆ ପଞ୍ଚାୟତ ତଣ୍ଡ୍ରିଗାଁ ନାଳ ପାଖ ବିଲରୁ ସୋମବାର…

କୋଟଗଡ଼ରେ ଗଣେଶ ପୂଜା

କୋଟଗଡ଼,୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବଜାର, କୁମ୍ଭାରସାହି, ହାଇସ୍କୁଲ ଓ ଟାଉନ ଆଖପାଖରେ ଗଜାନନଙ୍କ ପୂଜା ଧୂମ୍‌ଧାମରେ ପାଳିତ ହେଉଛି। ମେଢ଼ଗୁଡ଼ିକରେ ଗଣେଶ ବିଭିନ୍ନ ରୂପରେ ବିରାଜମାନ କରିଛନ୍ତି। ସରକାରୀ ତଥା ବେସରକାରୀ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ର ଭକ୍ତି ସହକାରେ ଗଣପତିଙ୍କୁ ପୂଜାର୍ଚ୍ଚନା…

ବାଲିଗୁଡାରେ ଗଣେଶ ପୂଜା

ବାଲିଗୁଡା,୨।୯(ଡି.ଏନ.ଏ):ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ଅଗ୍ରପୂଜ୍ୟ ଶ୍ରୀଶ୍ରୀ ଗଜାନନଙ୍କର ପୂଜା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛିl ଟାଉନର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ନୁଆସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଶିକ୍ଷା ନିକେତନ, ଆଦିବାସୀ ମହାବିଦ୍ୟାଳୟ, ବନବାସୀ ସେବା…

ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଦ୍ୟାଦାତାଙ୍କ ପୂଜା

ଦାରିଙ୍ଗବାଡ଼ି,୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ସୋମବାର ପୂର୍ବାହ୍ନରେ ବିଦ୍ୟାଦାତା ଶ୍ରୀଗଣେଶଙ୍କ ପୂଜା ଧୂମ୍‌ଧାମରେ ପାଳନ ହେଉଛି। ଏହି ଅବସରରେ ସମସ୍ତ ଅସ୍ଥାୟୀ ପୀଠରେ ମଧ୍ୟ ଗଣେଶଙ୍କ ମୃଣ୍ମୟ ମୂର୍ତ୍ତି ପୂଜା କରାଯାଉଛି। ଦାରିଙ୍ଗବାଡ଼ିର ଓଡ଼ିଶା…

ପୂଜା ଚାନ୍ଦା ନଦେବାରୁ ଟ୍ରକ କାଚ ଭାଙ୍ଗିଦେଲେ

ବାଲିଗୁଡା/ତୁମୁଡିବନ୍ଧ,୧ା୯(ଡି.ଏନ୍‌.ଏ)- ଗଣେଶ ପୂଜା ପାଇଁ ଚାରିଆଡେ ଚାଲିଛି ବ୍ୟାପକ ପ୍ରସ୍ତୁତି। ଧୁମ୍‌ଧାମରେ ପାଳନ କରିବାକୁ ଚାଲିଛି ପ୍ରତିଯୋଗିତା। ହେଲେ ଜବରଦସ୍ତ ଚାନ୍ଦା ଆଦାୟ ଗାଡି ଚାଳକଙ୍କୁ ଅସୁବିଧାରେ ପକାଉଛିl ୫୯ ନମ୍ବର ଜାତୀୟ ରାଜପଥ ଉପରେ ଆଦାୟ କରାଯାଉଛି ଗଣେଷ ପୂଜା…

ଆସନ୍ନ ପ୍ରସବାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଫୁଲବାଣୀ ଅଫିସ,୧ା୯- ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଆସନ୍ନ ପ୍ରସବାଙ୍କ ଅସ୍ତ୍ରୋପଚାର କକ୍ଷରେ ମୃତ୍ୟୁ ଘଟିଛି । ଏହାକୁ ନେଇ ପରିବାର ଲୋକଙ୍କ ପକ୍ଷରୁ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ କରାଯାଇଛି। ଘଟଣା ଘଟିବା ପରେ ମୃତକଙ୍କ ପରିବାର ଲୋକ…

ପୁଣି ଅଟୋରେ ପ୍ରସବ

ବାଲିଗୁଡା,୩୧ା୮.(ଡି.ଏନ.ଏ.) -ବାଲିଗୁଡା ଥାନା ଜକିକିଆ ଗ୍ରାମର ବାପି ଦିଗାଲଙ୍କ ସ୍ତ୍ରୀ ଜ୍ୟୋସ୍ନାଙ୍କୁ ଶୁକ୍ରବାର ପ୍ରସବ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଅଟୋ ଯୋଗେ ତାଙ୍କୁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ମେଡିକାଲ ହତା ଭିତରେ ଅଟୋରେ ଜ୍ୟୋସ୍ନା ଏକ ଶିଶୁ ପୁତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?