ଆଉ ଜଣଙ୍କୁ କଚାଡ଼ି ମାରିଲା ଦନ୍ତାହାତୀ: ଭୟଭୀତ ଲୋକେ
ଜି.ଉଦୟଗିରି/ରାଇକିଆ,୨୯/୦୭(ଚିନ୍ମୟ କୁମାର ସେଠୀ/ ପ୍ରଦୀପ ବେହେରା/ଶିଶିର ପଟ୍ଟନାୟକ):କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ତଥା ରାଇକିଆ ବ୍ଲକ ଅନ୍ତର୍ଗତ ଆଡାସିକୁପା ଗ୍ରାମରେ ଆଜି ଭୋର୍ ସମୟରେ ହାତୀ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବା ଦେଖିବାକୁ ମିଳିଛି। ଗତ ଶନିବାର ଦିନ ସନ୍ଧ୍ୟାବେଳେ...
ବିପଦରେ ବଡ଼ଶଙ୍ଖଠାରୁ ଗଡମା ରାସ୍ତା: କୂଳ ଖାଉଛି ନଦୀ, ବଡ଼ ବର୍ଷା ହେଲେ ..
ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଡ଼ଶଙ୍ଖଠାରୁ ଗଡମା ରାସ୍ତା ଏବେ ବିପଦରେ ରହିଛି। ନଦୀ କୂଳ ଖାଉଥିବା ବେଳେ ଉକ୍ତ ରାସ୍ତା ଦେଇ ଯାଉଥିବା କିରାମାହା ସମେତ ନୂଆଗାଁ, କିନାରିଗାଁ, କୁଟିଲାରିଗାଁ, ସାଙ୍ଗଡମାହା, ବାଘପଦା,ଗଡ଼ମା, ମୁଣ୍ତାସାହି,...
ପୁଣି ଦାଦନ ଦୁଃଖ: କେରଳରେ କାମ କରୁଥିବାବେଳେ ସିଡ଼ିରୁ ଖସିପଡ଼ିଲେ ଓଡ଼ିଆ ଯୁବକ, ଆଉ ତା’ପରେ ଘଟିଗଲା…
ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ଯନ୍ତ୍ରଣା ବଢିବାରେ ଲାଗିଛି। ଗତ କିଛି ଦିନ ତଳେ ତାମିଲନାଡୁ ରାଜ୍ୟରେ ରାସ୍ତା ଦୁର୍ଘଟଣାରେ ଉକ୍ତ ବ୍ଲକ ଗ୍ରୀନବାଡି ପଞ୍ଚାୟତର ଜଣେ ଯୁବକଙ୍କ ଜୀବନ ଚାଲିଯାଇଥିବାବେଳେ ଏବେ...
ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସକୁ ନେଇ ସଚେତନତା
ରାଇକିଆ,୨୮।୭(ପ୍ରଦୀପ ବେହେରା): ଆସନ୍ତା ଜୁଲାଇ ୩୦ ତାରିଖ ହେଉଛି ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସ ମାନବ ଚାଲାଣର ଶିକାର ହୋଇଥିବା ଲୋକଙ୍କ ପରିସ୍ଥିତି ବିଷୟରେ ସଚେତନତା ବୃଦ୍ଧି କରିବା ଏବଂ ସେମାନଙ୍କ ଅଧିକାରକୁ ପ୍ରୋତ୍ସାହିତ ଏବଂ ସୁରକ୍ଷା କରିବା...
ଘାଟିରେ ସରିଗଲା ପେଟ୍ରୋଲ, ଅଟୋ ଭଡ଼ା କରି ଟାଙ୍କିକୁ ଆସିଲେ ଆଦିବାସୀ ଚାଷୀ, କହିଲେ ୨୦୦ ଟଙ୍କାର ତେଲ ପାଇଁ…
ଦାରିଙ୍ଗବାଡ଼ି,୨୮ା୭(ଅରୁଣ ସାହୁ): ରାଜ୍ୟ ସରକାର ପ୍ଲାଷ୍ଟିକ୍ ବୋତଲ, ଜାର୍ରେ ପେଟ୍ରୋଲ ଦେବାକୁ ସମସ୍ତ ପେଟ୍ରୋଲ ଟାଙ୍କିକୁ ବାରଣ କରିଛନ୍ତି। ତେବେ ଏହାକୁ ନେଇ ଦୁର୍ଗମ ଅଞ୍ଚଳର ଚାଷୀ ମୂଲିଆଙ୍କ ସମେତ ସରକାରୀ ଓ ବେସରକାରୀ କର୍ମଚାରୀମାନେ ହଇରାଣ ହରକତ ହେଉଥିବା...
ଶୁଣ୍ଢରେ ଟେକି ଜଣଙ୍କୁ କଚାଡ଼ି କଚାଡ଼ି ମାରିଲା ଦନ୍ତା, ଏଣେତେଣେ ପଡ଼ିଛି ମୃତଦେହର ସବୁ ଅଂଶ
ଜି.ଉଦୟଗିରି,୨୭ା୭(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଦୀର୍ଘମାସ ଧରି ଦନ୍ତାହାତୀ ଉପଦ୍ରବ ଚାଲିଥିବା ବେଳେ ଶନିବାର ଏକ ଦନ୍ତାହାତୀ ଜଣଙ୍କୁ ଆକ୍ରମଣ କରି ତାଙ୍କ ଶରୀରକୁ ଖଣ୍ଡଖଣ୍ଡ କରି ପକାଇଛି। ଏପରି ଦୁଃଖଦ ଘଟଣା ଦେଖିବାକୁ ମିଳିଛି...
ଆକ୍ସନ ମୋଡ୍ରେ ପୋଲିସ: ଥାନା ଚାରିପଟୁ ଆରମ୍ଭ କଲା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା
ଦାରିଙ୍ଗବାଡ଼ି,୨୭ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଚାରିପଟକୁ ଜବରଦଖଲ କରି ଏକାଧିକ ଲୋକ ବସବାସ କରୁଛନ୍ତି। ଏବେ ଉକ୍ତ ଜବରଦଖଲକୁ ଥାନା ପକ୍ଷରୁ ଉଚ୍ଛେଦ କାର୍ଯ୍ୟ ରବିବାରଠାରୁ କରାଯାଇଛି। ଥାନା ଅଧିକାରୀ ତଥା ଡିଏସ୍ପି କନକ କୁମାର ମାଝୀଙ୍କ...
୪ ବର୍ଷ ହେଲା ସରୁନି କାମ, ଖାଲଖମାରେ ପୂରିଛି ରାସ୍ତା, ଯନ୍ତ୍ରୀଙ୍କୁ ପଚାରିଲେ…
ଦାରିଙ୍ଗବାଡ଼ି,୨୭ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ରାସ୍ତା ସମ୍ପ୍ରସାରଣର ଆରମ୍ଭର ଇତି ମଧ୍ୟରେ ୪ ବର୍ଷ ବିତିଲାଣି ତଥାପି ରାସ୍ତା କାର୍ଯ୍ୟ ଶେଷ ହେଉନି। ଚୁକ୍ତି ଅନୁସାରେ ୨୦୨୩ରୁ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାର ଥିଲା କିନ୍ତୁ ଆଜି...
ଦାରିଙ୍ଗବାଡ଼ିର ଅଧିକାଂଶ ଅଞ୍ଚଳରେ ବିଏସ୍ଏନ୍ଏଲ୍ ସେବା ଅଚଳ: ଉପଭୋକ୍ତା ହଟହଟା
ଦାରିଙ୍ଗବାଡ଼ି,୨୭ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଏସ୍ଏନ୍ଏଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ୧ ବର୍ଷ ଧରି ସିଆଙ୍ଗବାଲି ପଞ୍ଚାୟତରେ ବିଏସ୍ଏନ୍ଏଲ ମୋବାଇଲ ସେବା ଅଚଳ ହୋଇଥିବା ବେଳେ ସିମନବାଡ଼ି ଏବଂ ଗଦାପୁର ପଞ୍ଚାୟତରେ ପ୍ରାୟ ୧...
ପରିତ୍ୟକ୍ତ ଅବସ୍ଥାରେ ଆଦର୍ଶ ବିଦ୍ୟାଳୟ ଯାତ୍ରୀ ବିଶ୍ରାମଗାର
ରାଇକିଆ,୨୬।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଆଦର୍ଶ ବିଦ୍ୟାଳୟ ସମ୍ମୁଖ ରେ ଥିବା ଯାତ୍ରୀ ବିଶ୍ରାମଗାର ପରିତ୍ୟକ୍ତ ଅବସ୍ଥାରେ ରହିଛି। ଚଳିତ ବର୍ଷ ଜାନୁଆରୀ ମାସରେ ଏହାକୁ ଉଦଘାଟନ କରଯାଇଥିଲା । ୭ ମାସ ମଧ୍ୟରେ ଏହାର ଅବସ୍ଥା ଶୋଚନୀୟ...
ନାବାଳିକାଙ୍କୁ ଅପହରଣ କରି ରାଜ୍ୟ ବାହାରକୁ ନେଇଯାଇଥିଲେ ଯୁବକ: ବାନ୍ଧିଲା ପୋଲିସ
ଦାରିଙ୍ଗବାଡ଼ି,୨୬/୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ପରେ ଅସଦାଚରଣ କରିଥିବା ଅଭିଯୋଗରେ ଜଣେ ଯୁବକକୁ ପୋଲିସ ଗିରଫ କରିଛି। ଗିରଫ ଯୁବକ ହେଲେ ରାୟଗଡା ଜିଲା ପଦ୍ମପୁର ଥାନା...
ରାମ୍ବୁଲି-ମିଞ୍ଜାପାଙ୍କାରେ ଜମିବାଡ଼ିକୁ ନେଇ ୨ ଗୋଷ୍ଠୀ ସଂଘର୍ଷ ଘଟଣା: ଗିରଫଦାରୀ ସଂଖ୍ୟା ୯କୁ ବୃଦ୍ଧି
ଦାରିଙ୍ଗବାଡ଼ି,୨୬।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ରାମ୍ବୁଲି ଓ ମିଞ୍ଜାପାଙ୍କା ଗ୍ରାମବାସୀଙ୍କ ମଧ୍ୟରେ ଜମିବାଡ଼ିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ବ୍ରାହ୍ମଣୀଗାଁ ପୋଲିସ ଆକ୍ସନ ମୁଡ଼ରେ ରହିଛି ଘଟଣାରେ...
Archives


