କନ୍ଧମାଳ

ଲିଫ୍ଟ ମାଗି ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଦାରିଙ୍ଗବାଡ଼ି,୯ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ଲିଫ୍ଟ ମାଗି ମରଣାନ୍ତକ ଆକ୍ରମଣ କରିବାରୁ କୋଟଗଡ଼ ବ୍ଲକ ରାଣିପାଙ୍ଗା ବିଦ୍ୟାଳୟର ଶିକ୍ଷକ ନହୁ ପ୍ରଧାନ ଆହତ ହୋଇଛନ୍ତି। ତାଙ୍କ ନିଜ ଗ୍ରାମ...

ହୋଲିରେ ମସ୍‌ଗୁଲ୍‌ ଗାଁଠୁ ସହର

ବାଲିଗୁଡ଼ା,୮ା୩(ଡି.ଏନ୍‌.ଏ.): ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସିଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ। ପରସ୍ପର ମଧ୍ୟରେ ସ୍ନେହ...

ଦାରିଙ୍ଗବାଡ଼ିରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଦାରିଙ୍ଗବାଡି, ୮।୩ (ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସାରିଙ୍ଗିଇର୍ପି ପଡିଆଠାରେ ବୁଧବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବ୍ଲକର ୨୫ ପଞ୍ଚାୟତରୁ ଶତାଧିକ ମହିଳା ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଦାରିଙ୍ଗବାଡି ନାରୀ ମହାସଙ୍ଘ ପକ୍ଷରୁ...

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦...

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦...

ପାରମ୍ପରିକ ଫୁଲଝାଡୁ ଚାଷ ଦେଇଛି ରୋଜଗାର

ଦାରିଙ୍ଗବାଡ଼ି,୫ା୩(ଡି.ଏନ୍‌.ଏ.): ସବୁ ଘରେ ରାତି ପାହିଲେ ଖୋଜା ପଡ଼େ ଝାଡୁ। ଝାଡୁର ଆବଶ୍ୟକତା ସମସ୍ତଙ୍କ ନିକଟରେ ଥାଏ। ହେଲେ ପ୍ଲାଷ୍ଟିକ ଯୁଗରେ ଏବେବି ଫୁଲଝାଡୁର ଚାହିଦା ରହିଛି। ସେହିପରି ରାଜ୍ୟରେ ବିଭିନ୍ନ ଜିଲାରେ ବିଭିନ୍ନ ପ୍ରକାର ଝାଡୁ ତଥା ତାଳ...

ଫୁଲଝାଡ଼ୁ ଚାଷ ଦେଇଛି ରୋଜଗାର

ଦାରିଙ୍ଗବାଡ, ୫।୩(ଡି.ଏନ୍‌.ଏ): ସବୁ ଘରେ ରାତି ପାହିଲେ ଖୋଜା ପଡେ ଝାଡୁ। ପ୍ଲାଷ୍ଟିକ ଯୁଗରେ ଏବେ ବି ଫୁଲଝାଡୁର ଚାହିଦା ରହିଛି। ସେହିପରି ରାଜ୍ୟରେ ବିଭିନ୍ନ ଜିଲାରେ ବିଭିନ୍ନ ପ୍ରକାର ଝାଡୁ ତଥା ତାଳପତ୍ର ସମେତ ଖଜୁରି ଝାଡୁ, ନଡ଼ିଆ...

ଅଳିଆଗଦାରେ ଶତାଧିକ ସ୍ବାସ୍ଥ୍ୟକାର୍ଡ

ପାରଳାଖେମୁଣ୍ଡି, ୫।୩ (ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସର ଅଳିଆଗଦାରେ ଶତାଧିକ ସ୍ବାସ୍ଥ୍ୟକାର୍ଡ ପଡ଼ିଥିବା ଦେଖିବାକୁ ମିଳିଛି। ଯଦିଓ କାର୍ଡଗୁଡ଼ିକ ରାଷ୍ଟ୍ରୀୟ ସ୍ବାସ୍ଥ୍ୟବୀମା ଅର୍ନ୍ତଭୁକ୍ତ, କିନ୍ତୁ ଏତେସଂଖ୍ୟକ କାର୍ଡ ଅଳିଆ ଗଦାରେ ପଡ଼ିବା ନିଶ୍ଚିତ ଦୁର୍ଭାଗ୍ୟଜନକ।...

ଅଭାବୀ ବିକ୍ରି: ମିଳୁନି ଉପଯୁକ୍ତ ଦର

ରାଇକିଆ, ୩।୩(ଡି.ଏନ୍‌.ଏ.): ପନିପରିବା ଚାଷୀଙ୍କୁ ମିଳୁନି ଉପଯୁକ୍ତ ଦର । ମିଳୁନି ବଜାର ସୁବିଧା । ବିକ୍ରି କରି ନ ପାରି ଶେଷରେ ଗୋରୁଙ୍କୁ ଖାଇବାକୁ ଦେଉଛନ୍ତି ଉତ୍ପାଦିତ ଫସଲ। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା...

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଇଓଙ୍କ ଜିମାଦେଲେ ଗ୍ରାମବାସୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୩: ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ଗ୍ରାମବାସୀ ଗୁରୁବାର ଚରମ ପଦକ୍ଷେପ ନେଇଛନ୍ତି। ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ଅନୁସାରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି କରା ନ ଯିବାରୁ ଗ୍ରାମବାସୀ ଉତ୍ତ୍ୟକ୍ତ...

ତାଲା ଭାଙ୍ଗି ଆର୍ମି ଅଫିସରଙ୍କ ଘରୁ ସବୁ ଲୁଟିନେଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାତିରେ ବାଲିଗୁଡ଼ା ଏନ୍‌ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା...

କାର୍ଯ୍ୟରେ ଲାଗୁନି ଗୋଷ୍ଠୀ ଶୌଚାଳୟ

ଖଜୁରିପଡ଼ା,୧।୩:  ଜନସାଧାରଣଙ୍କ ହିତ ପାଇଁ ସରକାର କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ପରବର୍ତ୍ତୀ ସମୟରେ ଯୋଜନା ସବୁ କୌଣସି କାର୍ଯ୍ୟରେ ଲାଗୁ ନାହିଁ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛି ପ୍ରତ୍ୟେକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri