ବଜ୍ରପାତ ନେଲା ୫ ଛେଳିର ଜୀବନ
ଦାରିଙ୍ଗବାଡ଼ି,୧୯ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍ ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁଇଦିନ ହେଲା ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେଉଛି। ଶନିବାର ଉକ୍ତ ବ୍ଲକ୍ ତିଲୋରୀ ପଞ୍ଚାୟତ ଜଗେରମାହା ଗ୍ରାମରେ ବଜ୍ରପାତ ଘଟି ଜୋସେଫ ପ୍ରଧାନଙ୍କ ୫ ଛେଳିଙ୍କ...
ଟିକା ନେଇ ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ଆସିଲା ତଦନ୍ତ ରିପୋର୍ଟ, ଟିକାକରଣ ନୁହେଁ, ଏହି କାରଣରୁ…
ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ଅତିରିକ୍ତ ସ୍ବାସ୍ଥ୍ୟାଧିକାରୀ ପ୍ରସନ୍ନ କୁମାର...
ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣା ଖବର ପ୍ରକାଶ ପରେ ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ, ଡାକ୍ତର କହିଲେ ବିପଦ ନାହିଁ
ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ କନ୍ଧମାଳ ଜିଲା ଶିକ୍ଷାଧିକାରୀ ରାଜେଶ ସ୍ବାଇଁଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡ଼ି ବିଇଓ କାର୍ଯ୍ୟାଳୟ ପକ୍ଷରୁ...
ଟୀକାନେଇ ୬ ଛାତ୍ରୀଛାତ୍ର ଗୁରୁତର: ତଦନ୍ତ କଲେ ଏବିଇଓ, ସିଆରସିସି
ଦାରିଙ୍ଗବାଡି, ୧୮।୭ (ଅରୁଣ ସାହୁ): ଟୀକାନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ଏନେଇ ଧରିତ୍ରୀରେ ଖବର ପ୍ରକାଶିତ ପରେ ଜିଲା ଶିକ୍ଷାଧିକାରୀ ରାଜେଶ ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡି ବିଇଓ କାର୍ଯ୍ୟାଳୟରୁ ଏବିଇଓ ଗୋକୁଳାନନ୍ଦ ନାୟକ, ବନମାଳୀ...
ଗର୍ଭବତୀଙ୍କ ମୃତ୍ୟୁ ଘଟଣା: ତଦନ୍ତ ଆରମ୍ଭ କଲେ ସିଡିପିଓ, ଆଶାକର୍ମୀଙ୍କୁ ଦାୟୀ କରି…
ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଗର୍ଭବତୀ ବନିଆ ପ୍ରଧାନଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସମ୍ପର୍କିତ ଖବର ଧରିତ୍ରୀରେ ପ୍ରକାଶ ପାଇବା...
ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି
ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ ସେହି ଟିକାକରଣ ପରେ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ନେଇ ଅଭିଭାବକ ମହଲରେ ଚିନ୍ତା...
ତୁମୁଡିବନ୍ଧରେ ବନ୍ଦ ପ୍ରଭାବ: ଜନଜୀବନ ପ୍ରଭାବିତ
ତୁମୁଡିବନ୍ଧ,୧୭।୭(ଦୀପକ କୁମାର ପରାସେଠ):ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତିଙ୍କ ବନ୍ଦ ଡାକରାରେ କନ୍ଧମାଳ ଜିଲା ତୁମୁଡିବନ୍ଧ ପୁରା ବନ୍ଦ ଥିବା ଆଜି ଗୁରୁବାର ଦେଖିବାକୁ ମିଳିଛି। ତୁମୁଡିବନ୍ଧ ବ୍ଳକ କଂଗ୍ରେସ...
ନିଜ ଦଳର ବିଧାୟକଙ୍କୁ ଗୋ ବ୍ୟାକ୍ କହିଲେ କଂଗ୍ରେସ କର୍ମୀ: ୨ ଗୋଷ୍ଠୀ ମୁହାଁମୁହିଁ
ଦାରିଙ୍ଗବାଡି,୧୭।୭(ଅରୁଣ ସାହୁ):ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ଶାଖା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ...
କଂଗ୍ରେସର ବନ୍ଦ ଡାକରା ପ୍ରଭାବ: ଚାଲି ଚାଲି ପରୀକ୍ଷା କେନ୍ଦ୍ରକୁ ଆସିଲେ ଛାତ୍ରୀଛାତ୍ର
ଦାରିଙ୍ଗବାଡି, ୧୭ ।୭ (ଅରୁଣ ସାହୁ)-ସାରା ରାଜ୍ୟରେ ଗୁରୁବାର ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ଶାଖା ବନ୍ଦ ଡାକରା ଦେଇଥିବାବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ତେବେ ଦାରିଙ୍ଗବାଡି ସରକାରୀ ଆଇଟିଆଇରେ ପୂର୍ବ...
ଏମିତି ପୁଅ ଆଉ ଖୋଜିଲେ ମିଳିବ ନାହିଁ…ରଘୁନାଥଙ୍କୁ ଝୁରୁଛି ସମଗ୍ର ଗାଁ
ଦାରିଙ୍ଗବାଡି,୧୭।୭ (ଅରୁଣ ସାହୁ)- ତାମିଲନାଡୁରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକଙ୍କ ମୃତଦେହ ଗୁରୁବାର ମଧ୍ୟାହ୍ନରେ ତାଙ୍କୁ ଗ୍ରୀନବାଡି ବାସଭବନରେ ପହଞ୍ଚିଛି। ରଘୁନାଥ ନାୟକ ଓରଫ ଦାସିଆଙ୍କ ମୃତଦେହ ପହଞ୍ଚିବା ସମୟରେ ଶହ ଶହ ଲୋକ ରୁଣ୍ଡ ହୋଇଥିଲେ। ରଘୁନାଥଙ୍କୁ ତାଙ୍କ...
ବନ୍ଦ ପାଳନବେଳେ ବ୍ୟାନରରୁ କାଟି ବାହାର କରିଦେଲେ କଂଗ୍ରେସ ବିଧାୟକଙ୍କ ଫଟୋ, କମିଟିର ଅବହେଳା ପାଇଁ…
ଦାରିଙ୍ଗବାଡ଼ି,୧୭ା୭(ଅରୁଣ ସାହୁ): ସାରା ରାଜ୍ୟରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବନ୍ଦ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସ କମିଟି ପକ୍ଷରୁ ମଧ୍ୟ ବନ୍ଦ ପାଳନ କରାଯାଉଛି। ତେବେ ବନ୍ଦ ପାଳନ ବେଳେ ଏକ ଅଭାବନୀୟ...
କଂଗ୍ରେସର ଓଡ଼ିଶା ବନ୍ଦ ଡାକରାରେ ଦାରିଙ୍ଗବାଡ଼ି ଠପ୍
ଦାରିଙ୍ଗବାଡ଼ି,୧୭ା୭(ଅରୁଣ ସାହୁ): ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନ୍ୟାୟ ନମିଳିବା ଓ ସେ ନ୍ୟାୟ ଦାବି କରି ନିରାଶ ହେବା ପରେ ମହାବିଦ୍ୟାଳୟ ପରିସର ମଧ୍ୟରେ ଆତ୍ମାହୁତି ଦେବା ଘଟଣାରେ ସାରା ରାଜ୍ୟକୁ ପ୍ରଦେଶ କଂଗ୍ରେସ...
Archives


