ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…
ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ ଆବାହକ ପ୍ରଶାନ୍ତ କୁମାର ପ୍ରଧାନଙ୍କ ଆହ୍ବାନ କ୍ରମେ ସଂଘର କର୍ମକର୍ତ୍ତାଙ୍କ ସମେତ ଅନୁସୂଚିତ…
ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ
ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା ପଞ୍ଚାୟତର ତୀର୍ଥକ୍ଷେତ୍ର ଋଷିମାଳରେ ପହଞ୍ଚି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ବୁଲି…
ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ
ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା। ଉଦୟ ଚରଣ ଜାନୀଙ୍କ…
ବିଦ୍ୟୁତ୍ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ
ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ବିଦ୍ୟୁତ୍ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା।…
ଦାରିଙ୍ଗବାଡିରେ ହିନ୍ଦୁ ସମ୍ମିଳନୀ: ହନୁମାନ ଚାଳିଶାରେ ପ୍ରକମ୍ପିତ ଅଞ୍ଚଳ
ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଉଯାଇଛି। ଏହି ଅବସରରେ ହିନ୍ଦୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ସକାଳ ୮ ଟାରୁ ଅଗ୍ନିହୋତ୍ର ଓ ଘୃତ ଯଜ୍ଞରୁ ଆରମ୍ଭ କରାଯାଇଥିଲା।…
୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ, ଦାଦନ ଶ୍ରମିକ ଭାବେ…
ତୁମୁଡିବନ୍ଧ,୨୯ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତର ସଭା ଗୃହରେ ୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ୧୨୭ବାଟାଲିଆନର ସିଆରପିଏଫ କମାଣ୍ଡାଣ୍ଟ ପଙ୍କଜ ବର୍ମାଙ୍କ ନିର୍ଦ୍ଦେଶ କ୍ରମେ କରାଯାଇଛି…
ଗର୍ଜିଲା କଂଗ୍ରେସ; ଏମିଜିଏନଇଆରଇଜିଏସ ଯୋଜନାର ନାଁ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କୁ ଚିଠି
ଦାରିଙ୍ଗବାଡି,୨୯।୧(ଅରୁଣ ସାହୁ): ଏମିଜିଏନଇଆରଇଜିଏସ ଯୋଜନାର ନାମ ପରିବର୍ତ୍ତନକୁ କଂଗ୍ରେସର ବିରୋଧ। ଗୁରୁବାର କଂଗ୍ରେସ ପକ୍ଷରୁ ଏନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ କଂଗ୍ରେସର ବ୍ଲକ ସଭାପତି ଜିରୀମୟ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜି. ଉଦୟଗିରି…
ଜବରଦଖଲ ଉଚ୍ଛେଦ ପରେ ସ୍ବାସ୍ଥ୍ୟକେନ୍ଦ୍ର ଚାରିପାଖେ ପଡ଼ିଥିଲା କୁଢ଼କୁଢ଼ ଅଳିଆ: ହାତରେ ଝାଡ଼ୁଧରି ସଫାକଲେ ଡାକ୍ତର
ଦାରିଙ୍ଗବାଡ଼ି,୨୮।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବଜାରରେ ସ୍ବାସ୍ଥ୍ୟକେନ୍ଦ୍ରର ସମ୍ମୁଖରେ ଏକାଧିକ ହୋଟେଲ, ପନିପରିବା ଦୋକାନ ଆଦି ରହିଥିଲା। ତେବେ ଜବର ଦଖଲ ଉଚ୍ଛେଦ ପରେ ଉଠାଦୋକାନୀ ସେଠାରେ ପକାଇଥିବା କୁଢ଼କୁଢ଼ ଅଳିଆକୁ ବୁଧବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ…
ଦାରିଙ୍ଗବାଡି ଅଞ୍ଚଳରେ ବନ୍ଦର ପ୍ରଭାବ ଶୂନ: ଦୋକାନ ବଜାର ଖୋଲା
ଦାରିଙ୍ଗବାଡ଼ି, ୨୮।୧(ଅରୁଣ ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଘଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ କୌଣସି ପ୍ରଭାବ ପଡ଼ି ନ ଥିବା ଜଣାପଡିଛି। ଦୋକାନ ବଜାର, ବ୍ୟାଙ୍କ ସେବା,…
ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ…
ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା ଓ ଛାତ୍ରୀଛାତ୍ର ବହୁ ସମୟ ବିଦ୍ୟାଳୟ ବାହାରେ ଅପେକ୍ଷା କରି ଭୋକ ଉପାସରେ…
ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ: ଚାଷୀଙ୍କ ସହ କଲେ ଏହି ଆଲୋଚନା
ରାଇକିଆ,୨୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ ବୁଲାବୁଲି କରିବା ସହ ସ୍ଥାନୀୟ ଲୋକଙ୍କୁ ହାଟରେ ଭେଟିଛନ୍ତି । ଇଟାଲୀରୁ ଓଡ଼ିଶା ଗସ୍ତରେ ଆସିଥିବା ୧୦ରୁ ଉଦ୍ଧର୍ବ ବିଦେଶୀ ପର୍ଯ୍ୟଟକ ରାଜ୍ୟର ବିଭିନ୍ନ ଅଞ୍ଚଳ ବୁଲୁଛନ୍ତି ।…
ବାର୍ହା ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ, ଦୁଇ ଗୁରୁତର
ଜି.ଉଦୟଗିରି,୨୬।୧(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ବାର୍ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ କାନବାଗିରୀ ଗ୍ରାମର…

