କନ୍ଧମାଳ

ବ୍ଲକ ପ୍ରଶାସନ ପକ୍ଷରୁ ହାତକୁ ନିଆଯାଇଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଶୁଣାଣି

ଦାରିଙ୍ଗବାଡ଼ି,୨୪ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ମଧ୍ୟରେ ବୁଧବାର ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାର ଜନଶୁଣାଣି କାର୍ଯ୍ୟକ୍ରମ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବର ୨୦୨୪ ଠାରୁ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଏହି ଯୋଜନାରେ କରାଯାଇଥିବା ବିଭିନ୍ନ କାର୍ଯ୍ୟ…

ପ୍ରଶାସନର ବଡ଼ ପଦକ୍ଷେପ: ଉନ୍ନୟନ ଟ୍ରଷ୍ଟ ହାତରେ କଫି ବଗିଚା, ଆଦାୟ ହେଉଛି ଅଧିକ ଅର୍ଥ

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଏବେ ବ୍ଲକ ପ୍ରଶାସନ ହାତକୁ ଚାଲିଗଲା। ପ୍ରଥମ ଦିନରେ ହିଁ ହିଲଭିୟୁ ପାର୍କଠାରୁ କଫି ବଗିଚାରେ ଅଧିକ ପର୍ଯ୍ୟଟକ…

ଜଙ୍ଗଲ ଚନ୍ଦା, ପାହାଡ଼ ଲଣ୍ଡା:ପୂର୍ବରୁ କାନ୍ଦୁଲ ଏବେ ମକା ସାଜିଛି କାଳ

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦିନକୁ ଦିନ ମକା ଚାଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଭଲ ରୋଜଗାର ମଧ୍ୟ ମକା ଦେଇଛି। କମ ସମୟ ମଧ୍ୟରେ ମକା ଅମଳ ହେଉଛି। ଆଉ ଚାଷୀ ଲାଭବାନ ମଧ୍ୟ…

ଧରିତ୍ରୀରେ ଖବର ପ୍ରକାଶ ପରେ ଲାଣ୍ଡାଗୁଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ରୋଷେଇ ଘର ନିର୍ମାଣ

ଦାରିଙ୍ଗବାଡି,୨୪।୯ (ଅରୁଣ ସାହୁ): ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷା ପାଇଁ ଗୁରୁତ୍ୱ ଦେଇ ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ପାଠ୍ୟ ପୁସ୍ତକ, ପୋଷାକ ଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ ସହ ପୁଷ୍ଟିକର ଖାଦ୍ୟରେ ମାଣ୍ଡିଆ ଲଡ଼ୁ ଆଦି ପ୍ରଦାନ କରୁଛନ୍ତି। ଏଥିପାଇଁ…

ଦଶହରା ଲାଗି ଦାରିଙ୍ଗବାଡ଼ି ଚଳଚଞ୍ଚଳ: ସ୍ଥାପନ ହେଲା ଶୁଭ ଖୁଣ୍ଟି, ଆଡମ୍ବରରେ ପୂଜା ପାଳନ ଲାଗି…

ଦାରିଙ୍ଗବାଡି, ୨୩।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ମଙ୍ଗଳବାର ଦଶହରା ପର୍ବ ପାଇଁ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ଦୁର୍ଗା ପୂଜା କମିଟିର ସଭାପତି ଜୟଚଦ୍ର ପଡ୍ରା ପୂଜା କର୍ମରେ କର୍ତ୍ତା ଭାବେ ବସିଥିବା ବେଳେ…

କଳିଙ୍ଗା ଘାଟିର ଗୋଟିଏ ସ୍ଥାନରେ ଦ୍ୱିତୀୟଥର ଭୂସ୍ଖଳନ: ଘଟଣାସ୍ଥଳରେ ଜିଲାପାଳ

ଜି.ଉଦୟଗିରି, ୨୩।୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଦେଇ ଯାଇଥିବା ବିଜୟୱାଡା-ରାଞ୍ଚି ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟି ଠାରେ ଗତ ୧୬ ତାରିଖରେ ଲଗାଣ ବର୍ଷା ଯୋଗୁଁ କଳିଙ୍ଗା ଘାଟି ରେ ଭୂସ୍ଖଳନ ଯୋଗୁଁ ରାସ୍ତା ଟି ଭାସିଯାଇ…

୩୦ ଯାଏ କଳିଙ୍ଗା ଘାଟି ରାସ୍ତା ବନ୍ଧ: ଜିଲାପାଳ କହିଲେ…

ଦାରିଙ୍ଗବାଡ/ଭଞ୍ଜନଗର,୨୩।୯(ଅରୁଣ ସାହୁ/ବାବୁଲା ପ୍ରଧାନ): ଆସନ୍ତା ୩୦ ତାରିଖ ଯାଏଁ ବନ୍ଦ ରହିବ କଳିଙ୍ଗା ଘାଟି ରାସ୍ତା। ସୋମବାର ଦ୍ବିତୀୟ ଭୂସ୍ଖଳନ ପରେ କନ୍ଧମାଳ ଜଲାପାଳଙ୍କ ଏହି ନିଷ୍ପତ୍ତି ନେଇଛନ୍ତି। ଘାଟିରେ ସ୍ଥିତି ଅନୁଧ୍ୟାନ ପରେ ଜିଲାପାଳ ଏହି ନିର୍ଣ୍ଣୟ ନେଇଥିବା ଜଣପଡ଼ିଛି।…

ଜନଜାତି ଯୁବତୀ-ଯୁବକଙ୍କ ଦକ୍ଷତା ବଢାଇବାକୁ ଅଣ୍ଟା ଭିଡ଼ିଲେ ବିଡିଓ

ଦାରିଙ୍ଗବାଡି, ୨୩।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ଅନୁସୂଚିତ ଜନଜାତି ଯୁବତୀ ଏବଂ ଯୁବକ ମାନଙ୍କର ଦକ୍ଷତା ତଥା କ୍ଷମତାକୁ ବୃଦ୍ଧି ପାଇଁ ସରକାରଙ୍କ ଯୋଜନା ଆଦି କର୍ମଯୋଗୀ ଅଭିଯାନର ଏକ ୨ ଦିନିଆ କର୍ମଶାଳା ଉଦଘାଟିତ…

ବିଭିନ୍ନ ଯୋଜନା ସମ୍ପର୍କରେ ଜାଣିଲେ ୧୫ ଗ୍ରାମର ଗ୍ରମବାସୀ

ତୁମୁଡିବନ୍ଧ,୨୨ା୯(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅନ୍ତର୍ଗତ ଗୁମା ପଞ୍ଚାୟତର ଡୁପି ଗ୍ରାମରେ ପ୍ରଦାତା ସେବା ସଂସ୍ଥାର ସମ୍ପାଦକ ପ୍ରଦୀପ ଦାସଙ୍କ ନେତୃତ୍ୱରେ ବିକାଶ ଅଂଶୀଦାରମାନଙ୍କ ଏକ ବୈଠକ ହୋଇଥିଲା। ଏଥିରେ ଆଦିମ ଜନଜାତି କୁଟିଆ ସମ୍ପ୍ରଦାୟର ଦୁଇ…

ଦଶହରା, ଗଜ ଲଷ୍ମୀ ପୂଜାକୁ ଶାନ୍ତି ଶୃଙ୍ଖଳାରେ ପାଳନ ପାଇଁ ବୈଠକ: ନିଆଗଲା ବଡ଼ ନିଷ୍ପତ୍ତି, ଏଥର…

ଦାରିଙ୍ଗବାଡି, ୨୨। ୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚଳିତ ଦୁର୍ଗାପୂଜା ଓ ଗଜଲଷ୍ମୀ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରାଯିବା ନେଇ ସମ୍ମନ୍ବୟ କମିଟିର ବୈଠକ ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବାଲିଗୁଡା ଏସଡିପିଓ ତଥା…

ବିଭିନ୍ନ ଦାବି ନେଇ ମିଶନ ଶକ୍ତି, ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟରେ ଝୁଲିଲା ତାଲା

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର କାର୍ଯ୍ୟରତ ଏମ୍‌ବିକେ, ସି୍‌ଆର୍‌ପିସିଏମ୍‌, ବ୍ୟାଙ୍କ, କୃଷି ଓ ପ୍ରାଣୀ ମିତ୍ରମାନେ ୭ଦଫା ଦାବି ନେଇ ତୁମୁଡିବନ୍ଧ ବ୍ଲକସ୍ଥିତ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟକୁ ତାଲା ପକାଇବା ସହ…

ଗୋଟିଏ ସପ୍ତାହରେ କଳିଙ୍ଗାଘାଟିରେ ୨ ଥର ଭୂସ୍ଖଳନ, ଧୋଇଗଲା ମରାମତି କାର୍ଯ୍ୟ

ଦାରିଙ୍ଗବାଡ଼ି,୨୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକ କଳିଙ୍ଗାଘାଟିରେ ପୁଣି ଥରେ ଭୂସ୍ଖଳନ ହୋଇଛି। ଗତ ୧୬ ତାରିଖ ମଧ୍ୟାହ୍ନରେ ଭୂସ୍ଖଳନ ହୋଇଥିଲା। ସୋମବାର ପ୍ରବଳ ବାଦଲ ଫଟା ବର୍ଷାରେ ପୂର୍ବରୁ ଭୂସ୍ଖଳନ ହୋଇଥିବା ସ୍ଥାନ ମରାମତି ଚାଲିଥିବାବେଳେ ତାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri