କନ୍ଧମାଳ

ଓଲଟିଲା ମାଛ ବୋଝେଇ ଅଟୋ

ବାଲିଗୁଡ଼ା,୧୯ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ମୁସୁକୁଲିସ୍ଥିତ ବୁଲାଣି ନିକଟରେ ରବିବାର ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଦୁର୍ଘଟଣା ଘଟିଛି। ଘଟଣାରୁ ପ୍ରକାଶ ଯେ, ବାଲିଗୁଡ଼ାରୁ ଅଟୋ ଯୋଗେ ବାରଖମାକୁ ମାଛ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ଯୁବତୀ ରହିଛନ୍ତି। ଆହତ ବ୍ୟକ୍ତିମାନେ ହେଲେ ଅର୍ମାନ ନାୟକ,…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ମାଓବାଦୀ ମୁକ୍ତ ପାଇଁ ଜୋରଦାର ଅପରେଶନ କରାଯାଇ ଦାରିଙ୍ଗବାଡି ଅଞ୍ଚଳରେ ଚଳପ୍ରଚଳ କରୁଥିବା…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ ପୁରୁଷ ଏକାଠି ହୋଇ ଚୋରାମଦ କାରବାର କରୁଥିବା ଲୋକଙ୍କ ନିକଟରେ ପହଞ୍ଚି ଖୋଲା…

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ ବିଦ୍ୟାଳୟରେ ଏବଂ ରାଇକିଆ ଅଞ୍ଚଳରେ କୃତିତ୍ୱ ଓ ଗୌରବ ହାସଲ କରିଛନ୍ତି ।…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ ଏହି ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ପରିବାର ଲୋକେ । ଫୁଲବାଣୀ…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ ନୂତନ ନଳକୂପ ଖନନ କରାଯାଇଛି। ଏହାକୁ ନେଇ ଡବେରୀରେ ଖୁସିର ଲହରୀ ଖେଳିଯାଇଛି।…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ। ଏହି ପରିପ୍ରେକ୍ଷୀରେ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ…

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର କଲେ ଏମିତି କାମ: ସାଧୁବାଦ ଜଣାଇଲେ ଯାତ୍ରୀ

ଦାରିଙ୍ଗବାଡି, ୧୪।୪ (ଅରୁଣ ସାହୁ ):ଆଜି ହନୁମାନ ଜୟନ୍ତୀ ଏବଂ ବିଷୁବ ସଂକ୍ରାନ୍ତି ଏଥିପାଇଁ ଚଳ ଚଞ୍ଚଳ ହୋଇପଡିଛି ଦାରିଙ୍ଗବାଡି। ଗୋଟିଏ ପଟେ ଗ୍ରୀଷ୍ମର ପ୍ରଭାବ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ଏହି ସଂକ୍ରାନ୍ତିକୁ ପଣା ସଂକ୍ରାନ୍ତି ଭାବେ ମଧ୍ୟ ପାଳନ…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ବ୍ଲକ୍‌ ଅଞ୍ଚଳର ଏକାଧିକ ସ୍ବୟଂ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ ନିକଟ ବାଲୁବାଙ୍ଗା ଗ୍ରାମର ପୁଷର ପ୍ରଧାନ(୪୧) ବୋଲି ଅଗ୍ନିଶମ ଅଧିକାରୀ ଧବଳେଶ୍ୱର ପ୍ରଧାନ…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ଅଭିଯୋଗ ଚର୍ଚ୍ଚ କମିଟିର ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?