କନ୍ଧମାଳ

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ କଲେ ତାଙ୍କ ଗୁହାରି ସେଠି କେହି କର୍ଣ୍ଣପାତ ମଧ୍ୟ କରୁନାହାନ୍ତି ଆଉ ଅଭିଯୋଗ…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି। ପ୍ରକାଶ ଯେ, ସୋମବାର ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ କନ୍ଧମାଳ ଜିଲାପାଳ ବେଦ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ ଶତାଧିକ କଂଗ୍ରେସ ଦଳର କର୍ମୀ ଭେଟି ସ୍ୱାଗତ କରିଥିଲେ । ସେ କଂଗ୍ରେସ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ, ବଲସକୁମ୍ପା ସ୍କୁଲ, ଖଲିଗୁଡୁରି, ନବଗୁବା ସ୍କୁଲରେ କମ୍‌ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ହେଲେ…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ ପରିବାର ସର୍ବସ୍ୱ ହରେଇବା ଅଭିଯୋଗ ହେଉଛି । ଉକ୍ତ ଅଞ୍ଚଳରେ ଜଣେ ବ୍ୟବସାୟୀ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଏଥିରେ ଦାରିଙ୍ଗବାଡି ବ୍ଲକର ୧୬ଟି ପଞ୍ଚାୟତର ୧୭୫ଜଣ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ ଆସୁଥିବା ଅଭିଯୋଗ ପୁଣି ବାରମ୍ବାର ସେହି ସମାନ ଅଭିଯୋଗ ଆସୁଥିବା ଓ ଏଥିପାଇଁ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ ସେବକ ରୂପେ କାର୍ଯ୍ୟ କରୁଥିବା ତାଙ୍କ ସ୍ତ୍ରୀଙ୍କ ସହ ରହୁଥିଲେ। ଅପହୃତ ଯୁବକ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି। ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିଜେ ଉଠା ଦୋକାନୀଙ୍କ ପାଇଁ ଥଇଥାନ ପାଇଁ…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି । ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ ଆର୍ଥିକ ପରିସ୍ଥିତି ବଢିବାରେ ଲାଗିଛି । ସେପଟେ ନିଶାସକ୍ତ ଲୋକଙ୍କ ପରିବାର ସର୍ବସ୍ୱ…

ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା ଦୋକାନୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଥଇଥାନ କରାଯିବାରେ ବିଳମ୍ବକୁ ନେଇ ଦେଖାଯାଇଛି ଉତ୍ତେଜନା।…

୨୦୨୬ବଜେଟ ଉପସ୍ଥାପନା ସହ ଭାଜପାର ସମର୍ପଣ ଦିବସ ପାଳିତ, ସରକାରଙ୍କ ଭିବି-ଜି-ରାମଜୀ ଯୋଜନା ସମ୍ପର୍କରେ ଆଲୋଚନା

ଦାରିଙ୍ଗବାଡି, ୧୨।୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ଭାଜପାର ଶକ୍ତିକେନ୍ଦ୍ର ଠାରେ ଚଳିତ ବଜେଟ ଉପସ୍ଥାପନା ଏବଂ ଭାଜପାର ସମର୍ପଣ ଦିବସ ପାଳିତ ହୋଇଯାଇଛି। ଏଥିରେ ବିକଶିତ ଭାରତ ଗ୍ୟାରେଣ୍ଟି ରୋଜଗାର ଆଜୀବିକା ମିଶନ ( ଭିବି-ଜି-ରାମଜୀ)ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?