କନ୍ଧମାଳ

ଦାରିଙ୍ଗବାଡିରେ ଜାତୀୟ ପଞ୍ଚାୟତରାଜ ଦିବସ : ଅନ୍ତଦୋୟ ଗୃହ ଯୋଜନାରେ ୧୬୪ ହିତାଧିକାରୀଙ୍କୁ  କାର୍ଯ୍ୟାଦେଶ

ଦାରିଙ୍ଗବାଡ଼ି,୨୪।୪(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱ ରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ, କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀଙ୍କ ପ୍ରତିନିଧି ଭାବେ ଦଳର ମଣ୍ଡଳ ସାଧାରଣ ସମ୍ପାଦକ…

୨ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପ୍ରତିବାଦ କରିବାରୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ୨ ଜଣ ଯୁବକ ବାଇକରେ ଆସି ପ୍ରାୟ ୨ ଘଣ୍ଟା ଧରି ଉତ୍ପାତ ଚଳାଇଥିଲେ। ଖବର ପାଇ ଦାରିଙ୍ଗବାଡ଼ି ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ବାଇକ ସହ ସେମାନଙ୍କୁ…

ସ୍ତ୍ରୀଙ୍କୁ ହତ୍ୟା କରି ଝୁଲାଇଦେଲେ ସ୍ବାମୀ: ପରକୀୟା ପ୍ରୀତି ସନ୍ଦେହରେ…

ଫୁଲବାଣୀ/ଖଜୁରିପଡ଼ା,୨୪ା୪ (ରାକେଶ କୁମାର ରାଉତ/ବିଦୂର ବେହେରା):କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ସୁଡ୍ରେଜୁ ଗାଁରେ ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତା ମହିଳା ହେଲେ ମମତା ସାହୁ। ପୋଲିସ ଗୁରୁବାର ମୃତଦେହ ଜବତ କରି…

ଅଳିଆ ମୁକ୍ତ ହେବ ଦାରିଙ୍ଗବାଡି

ଦାରିଙ୍ଗବାଡି,୨୩।୪(ଅରୁଣ ସାହୁ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଅଳିଆ ମୁକ୍ତ କରିବାକୁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏନେଇ କ୍ଲିନ ଦାରିଙ୍ଗବାଡି ଗ୍ରୀନ୍‌ ଦାରିଙ୍ଗବାଡି ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏହାକୁ ବ୍ୟାପକ କରାଯିବା ନେଇ ଗୁରୁବାର ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ…

ଚଳନ୍ତା ଗାଡ଼ିରେ ଫେଲ୍ ହେଲା ଷ୍ଟିଅରିଙ୍ଗ, ଗାର୍ଡୱାଲରେ ଝୁଲିଲା ହାଇୱା

ବାଲିଗୁଡା,୨୩।୪(ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ଗାର୍ଡୱାଲରେ ଝୁଲିଲା ଚିପ୍ସ ବୋଝେଇ ହାଇୱା । ଗୁରୁବାର ଅପରାହ୍ନରେ ବାଲିଗୁଡା ଥାନା ୪୧ ନଂ. ରାଜ୍ୟ ରାଜପଥର ମୁଖ୍ୟ ରାସ୍ତାର ଗଟାଙ୍ଗୀ ନିକଟରେ ଘଟିଛି ଦୁର୍ଘଟଣା । ତେବେ ସୌଭାଗ୍ୟବଶତଃ ଦୁର୍ଘଟଣାରେ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଦାରିଙ୍ଗବାଡି ଥାନା ସୋନପୁର ପଞ୍ଚାୟତର ସମୀର ବଡାଇକ (୩୨)ବୋଲି ତଦନ୍ତକାରୀ ଅଧିକାରୀ…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ ପ୍ରସ୍ତୁତି ଚଳାଇଥିବାବେଳେ ଏହାକୁ ନେଇ ସିମନବାଡ଼ି ଅଞ୍ଚଳରେ ଏବେ ତୀବ୍ର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ ଶୁଖିଲା ଭାତ ଏବଂ ଲୁଣ ପରସାଯିବା ଘଟଣାରେ ଜିଲା ଶିକ୍ଷା ବିଭାଗ କଠୋର…

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀ । ଏହି ପ୍ରତିଯୋଗୀତାରେ ଭଲି ପରେ ଖୋଖୋରେ ଛାତ୍ରୀମାନେ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ ଗରମ ଗୁଳଗୁଳି ବୃଦ୍ଧି ସହ ପରିବେଶ ନଷ୍ଟ ହେବାରେ ବସିଛି। ଜଙ୍ଗଲରେ ନିଆଁ…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା ଥାନା କୋଏରମାଣ୍ଡୁ ପଞ୍ଚାୟତ ତେତେରିପାଲା ଗ୍ରାମର ସୁରେଶ କହଁରଙ୍କ ପୁଅ ପୁଅ ଗୋକୁଳ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ ଗୁଳିରେ ଜଣେ ନାବାଳକ ସାଙ୍ଗର ଜୀବନ ଚାଲିଗଲା। ଏଭଳି ଏକ ଘଟଣା କନ୍ଧମାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?