କନ୍ଧମାଳ

‘ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷାର ହେବ ବିକାଶ’

ଦାରିଙ୍ଗବାଡ଼ି,୨୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଅଞ୍ଚଳରେ ରହିଥିବା ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନୂତନ ଭାବେ ସକ୍ଷମ କେନ୍ଦ୍ର ସ୍ଥାପନ ହୋଇଛି। ଏହାକୁ ଗୁରୁବାର ଉଦ୍‌ଘାଟନ କରାଯାଇଛି। ଏଥିରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ…

ପନିପରିବା ପାଇଁ ଗଞ୍ଜାମ ଭରସା: କଲରା ୧୦୦, କଞ୍ଚାଲଙ୍କା ୧୧୦

ଦାରିଙ୍ଗବାଡି,୨୬।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଏବେ ପନିପରିବା ସଙ୍କଟ ବଢିବାରେ ଲାଗିଛି। ପୁର୍ବରୁ ଛତିଶଗଡ଼, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶରୁ ପନିପରିବା ଆସୁଥିବା ବେଳେ ଏବେ ଗଞ୍ଜାମ ଭରସା। ପ୍ରକାଶ ଯେ, ଭୌଗୋଳିକ ସ୍ଥିତିକୁ ଦେଖିଲେ ଦାରିଙ୍ଗବାଡି ଅଞ୍ଚଳରେ ଜଳସେଚିତ ଜମି ମାତ୍ର…

ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍‌ପି କହିଲେ ପୂରା ଘଟଣା…

ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ତାଙ୍କୁ ସାଥୀ ତଥା ପୋଲିସ ସ୍କାନରରେ ଥିବା ଦୁର୍ଦ୍ଦାନ୍ତ ମାଓବାଦୀ…

ବ୍ରାହ୍ମଣୀଗାଁ ଅଞ୍ଚଳରେ ପ୍ରଥମ କାଳବୈଶାଖୀ: ଅଧାରେ ଅଟକିଲା ବାଳି ବଦ୍ଧ, ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଧକ ସାଜିଲା ବର୍ଷା

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ ୨୩ |୨(ଅରୁଣ ସାହୁ/ମନୋରଞ୍ଜନ ରଣା ): ଶୀତ ଦିନ ପରେ ଧୀରେଧୀରେ ପାଗରେ ପରିବର୍ତ୍ତନ ସହ ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିଲା ମଙ୍ଗଳବାର ପ୍ରଥମ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି | ମଧ୍ୟାହ୍ନରେ ହଟାତ ପାଣିପାଗରେ ପରିବର୍ତ୍ତନ ମେଘୁଆ…

ମହିଳା ସୁରକ୍ଷା ଆଇନ, ବାଲ୍ୟବିବାହ, ଶିଶୁ ଶ୍ରମିକ ଆଇନକୁ ଗୁରୁତ୍ୱ 

ଦାରିଙ୍ଗବାଡି,୨୪।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସାରିଙ୍ଗିଇର୍ପି ଠାରେ ରହିଥିବା ପାଳକ ସଙ୍ଘର ସଭାଗୃହଠାରେ ମଙ୍ଗଳବାର ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ନେହଳତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ବ୍ରାହ୍ମଣୀଗାଁ ଶ୍ରୀ ଶ୍ରୀ ମୁକ୍ତେଶର ମହାରୁଦ୍ରଙ୍କ ପ୍ରତିଷ୍ଠା ମହାସମାରୋହ ଉଦ୍‌ଯାପିତ : ମନ୍ଦିର ପ୍ରବେଶ, ରତ୍ନମୁଦ କାର୍ଯ୍ୟ ସମ୍ପନ୍ନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୩ ।୨(ଅରୁଣ ସାହୁ/ମନୋରଞ୍ଜନ ରଣା ):ନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଦିବସରେ ଦହିହାଣ୍ଡି ଭାଙ୍ଗିବା ଦୃଶ୍ୟ ସବୁଠାରୁ…

କନ୍ଧମାଳରେ ଆଉ ୩୦ ମାଓବାଦୀ : ରାଇକିଆ, ଦାରିଙ୍ଗବାଡି, କୋଟଗଡରେ ସକ୍ରିୟ

ଫୁଲବାଣୀ,୨୩।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଆଉ ୩୦ ମାଓବାଦୀ ସକ୍ରିୟ ଅଛନ୍ତି। ସେମାନେ ପ୍ରତିଦିନ ସ୍ଥାନ ବଦଳାଉଛନ୍ତି। ଜିଲାର ରାଇକିଆ, ଦାରିଙ୍ଗବାଡି ଏବଂ କୋଟଗଡରେ ସେମାନେ ବିଚରଣ କରୁଛନ୍ତି। ଆମର ମିଳିତ ଅପରେଶନରେ ରବିବାର ଦୁଇ ମାଓବାଦୀ ନିହତ ହୋଇଛନ୍ତି।…

ସାଇକେଲରେ ଚାରିଧାମ ଯାତ୍ରା କରି ଚର୍ଚ୍ଚାରେ ଶଙ୍କର, ଦୀର୍ଘ ୬ ମାସ ପରେ….

ଦାରିଙ୍ଗବାଡି,୨୩।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଏକ ପର୍ଯ୍ୟଟନକ୍ଷେତ୍ର। ଏହାର ପ୍ରଚାର କରିବା ଲକ୍ଷ୍ୟ ରଖିବା ସହ ସାରା ଭାରତ ବର୍ଷକୁ ସ୍ବଚ୍ଛତା ଓ ପରିବେଶ ସୁରକ୍ଷା ନେଇ ବାର୍ତ୍ତା ବାଣ୍ଟିଲେ ଦାରିଙ୍ଗବାଡିର ଯୁବକ ଶଙ୍କର କୁମାର ସାହୁ । ସେ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି । ସେମାନେ ହେଲେ ବେଲଘର ରେଞ୍ଜ…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ…

ମନ୍ଦିର ପ୍ରତିଷ୍ଠା ଓ ରତ୍ନମୁଦ କାର୍ଯ୍ୟକ୍ରମ, ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗଦେଇ….

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୨।୨(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଠାରେ ମୁକ୍ତେଶ୍ଵର ମହାରୁଦ୍ରଙ୍କ ଜୀର୍ଣ୍ଣ୍ନୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ଗୁରୁବାର ଠାରୁ ଆରମ୍ଭ ହୋଇଛି । ଶନିବାର ଭଵ୍ୟ କାର୍ଯ୍ୟକ୍ରମରେ ହୋମ ଯଜ୍ଞ ସହ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲେ। ବିଦ୍ୟାଳୟରୁ ପରୀକ୍ଷା କେନ୍ଦ୍ର ମାତ୍ର ୩ କିଲୋମିଟର ଦୂରତା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?