କନ୍ଧମାଳ

ରାଇକିଆରେ ସ୍ବାଧୀନତା ଦିବସ

ରାଇକିଆ,୧୫।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ଗୁରୁବାର ବିଜୟ ହାଇସ୍କୁଲଠାରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ମାନିନୀ ପ୍ରଧାନ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷା, କ୍ରୀଡ଼ା କ୍ଷେତ୍ରରେ କୃତିତ୍ୱ…

ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ୭୩ ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି । ସକାଳ ୭ଟା ୧୫ ରୁ ୮ଟା ପର୍ଯ୍ୟନ୍ତ ବିଭିନ୍ନ ବିଦ୍ୟାଳୟ ସମେତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଇଥିଲା। ଜି.ଉଦୟଗିରି ବିଧାୟକ ସାଲୁଗା…

ଦେଶପ୍ରତି ସେବା ମନୋଭାବ ରହୁ : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

ଫୁଲବାଣୀ ଅଫିସ,୧୫।୮: କନ୍ଧମାଳ ଜିଲା ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗଦେଇ ମିଳିତ ପରେଡ୍‌ର ଅଭିବାଦନ ଗ୍ରହଣ କରିବା ସହ ଦେଶପ୍ରତି…

ପୋଲ ନିର୍ମାଣ ହେଉନି: ନାଳ ପାର ହୋଇ ସ୍କୁଲ ଯାଉଛନ୍ତି ପିଲା

ଫିରଙ୍ଗିଆ, ୧୫ା୮-ଫିରିଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ପଞ୍ଚାୟତ ଟେଲାପାଲି ଗ୍ରାମ ଗାଟେଣୀ ନାଳ ଉପରେ ପୋଲ ନିର୍ମାଣ ହେଉନି ା ଫଳରେ ଟେଲାପାଲି, ଶିକୁଳିପଦର, ସିମିଝରି ଗ୍ରାମର ଲୋକେ ହଇରାଣ ହେଉଛନ୍ତି। ଟେଲାପାଲି ବଜାରକୁ ଆସି ଫିରିଙ୍ଗିଆ କିମ୍ବା ଫୁଲବାଣୀ ଯିବାକୁ ହେଲେ…

ଲଗାଣ ବର୍ଷା: ଧୋଇଗଲା ପୋଲର ଦୁଇ ପାର୍ଶ୍ୱ

କୋଟଗଡ଼, ୧୪।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ପକାରିଓ ରାଣିପଙ୍ଗା ପଞ୍ଚାୟତରେ ଗ୍ରାମ ଉନ୍ନୟନ ବିଭାଗ ଦ୍ବାରା ନୂତନ ଭାବେ ଏକ ପୋଲ ନିର୍ମାଣ ହୋଇଥିଲା। ଗତ ଲଗାଣ ବର୍ଷାରେ ପୋଲର ଦୁଇ ପାର୍ଶ୍ୱ ଧୋଇଯାଇଛି। ଫଳରେ ଦୁଇ ପଞ୍ଚାୟତ ମଧ୍ୟରେ…

ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ସପ୍ତାହେ ହେଲା କାଲିଗାଡ଼ୁ-ସୁଗଡ଼ବାଡ଼ି ମଧ୍ୟରେ ଯାତାୟାତ ବନ୍ଦ, ବିପଦସଙ୍କୁଳ ଭାବେ ନାଳ ପାର ହେଉଛନ୍ତି ଛାତ୍ରୀଛାତ୍ର

ରାଇକିଆ, ୧୪।୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ କାଲିଗାଡୁ-ସୁଗଡବାଡି ରାସ୍ତାରେ ଏକ ସପ୍ତାହ ହେଲା ଯାତାୟାତ ବନ୍ଦ ରହିଛି। ଲଗାଣ ବର୍ଷା ଯୋଗୁଁ କାଲିଗାଡୁ ନାଳରେ ପ୍ରବଳ ବର୍ଷା ପାଣି ପ୍ରବାହିତ ହେବା ଫଳରେ ସେଠାରେ ଥିବା ନିର୍ମାଣଧୀନ ପୋଲର ଉଭୟ…

ଧୋଇଗଲା ବାଟାଗୁଡ଼ା ଅସ୍ଥାୟୀ ପୋଲ

କୋଟଗଡ଼, ୧୩।୮ (ଡି.ଏନ୍‌.ଏ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ବାଟାଗୁଡ଼ା ଅସ୍ଥାୟୀ ପୋଲ ଲଗାଣ ବର୍ଷାରେ ମଙ୍ଗଳବାର ପୁଣିଥରେ ଧୋଇଯାଇଛି। ଫଳରେ ଗାଡ଼ିମୋଟର ଯିବାଆସିବା ଠପ୍‌ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଛି। ଦୁଇ ଦିନ ହେବ…

ରାସ୍ତା ଉପରେ ପାଣି, ଯୋଗାଯୋଗ ବିଚ୍ଛିନ୍ନ

ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ବ୍ଲକ ନେଡିପଦରଠାରୁ ଜାର୍ଗିପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା(ପିଏମ୍‌ଜିଏସ୍‌ୱାଇ)ରେ ହୋଇଥିବା ରାସ୍ତା ପାର୍ଶ୍ୱ ବର୍ଷାରେ ଧୋଇ ଯାଇଥିଲା। ଏବେ ଏହି ରାସ୍ତା ବୁଡିଯାଇଛି। ଫଳରେ ଏହି ରାସ୍ତା ଦେଇ ଯାତାୟତ ବନ୍ଦ ହୋଇଯାଇଛି। ନେଡିପଦରରୁ-ଜାର୍ଗିପଦର ପର୍ଯ୍ୟନ୍ତ ହୋଇଥିବା…

ଗଞ୍ଜେଇ ଜବତ, ୨ ଗିରଫ

ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ପୋଲିସ ମାଶ୍ରିପଡା ରାସ୍ତା ପୁକେରିମା ସାହିରେ ଚଢ଼ାଉ କରି ଏକ ବୋଲରରୁ ୧ କୁଇଣ୍ଟାଲ ୬ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଫୁଲବାଣୀ ସହର ପାଖ ସରୁପଡାର…

କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି/କୋଟଗଡ଼,୧୨।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ରବିବାର ସନ୍ଧ୍ୟାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଫଳରେ ଜିଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ସହ ରାସ୍ତା ଧୋଇଯିବା କାରଣରୁ ଯାତାୟାତରେ ସମସ୍ୟା ଦେଖାଯାଇଛି । ଦାରିଙ୍ଗବାଡ଼ିଠାରୁ ବାଲିଗୁଡ଼ା, ତୁମୁଡ଼ିବନ୍ଧ, ଭବାନୀପାଟଣା, ରାଇପୁର ଆଦିକୁ ସଂଯୋଗ…

ଖଟିଆରେ ବୁହାହେଲେ ଗର୍ଭବତୀ

ଦାରିଙ୍ଗବାଡ଼ି,୧୨ା୮(ଡି.ଏନ୍‌.ଏ.-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ରବିବାର ଅପରାହ୍ନରେ ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ନିଆଯାଉଥିବା ବେଳେ ଜଙ୍ଗଲ ରାସ୍ତାରେ ସେ ପ୍ରସବ କରିଛନ୍ତି। ତାଜୁଙ୍ଗିଆ ପଞ୍ଚାୟତ ଦୁବୁରି ଗାଁକୁ ଗାଁକୁ ରାସ୍ତା ନାହିଁ । ବଣ ପାହାଡ଼…

ନାଗରିକ ମଞ୍ଚ ତରଫରୁ ଚାରାରୋପଣ

ରାଇକିଆ,୧୨ା୮(ଡି.ଏନ୍‌.ଏ.)-ରାଇକିଆ ନାଗରିକ ମଞ୍ଚ ତରଫରୁ ଷ୍ଟେଟବ୍ୟାଙ୍କ ରୋଡ଼ଠାରେ ଶନିବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ବିଭିନ୍ନ ପ୍ରକାର ଚାରାରୋପଣ କରାଯିବା ସହ ଏହାର ସୁରକ୍ଷା ପାଇଁ ତାରବାଡ଼ ଲଗାଯାଇଛି। ରାସ୍ତାର ଉଭୟ ପାର୍ଶ୍ୱ ସଫେଇ କରାଯାଇଥିଲା। ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?