ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ
ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୪ ମାଓବାଦୀ KKBN ଡିଭିଜନର ବୋଲି ସୂଚନା…
ଦୁଃସାହାସିକ ଖେଳ ପ୍ରଦର୍ଶନ କଲେ ଛାତ୍ରୀଛାତ୍ର: ବାହାରିଲା ବିରାଟ ଶୋଭାଯାତ୍ରା
ଦାରିଙ୍ଗବାଡି,୬।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ଼ସର କ୍ୟାମ୍ପରୀର ଶୁକ୍ରବାର ହେଉଛି ଦିତୀୟ ଦିବସ। ଦ୍ୱିତୀୟ ଦିବସର ସକାଳ ୭ଟାରୁ ୪ ଶହରୁ…
ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି କରୁଛି। ଅଞ୍ଚଳବାସୀଙ୍କୁ କଲବଲ କରୁଛି ଦୂଷିତ ପରିବେଶ। ଏବେ ଦାରିଙ୍ଗବାଡି ସହରର ଚାରି…
ସ୍କାଉଟ୍ସ ଓ ଗାଇଡ୍ସ ଶିବିର ଉଦ୍ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ
ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍ସ ଓ ଗାଇଡସ୍ ଶିବିର ଅପରାହ୍ନରେ ଉଦ୍ଘାଟିତ ହୋଇଯାଇଛି । ଏହି ଅବସରରେ କନ୍ଧମାଳ ଜିଲା…
ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ
ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ ସରସ ସୁନ୍ଦର ଓ ଲୋକଲୋଚନକୁ ଆଣିବା ପାଇଁ ଅତିଥିମାନଙ୍କୁ ପାରମ୍ପରିକ ଚାଙ୍ଗୁ ବାଦ୍ୟ…
ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ
ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ ୩ ଦିନିଆ ପ୍ରତିଯୋଗିତା ଓ ତାଲିମ ଶିବିର ଅନୁଷ୍ଠିତ ହେଉଛି। ଏଥିରେ ଜିଲାର…
ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍, ଅବ୍ୟବସ୍ଥା ଦେଖି…
ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର ଖର ଏବଂ ଦେବବ୍ରତ ପତି ଥିଲେ। ପୂର୍ବରୁ କାୟାକଳ୍ପ ଦଳ ପରିଦର୍ଶନରେ ଆସିବା…
ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…
ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ନୀତେଶ ନାୟକ ଓ…
ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍ଡୋଜର: ଜବରଦଖଲ ଉଚ୍ଛେଦ
ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ ବୁଧବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ପ୍ରକାଶ ଯେ, ଦାରିଙ୍ଗବାଡିର ୪ ଛକ…
ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’
ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ୍ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତ ଗୁଟଖାପଦର ଗାଁରେ ଏପରି…
ଅନେକ ଜୀବନ ବଞ୍ଚାଇ ଚର୍ଚ୍ଚାରେ ଧବଳେଶ୍ୱର: ଦୁର୍ଗମ ଅଞ୍ଚଳର ପାଲଟିଛନ୍ତି ସାହା
ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଅନେକ ଦୁର୍ଗମ ଓ ଅପହଞ୍ଚ ଅଞ୍ଚଳ ରହିଛି। ଅନେକ ସମୟରେ ଅପହଞ୍ଚ ଅଞ୍ଚଳରେ କୌଣସି ଅଘଟଣ ଘଟିଲେ ଲୋକଙ୍କୁ ସେବା ଯୋଗାଇବା କାଠିକର ପାଠ। ତେବେ ଏହାକୁ ଭୁଲ ପ୍ରମାଣିତ କରି ଦେଖାଇଛନ୍ତି ଦାରିଙ୍ଗବାଡି ଅଗ୍ନିଶମ…
ଜିଲାପାଳଙ୍କ ନୂଆ ପୁସ୍ତକ ‘ପାର୍ଶ୍ୱସ୍ରୋତ’କୁ ନେଇ ବଢୁଛି ଚର୍ଚ୍ଚା: କନ୍ଧମାଳର ଐତିହ୍ୟକୁ ନେଇ…
ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲାର ପୂର୍ବତନ ଜିଲାପାଳ ତଥା ଏବେକାର ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜଙ୍କ ଦ୍ୱାରା ଲେଖାଯାଇଥିବା ପୁସ୍ତକ ‘ପାର୍ଶ୍ୱସ୍ରୋତ’ ଉନ୍ମୋଚନ ହୋଇଯାଇଛି। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଦୁର୍ଗମ ଅଞ୍ଚଳରେ ଜନଜାତି, କୁଟିଆ କନ୍ଧଙ୍କ ଜୀବନୀ ପାରମ୍ପରିକ ଚଳଣି ସହ…

