କନ୍ଧମାଳ

ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୦ା୮-ଚାଉଳ ହେରଫେର ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୩ ଲକ୍ଷ ଟଙ୍କା ଜରିମାନା ପକାଯାଇଛି। ଜରିମାନା ଅନାଦେୟ…

ଘାଟିରୁ ଖସିଲା ବସ୍‌: ୩୦ରୁ ଊର୍ଦ୍ଧ ଆହତ

କୋଟଗଡ,୧୯ ।୮(ଡି.ଏନ.ଏ)- କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ଓରା ନିକଟ ଡାଡୁମାହା ଘାଟିରେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ଭାରସାମ୍ୟ ହରାଇ ୩୦ଫୁଟ ତଳକୁ ଖସିପଡ଼ିବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। କେଟଗଡ଼ ପୋଲିସ ପକ୍ଷରୁ ସେମାନଙ୍କୁ…

ପେଦ୍ର ଦିଗାଲ ମୃତ୍ୟୁ ଘଟଣା ହତ୍ୟା: ଅଭିଯୋଗ ଆଣିଲେ ପରିବାର

ଫୁଲବାଣୀ ଅଫିସ, ୧୯ା୮-କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତ କୁଡୁପାକିଆ ଗ୍ରାମର ପେଦ୍ର ଦିଗାଲଙ୍କ ମୃତ୍ୟୁକୁ ପରିବାର ଲୋକେ ସହଜରେ ଗ୍ରହଣ କରି ପାରିନାହାନ୍ତି। ପେଦ୍ରଙ୍କ ମୃତ୍ୟୁ ସ୍ବାଭାବିକ ନୁହେଁ ତାଙ୍କୁ ହତ୍ୟା କରାଯାଇଛି ବୋଲି ୨୩ ଦିନ ପରେ ପରିବାର ଲୋକଙ୍କ…

ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ରାଇକିଆ,୧୮।୮(ଡ଼ି.ଏନ.ଏ)-ରାଇକିଆ ବ୍ଲକ କରଡ଼ା ପଞ୍ଚାୟତରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିଛନ୍ତି। ପଞ୍ଚାୟତର କନାଡ଼ି, ଅଁଳାପଟା, ପୋଢମାରୀ, ତେନ୍ତୁଳିଆଠାରେ ନବ ନିର୍ମିତ ୭ ଗୋଷ୍ଠୀ ଗୃହ, ଗୋଟିଏ ଅଙ୍ଗନଓ୍ବାଡ଼ି ଗୃହ ଏବଂ କରଡ଼ା ହାଇସ୍କୁଲର ଅତିରିକ୍ତ ଶ୍ରେଣୀ…

ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କୋଟଗଡ଼,୧୮ା୮ (ଡି.ଏନ୍‌.ଏ): ଏକ ହତ୍ୟା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ୍‌ ଅରବିନ୍ଦ ପଟ୍ଟନାୟକ ଶନିବାର ଅଭିଯୁକ୍ତ ଗାଗାରୀନ ନାୟକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଗାଗାରୀନ ୨୦୧୬ ମାର୍ଚ୍ଚ ୨୭ରେ ନିଜ ସ୍ତ୍ରୀ ପ୍ରଣିତାଙ୍କୁ ତାଙ୍କ ବାପ ଘରୁ…

ବର୍ଷାରେ ଧୋଇଗଲା ପାଙ୍ଗାଲପଦର ରାସ୍ତା : ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

କୋଟଗଡ଼,୧୮ା୮(ଡି.ଏନ.ଏ.)-କୋଟଗଡ ବ୍ଲକ ସଦର ମହକୁମାଠାରୁ ସାରତୁଲ ପଞ୍ଚାୟତ ପାଙ୍ଗାଲପଦର ଗାଁ ୧୨ କି.ମି ଦୂର। ଗତ ଲଗାଣ ବର୍ଷାରେ ଗାଁକୁ ଯାଇଥିବା ରାସ୍ତା ଧୋଇଯିବା ସହ ମାଟି ଅତଡା ପଡି ଯାତାୟାତରେ ଅସୁବିଧା ହେଉଛି। ବର୍ଷା ଛାଡିବାର ୪ ଦିନ ପରେ…

ହସ୍ପିଟାଲରେ ଖତ ଖାଉଛି ମହାପ୍ରୟାଣ ଗାଡ଼ି

ଜି.ଉଦୟଗିରି,୧୭।୮(ଡି.ଏନ.ଏ.)-ଜି.ଉଦୟଗିରି ହସ୍ପିଟାଲରେ ଏକ ମୃତଦେହ ନେବାକୁ ନେଇ ମୃତକଙ୍କ ପରିବାର ଓ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଥିଲା। ମୃତଦେହକୁ କୌଣସି ଯାନରେ ନେବାକୁ ନ ପାଇ ମୃତକଙ୍କ ପରିବାଲ ଲୋକେ ଏକ ବାଇକ୍‌ରେ ନେବାକୁ ଯାଉଥିଲେ। ଖବର ପାଇ…

ବାଲିଗୁଡାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

ବାଲିଗୁଡା,୧୬ା୮(ଡି.ଏନ.ଏ.)- କନ୍ଧମାଳ ଜିଲା ବାଲିଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ୮୫ ବର୍ଷରେ ପରଲୋକ ଘଟିଛି। କିଛିଦିନ ଧରି ସେ ଅସୁସ୍ଥ ଥିଲେ। ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀରୁ ସେ ୩ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ ୧୯୭୪ରୁ ୧୯୮୦…

ବାଲିଗୁଡ଼ା ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

ବାଲିଗୁଡ଼ା,୧୬।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। କିଛିଦିନ ଧରି ସେ ଅସୁସ୍ଥ ଥିବାବେଳେ ସକାଳେ ବାଲିଗୁଡା ମେଡିକାଲରେ ତାଙ୍କର ମୃତ୍ୟୁ ଘଟିଥିଲା।…

ବିଧାୟକଙ୍କ ସ୍ବାସ୍ଥ୍ୟକେନ୍ଦ୍ର ଗସ୍ତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ପରିସର ଓ ରୋଗୀଙ୍କ ଶର୍ଯ୍ୟା ସଫା ନ ଥିବା ଦେଖି ଉଦ୍‌ବେଗ ପ୍ରକାଶ କରିଥିଲେ। ପରେ ସେ ରୋଗୀ ଏବଂ ଗର୍ଭବତୀଙ୍କ ସହ ଆଲୋଚନା…

ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ପଥପାର୍ଶ୍ୱ ସେବା କେନ୍ଦ୍ରରେ ଗୁରୁବାର ଅଞ୍ଚଳର ଜନଜାତି ସମ୍ପ୍ରଦାୟର ଲୋକଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି। ଏଥିପାଇଁ ସେବାକେନ୍ଦ୍ରରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ୧୧ ଷ୍ଟଲର ବ୍ୟବସ୍ଥା କରାଯାଇଥିଲା। ଏଥିରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି…

ବିଭିନ୍ନ ସ୍ଥାନରେ ବାଇକ୍‌ ଦୁର୍ଘଟଣା, ୫ ଆହତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଗୁରୁବାର ବାଇକ୍‌ ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଗୁମାନସିଂ ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ପ୍ରଧାନ,ନଇମୀ ନାୟକ, ପଦ୍ମନ ଦଣ୍ଡସେନା, ନଇବ ଦିଗାଳ। ଉକ୍ତ ବ୍ଲକ ପରପଙ୍କା ଗ୍ରାମର ଗୁମାନସିଂ, ପୁର୍ଣ୍ଣଚନ୍ଦ୍ର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?