ଅବ୍ୟବସ୍ଥାରେ ଗଣ୍ଡସାହି, ବେଙ୍ଗସାହି ଅଙ୍ଗନୱାଡି
ଫୁଲବାଣୀ ଅଫିସ/ଟିକାବାଲି, ୨୮ା୨:ସରକାର ଛୋଟ ପିଲା ଏବଂ ଗର୍ଭବତୀ ଙ୍କୁ ଅଙ୍ଗନୱାଡି କେନ୍ଦ୍ରରେ ପୁଷ୍ଟିକର ଆହାର ଯୋଗାଇ ଦେଉଛନ୍ତି ା ଯୋଜନାର ମୂଳ ଲକ୍ଷ୍ୟ ରହିଛି କେହି ଯେପରି ଅପପୁଷ୍ଟିର ଶୀକାର ନ ହେବେ ା କିନ୍ତୁ ଗ୍ରାମାଞ୍ଚଳରେ ଥିବା...
ପୂର୍ବତନ ପିଇଓ, ସରପଞ୍ଚଙ୍କୁ ଜେଲ
ଫୁଲବାଣୀ ଅଫିସ, ୨୭ା୨: ସରକାରୀ ଅର୍ଥ ଆତ୍ମସାତ୍ ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ସମରବିଳାସ ବେହେରା ସମ୍ପୃକ୍ତ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ୪ ବର୍ଷ ଏବଂ ସରପଞ୍ଚଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ...
୭୨ ଅଭିଯୋଗ ଶୁଣିଲେ ଜିଲାପାଳ: ୩ଜଣଙ୍କୁ ମିଳିଲା ଚିକିତ୍ସା ସହାୟତା
ଦାରିଙ୍ଗବାଡ଼ି,୨୭।୨(ଡି.ଏନ୍.ଏ.): କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ସୋମବାର ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜନଶୁଣାଣି କରିଛନ୍ତି। ଏଥିରେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୋଟ ୭୨ ଅଭିଯୋଗ ହୋଇଥିଲା। ସେଥି ମଧ୍ୟରେ ୪୯ ବ୍ୟକ୍ତିଗତ ସମସ୍ୟା ରହିଥିବା...
ସ୍କୁଲରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର
ଖଜୁରୀପଡ଼ା,୨୭ା୨: ବିଦ୍ୟାଳୟରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର। ଏହି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଝାଡ଼ବଲସକୁମ୍ପା ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ପାଠ ପଢ଼ିବା ପରିବର୍ତ୍ତେ ସ୍କୁଲରେ ରୋଷେଇ କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି।...
ମାଓବାଦୀ ମୁକ୍ତ ପାଇଁ ଗୋଇନ୍ଦା ନିର୍ଦ୍ଦେଶକଙ୍କ ଆହ୍ବାନ
ବାଲିଗୁଡା,୨୩ା୨(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳକୁ ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ଦିନିକିଆ ଗସ୍ତରେ ଆସି ବିଭିନ୍ନ ଥାନା ଓ ସିଆର୍ପିଏଫ କ୍ୟାମ୍ପ ପରିଦର୍ଶନ କରିଛନ୍ତି। ତାଙ୍କ ସହ ଆଇଜି ଅପରେଶନ ଅମିତାଭ ଠାକୁର, ଆଇଜି ସିଆର୍ପିଏଫ...
ସିଆର୍ପିଏଫ୍ ଯବାନ କହି ଠକି ନେଲେ ୮୩ ହଜାର
ବାଲିଗୁଡା,୨୩।୨: ନିଜକୁ ସିଆର୍ପିଏଫ୍ ଯବାନର ପରିଚୟ ଦେଇ ଜଣେ ମାଛ ବ୍ୟବସାୟୀଙ୍କଠାରୁ ଟଙ୍କା ଠକେଇ ଘଟଣା ବାଲିଗୁଡ଼ା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲିଟିଛି। ଠକେଇର ଶିକାର ହୋଇଛନ୍ତି କନ୍ଧମାଳ ଜିଲା ବାଲିଗୁଡା ଏନ୍ଏସି ନୂଆସାହିର ମାଛ ବ୍ୟବସାୟୀ ଶଙ୍କର ବେହେରା।...
ଜି.ଉଦୟଗିରିରେ ୨ଶହ ଟଙ୍କା ନକଲି ନୋଟ
ଜି.ଉଦୟଗିରି, ୨୧ା୨: କନ୍ଧମାଳ ଜିଲା ଜି.ଉଦୟଗିରି ବଜାରରେ ୨ଶହ ଟଙ୍କିଆ ନକଲି ନୋଟ ଧରାପଡିଛି। ବ୍ରଜ ଖୁଣ୍ଟିଆ ନାମକ ଜଣେ ବ୍ୟକ୍ତିଙ୍କର ବଜାରରେ ଏକ ପକୋଡା ଦୋକାନ ରହିଛି। ମଙ୍ଗଳବାର ସନ୍ଧ୍ୟାରେ ଗହଳି ସୁଯୋଗ ନେଇ କେହି ଜଣେ ବ୍ୟକ୍ତି...
୬୦% ଜବ୍କାର୍ଡଧାରୀ କାମ ପାଇଁ ଇଚ୍ଛୁକ ନୁହନ୍ତି
ଫୁଲବାଣୀ ଅଫିସ, ୨୨।୨: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) ଏବେ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ଏହି ଯୋଜନାରେ ବ୍ଲକ ସମେତ ଅନ୍ୟ ବିଭାଗରେ କାମ କରାଯାଉଛି। ବିଶେଷ କରି କୋଭିଡ...
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ
ଫୁଲବାଣୀ ଅଫିସ, ୨୧ା୨: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାରେ ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ସୋମବାର ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ...
ଦୁଇ ମାସରେ ଷ୍ଟ୍ରବେରୀ ଦେଲାଣି ଦେଢ଼ ଲକ୍ଷ
ଦାରିଙ୍ଗବାଡି,୨୧ା୨(ଡି.ଏନ.ଏ.): ଓଡ଼ିଶାର କାଶ୍ମୀରକଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଷ୍ଟ୍ରବେରୀ ଚାଷ ଏବେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ବଡ଼ ସଫଳତା ଦେଇଛି। ପୂର୍ବେ ବର୍ଷକୁ ରୋଜଗାର ମାତ୍ର ୧୦ ହଜାର ଟଙ୍କା ହେଉଥିବା ବେଳେ ଏବେ...
ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ୫୦ ଏକର ଗଞ୍ଜେଇ ଚାଷ ନଷ୍ଟ
ବାଲିଗୁଡା,୨୦।୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ପକ୍ଷରୁ ବାଲିଗୁଡା ବ୍ଲକ କୁଟିକିଆ ପଞ୍ଚାୟତର ସାଉଟିକିଆ ଅଞ୍ଚଳରୁ ଗଞ୍ଜେଇ ଚାଷ ନଷ୍ଟ କରିଥିବା ସୂଚନା ମିଳିଛି। ସୂଚନାନୁସାରେ, ବାଲିଗୁଡା ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ବେଆଇନ ଭାବରେ ଲାଗିଥିବା...
କନ୍ଧମାଳ ହଳଦୀ ଦେଖି ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ, କଫି ପ୍ୟାକେଟ୍ ବି କିଣିଲେ
ଦାରିଙ୍ଗବାଡ଼ି,୧୮ା୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନସୂଚିତ ଜନଜାତି ବସବାସ କରୁଛନ୍ତି। ଏହି ଜିଲାର ହଳଦୀ ସମଗ୍ର ବିଶ୍ୱ ଦରବାରରେ ପରିଚିତ ରହିଥିବା ବେଳେ ଜୈବିକ ପଦ୍ଧତିର ହଳଦୀ ପାଇଁ ବିଶ୍ୱ ବିଖ୍ୟାତ ହୋଇପାରିଛି। ଦିଲ୍ଲୀଠାରୁ ପଲ୍ଲୀ ପର୍ଯ୍ୟନ୍ତ କନ୍ଧମାଳ...