କନ୍ଧମାଳ

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ ଆସୁଥିବା ଅଭିଯୋଗ ପୁଣି ବାରମ୍ବାର ସେହି ସମାନ ଅଭିଯୋଗ ଆସୁଥିବା ଓ ଏଥିପାଇଁ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ ସେବକ ରୂପେ କାର୍ଯ୍ୟ କରୁଥିବା ତାଙ୍କ ସ୍ତ୍ରୀଙ୍କ ସହ ରହୁଥିଲେ। ଅପହୃତ ଯୁବକ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି। ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିଜେ ଉଠା ଦୋକାନୀଙ୍କ ପାଇଁ ଥଇଥାନ ପାଇଁ…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି । ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ ଆର୍ଥିକ ପରିସ୍ଥିତି ବଢିବାରେ ଲାଗିଛି । ସେପଟେ ନିଶାସକ୍ତ ଲୋକଙ୍କ ପରିବାର ସର୍ବସ୍ୱ…

ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା ଦୋକାନୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଥଇଥାନ କରାଯିବାରେ ବିଳମ୍ବକୁ ନେଇ ଦେଖାଯାଇଛି ଉତ୍ତେଜନା।…

୨୦୨୬ବଜେଟ ଉପସ୍ଥାପନା ସହ ଭାଜପାର ସମର୍ପଣ ଦିବସ ପାଳିତ, ସରକାରଙ୍କ ଭିବି-ଜି-ରାମଜୀ ଯୋଜନା ସମ୍ପର୍କରେ ଆଲୋଚନା

ଦାରିଙ୍ଗବାଡି, ୧୨।୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ଭାଜପାର ଶକ୍ତିକେନ୍ଦ୍ର ଠାରେ ଚଳିତ ବଜେଟ ଉପସ୍ଥାପନା ଏବଂ ଭାଜପାର ସମର୍ପଣ ଦିବସ ପାଳିତ ହୋଇଯାଇଛି। ଏଥିରେ ବିକଶିତ ଭାରତ ଗ୍ୟାରେଣ୍ଟି ରୋଜଗାର ଆଜୀବିକା ମିଶନ ( ଭିବି-ଜି-ରାମଜୀ)ଯୋଜନାର…

ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି। ନିଆଁକୁ ସ୍ଥାନୀୟ ବାସିନ୍ଦା ଆୟତ୍ତ କରିବାକୁ ପ୍ରୟାସ କରିଥିଲେ ସୁଦ୍ଧା ବିପଦ ପରିସ୍ଥିତି…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା ବେଳେ ଜୈବିକ ଚାଷ ହଳଦୀ, ଅଦା ମାଣ୍ଡିଆ,…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ ସୋମବାର ଦାରିଙ୍ଗବାଡିରେ ପହଞ୍ଚି ଇକୋ ରିଟ୍ରିଟରେ ପହଞ୍ଚି ରାତ୍ରିଯାପନ କରିଥିବାବେଳେ ମଙ୍ଗଳବାର ସକାଳ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ ପରିସରରେ ପହଞ୍ଚିଥିଲେ। ତାଙ୍କୁ ସ୍ଥାନୀୟ ପ୍ରଶାସନ ଓ ସାଧାରଣ ଲୋକ ଏବଂ ଭାଜପା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର ଓହଳିକି ରହିଥିବା ଘଟଣା ଖବର ପ୍ରକାଶିତ ପରେ ଦାରିଙ୍ଗବାଡି ବିଦ୍ୟୁତ ବିଭାଗ ପକ୍ଷରୁ…

ବିପଦପୂର୍ଣ୍ଣ ଭାବେ ଓହଳିଛି: ଯାତାୟାତରେ ସମସ୍ୟା

ଦାରିଙ୍ଗବାଡି,୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଗ୍ରାମଠାରୁ ତେରବାଡି ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ଆରପାରରେ ବିଦ୍ୟୁତ ତାର ତଳକୁ ଓହଳି ରହିଛି। ବିପଦପୂର୍ଣ୍ଣ ଭାବେ ରହିଥିବା ଏହି ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?