୮ ମାସ ହେବ ବିଏସଏନଏଲ ସେବା ଅଚଳ: ଆନ୍ଦୋଳନ ପାଇଁ ସଜବାଜ ପଞ୍ଚାୟତବାସୀ
ଦାରିଙ୍ଗବାଡି, ୨୩।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତରେ ଦୀର୍ଘ ୮ ମାସ ହେଲା ବିଏସଏନଏଲର ମୋବାଇଲ ସେବା ଅଚଳ ହୋଇପଡିଛି। ଫଳରେ ଅଞ୍ଚଳରେ ଉପଭୋକ୍ତାମାନେ ବହୁ ହଇରାଣ ଭୋଗୁଛନ୍ତି। ବିଶେଷ କରି ଆଦିବାସୀ ଅଧ୍ୟ୍ୟୁଷିତ ଉକ୍ତ...
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣକ ଜୀବନ, ୩ ଗୁରୁତର, ଆମ୍ବୁଲାନ୍ସ ନ ମିଳିବାରୁ ତେଜିଲା ଅସନ୍ତୋଷ
ରାଇକିଆ,୨୨।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଆଦର୍ଶ ବିଦ୍ୟାଳୟ ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ୨ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।...
ଗୋଟିଏ ଦିନ ପୂର୍ବରୁ ଥିଲେ ନିଖୋଜ, ଆଜି ପୋଖରୀରୁ ମିଳିଳା ମୃତଦେହ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡ଼ି ଗ୍ରାମର ଯଶବନ୍ତ ନାୟକଙ୍କ (୫୦) ମୃତଦେହ ମଙ୍ଗଳବାର ସକାଳ ସମୟରେ ପୋଖରୀରୁ ଉଦ୍ଧାର କରାଯାଇଛି। ସୋମବାର ସେ ନିଖୋଜ ରହିଥିବା ବେଳେ ତାଙ୍କ ପୋଷାକ, ଚପଲ...
ସିମନବାଡ଼ିରେ ବ୍ୟକ୍ତି ନିଖୋଜ, ପୋଖରୀ ମୁଣ୍ଡରେ ରହିଛି ପୋଷାକ, ଚପଲ
ଦାରିଙ୍ଗବାଡି, ୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର ଜଣେ ବ୍ୟକ୍ତି ସକାଳ ଠାରୁ ନିଖୋଜ ଅଛନ୍ତି । ନିଖୋଜ ବ୍ୟକ୍ତି ହେଲେ ଯଶୋବନ୍ତ ନାୟକ (୫୦) ବୋଲି ଜଣାପଡିଛି । ନିଖୋଜ...
୨୦ ଦିନ ହେଲା ବିଏସ୍ଏନ୍ଏଲ ସେବା ଅଚଳ, ଉପଭୋକ୍ତା ହନ୍ତସନ୍ତ
ଦାରିଙ୍ଗବାଡ଼ି,୨୧ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଗତ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ବିଏସ୍ଏନ୍ଏଲର ମୋବାଇଲ ନେଟ୍ଓ୍ବର୍କ ସେବା ଅଚଳ ହୋଇପଡ଼ିଛି। ଫଳରେ ଉପଭୋକ୍ତାମାନେ ହଇରାଣ ଭୋଗୁଛନ୍ତି। ମୋବାଇଲ ସେବା ଅଚଳ ଯୋଗୁ ଗ୍ରାହକ ସେବାକେନ୍ଦ୍ର ସମେତ...
ସବୁଜିମା ହେବ ଲଣ୍ଡା ପାହାଡ଼, ସିଡ୍ ବଲ୍ ତିଆରିରେ ବ୍ୟସ୍ତ ଆଦିବାସୀ ମହିଳା
ଦାରିଙ୍ଗବାଡ଼ି,୨୧ା୭(ଅରୁଣ ସାହୁ): ସାରା ପୃଥିବୀରେ ଜଳବାୟୁ ପରିବର୍ତ୍ତନକୁ ନେଇ ଚିନ୍ତା ବଢ଼ିଥିବା ବେଳେ ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ଅନେକ ଗାଁରେ ଜଙ୍ଗଲ ଉଜୁଡ଼ି ଯାଇଥିବା ବେଳେ ଲୋକଙ୍କ ମଧ୍ୟରେ ସଚେତନ ବୃଦ୍ଧି...
ତାମିଲନାଡୁଠାରେ ଦୁର୍ଘଟଣାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା: ଖବର ପ୍ରକାଶ ପରେ ପରିବାରକୁ ମିଳିଲା ହରିଶ୍ଚନ୍ଦ୍ର ଅନୁଦାନ
ଦାରିଙ୍ଗବାଡି, ୨୦।୭ (ଅରୁଣ ସାହୁ): ଗ୍ରୀନବାଡି ପଞ୍ଚାୟତରେ ହରିଶ୍ଚନ୍ଦ୍ର ଯୋଜନାରେ ଉପଭୋକ୍ତାଙ୍କୁ ମିଳୁନି ଅନୁଦାନ। ଏ ସମ୍ପର୍କିତ ଖବର ରବିବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶିତ ହେବା ପରେ ଗ୍ରୀନବାଡି ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରବିବାର ଛୁଟି...
ଗାଜଲବାଡ଼ି ଘାଟିରେ ଫସିଛି ଟ୍ୟାଙ୍କର; ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର, ଭଞ୍ଜନଗର ଯାତାୟାତ ଠପ୍
ଦାରିଙ୍ଗବାଡି, ୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଯାତାୟାତ ଠପ ହୋଇଯାଇଛି। ଉକ୍ତ ଘାଟି ରାସ୍ତାର ଏକ ବୁଲାଣିରେ ଟ୍ୟାଙ୍କର ଫସିଯିବା କାରଣରୁ ଏଭଳି ସ୍ଥିତି...
ଦାରିଙ୍ଗବାଡ଼ି-ବେଲଘରରେ ହେବ ପର୍ଯ୍ୟଟକଙ୍କ ପାଇଁ ବ୍ୟବସ୍ଥା: ଗାଁ ଭିତରେ ହେବ ହୋମ୍ ଷ୍ଟେ
ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଆଉ ଗୋଟିଏ ପାଦ ଆଗକୁ ବଢ଼ିଛନ୍ତି। ଏଥିପାଇଁ ନୂତନ ଯୋଜନାକୁ ସଫଳ କରିବା ପାଇଁ ସର୍ଭେ କାର୍ଯ୍ୟ କରାଉଛନ୍ତି। ବିଶେଷକରି କନ୍ଧମାଳ ଜିଲା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ...
ତାମିଲନାଡୁରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିନି ହରିଶ୍ଚନ୍ଦ୍ର ଅନୁଦାନ
ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଜଣେ ଯୁବକ ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବାବେଳେ ରାସ୍ତା ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ସେ ହେଲେ ମୃତକ ରଘୁନାଥ ନାୟକ। ତାଙ୍କ ମୃତ ଶରୀର...
କନ୍ଧମାଳରେ ଲଜ୍ଜା: ପୁଣି ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ମାସିକ ସାନିଟାରୀ ପ୍ୟାଡ୍ ନ ନେବାରୁ…
ତୁମୁଡିବନ୍ଧ/ବାଲିଗୁଡ଼ା,୧୯।୭(ଦୀପକ କୁମାର ପରାସେଠ/ସଞ୍ଜୟ କୁମାର ପାଣିଗ୍ରାହୀ): ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ। ମାସିକ ସାନିଟାରୀ ପ୍ୟାଡ୍ ନ ନେବାରୁ ସନ୍ଦେହକୁ ଆସି ଡାକ୍ତରୀ ମାଇନା ପରେ ମାମଲା ରୁଜୁ କଲେ ବିଦ୍ୟାଳୟ କର୍ତ୍ତୃପକ୍ଷ। କନ୍ଧମାଳ ଜିଲାର ତୁମୁଡିବନ୍ଧ ବ୍ଳକ ଅନ୍ତର୍ଗତ ବେଲଘର...
୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା ଟିକା ନୁହେଁ, ଭୁତାଣୁ ଜନିତ ଜ୍ୱର
ଦାରିଙ୍ଗବାଡ଼ି,୧୯ା୭ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ଜଣ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶକ୍ରମେ ଜିଲା ଅତିରିକ୍ତ ସ୍ବାସ୍ଥ୍ୟଧିକାରୀ ପ୍ରସନ୍ନ କୁମାର ତ୍ରିପାଠୀ ତଦନ୍ତ...
Archives


