କନ୍ଧମାଳ

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥିଭାବେ ଜି. ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର…

ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଖଜୁରୀପଡ଼ା…

ଶୀତ ମହୋତ୍ସବ ମଶାଲ ଶୋଭାଯାତ୍ରାରେ କଳାହାଣ୍ଡି କଟପ୍ପା, ଦେଖିବାକୁ ଶହଶହ ଦର୍ଶକଙ୍କ ଭିଡ଼

ଦାରିଙ୍ଗବାଡି, ୮/୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ସଂନ୍ଧ୍ୟାରେ ଉଦଘାଟନ ହେବାକୁ ଯାଉଛି । ଏହି ଅବସରରେ ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରୁ ମଶାଲ ବାହାରି ଶୀତ ମହୋତ୍ସବ ପଡିଆରେ ପହଞ୍ଚିଥିଲା । ଏହି…

ଜି ଉଦୟଗିରିରେ ହାଡ଼ଭଙ୍ଗା ଶୀତ: ସର୍ବନିମ୍ନ ତାପମାତ୍ରା ରହିଛି…

ଜି ଉଦୟଗିରି ୮।୧(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ) : ଜି ଉଦୟଗିରି ସହରରେ କ୍ରମାଗତ ୪ ଦିନ ଧରି ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ଗୁରୁବାର ଦିନ ସର୍ବ ନିମ୍ନ ତାପମାତ୍ରା ୨. ୫ ଡିଗ୍ରୀ ସେଲସିୟସ ରହିଛି।…

ଜାତୀୟ ଖୋ ଖୋ ପ୍ରତିଯୋଗୀତାରେ ଭାଗ ନେବେ ୯ମ ଶେଣ୍ରୀ ଛାତ୍ରୀ ସୁଶାନ୍ତି ପ୍ରଧାନ, ଚାରିଆଡୁ ଆସୁଛି ଶୁଭେଚ୍ଛା

ରାଇକିଆ,୮।୧(ପ୍ରଦୀପ ବେହେରା): ଚଳିତ ମାସ ୧୬ ତାରିଖରୁ ରାଜସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ୬୯ତମ ଜାତୀୟ ବିଦ୍ୟାଳୟ କ୍ରୀଡାରେ ଓଡ଼ିଶା ତରଫରୁ ପ୍ରତିନିଧିତ୍ୱ କରିବେ ରାଇକିଆ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ସୁଶାନ୍ତି ପ୍ରଧାନ । ବିଦ୍ୟାଳୟର…

ଶୀତ ମହୋତ୍ସବ, ସନ୍ଧ୍ୟାରେ ଦୁଲୁକିବ ମଞ୍ଚ: ଆଜି ଆସିବେ ଏହି ସବୁ କଳାକାର…

ଦାରିଙ୍ଗବାଡି, ୮ /୧ (ଅରୁଣ ସାହୁ): ଦାରିଙ୍ଗବାଡି ଶୀତ ମହୋତ୍ସବକୁ ନେଇ ଅପେକ୍ଷା ଶେଷ ହୋଇଛି। ଆଜି ଶୀତ ମହୋତ୍ସବର ଶୁଭାରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିସାରିଛି। ଶୀତ ମହୋତ୍ସବକୁ ସଫଳ କରିବା ପାଇଁ ସ୍ଥାନୀୟ ପ୍ରଶାସନ ସମେତ…

ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ଦାରିଙ୍ଗବାଡି: ପଡୁଛି ତୁଷାରପାତ, ଏହି ସବୁ ଅଞ୍ଚଳରେ…

ଦାରିଙ୍ଗବାଡି, ୮ /୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ଶୀତ ଲେଉଟିଛି । ଗତ ୨ ଦିନ ହେଲା ଦାରିଙ୍ଗବାଡି ସମେତ ସିମନବାଡି, ଶ୍ରାନିକେତା, ସିଆଙ୍ଗବାଲି, ଦାସିଙ୍ଗବାଡି, ସୋନପୁର, ସିର୍କାବର୍ଗ, ଦନେକବାଡି, କିରିକୁଟି, ବାଡାବାଙ୍ଗା ଆଦି ଅଞ୍ଚକରେ…

ଓଡ଼ିଶାର ‘କାଶ୍ମୀର’ରେ ସାଇକେଲ୍ ଧରି ବୁଲୁଛନ୍ତି ଜର୍ମାନ ଦମ୍ପତି, ବିଭୋର କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟ

ଦାରିଙ୍ଗବାଡି,୭।୧: କନ୍ଧମାଳ ଜିଲାର ପାହାଡ଼ିଆ ଅଞ୍ଚଳ ଦାରିଙ୍ଗବାଡ଼ି, ଯାହାକୁ ‘ଓଡ଼ିଶାର କାଶ୍ମୀର’ କୁହାଯାଏ, ସେଠାରେ ଏବେ ଜର୍ମାନୀର ଏକ ପର୍ଯ୍ୟଟକ ଦମ୍ପତି ସାଇକେଲ ଯାତ୍ରାର ମଜା ନେଉଛନ୍ତି। ପ୍ୟାଟ୍ରିକ୍ ଏବଂ ତାଙ୍କ ପତ୍ନୀ ଆନି ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ଗ୍ରାମୀଣ…

ଜି. ଉଦୟଗିରିରେ ପ୍ରବଳ ଶୀତ: କୁହୁଡ଼ି ସାଙ୍ଗକୁ…

ଜି.ଉଦୟଗିରି,୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ଭଙ୍ଗା ଶୀତରେ ଥରୁଛି କନ୍ଧମାଳ ଜିଲା ଜି ଉଦୟଗିରି। ବୁଧୁବାର ସହରର ତାପମାତ୍ରା ୩ ଡିଗ୍ରୀ ରହିଛି। ଏହା ଚଳିତ ବର୍ଷର ସବୁଠାରୁ କମ୍‌ ତାପମାତ୍ରା। ଆଜି ମଧ୍ୟ ଜି ଉଦୟଗିରିରେ ରାଜ୍ୟର ସବୁଠାରୁ କମ୍‌…

ଧରିତ୍ରୀରେ ଖବର ପ୍ରକାଶ ପରେ ନ୍ୟାୟ ପାଇଲେ ମହିଳା: ଯିଏ ଦୁର୍ବ୍ୟବହାର କରିଥିଲେ ସିଏ ସସମ୍ମାନରେ..

ଦାରିଙ୍ଗବାଡି,୭।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଗୌଡ଼ ସାହିର ବିଧବା ଅସହାୟ ମହିଳା ଶଶୀ ଗୌଡ଼ ଦାରିଙ୍ଗବାଡି ବସ୍‌ ଷ୍ଟାଣ୍ଡରେ ଭୁବନେଶ୍ୱର ଯିବାକୁ ଗତ ଡିସେମ୍ବରରେ ଟିକେଟ କରି ଅଗ୍ରୀମ ଟିକେଟ ପଇସା ଦେଇଥିଲେ। ସେ ଭୁବନେଶ୍ୱର ଯିବା…

ଛେଳି ଧରି ଚମ୍ପଟ ମାରୁଥିଲା କାର୍‌: ଗାଡିକୁ ପିଛା କରି ଧାଇଁଲେ ଲୋକେ, ତା’ପରେ…

ଦାରିଙ୍ଗବାଡି, ୭।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କାଡଶପାଟା ଏବଂ ଡଲାବାଡି ଅଞ୍ଚଳରୁ ଛେଳି ଧରି ପଳାଉଥିବା କାର୍‌କୁ ପୋଲିସ ଜବତ କରିଛି । ଦୁର୍ବୃତ୍ତମାନେ ଜଙ୍ଗଲରେ କାର୍‌ ଛାଡି ଚାଲିଯାଇଥିବା ବେଳେ କାର୍‌କୁ ଜବତ କରି ଥାନାକୁ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ ଅବ୍ୟାହତ: ଦିନକୁ ୨ ଘଣ୍ଟା ଆନ୍ଦୋଳନ ଯୋଗୁ ରୋଗୀ ସେବା ବାଧାପ୍ରାପ୍ତ

ଦାରିଙ୍ଗବାଡି, ୭।୧ (ଅରୁଣ ସାହୁ): ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ)ପକ୍ଷରୁ ୧୮ ଦଫା ଦାବି ନେଇ ଚାଲିଥିବା ଆନ୍ଦୋଳନ ଅବ୍ୟାହତ ରହିଛି । ଫଳରେ ରୋଗୀ ସେବା ବାଧାପ୍ରାପ୍ତ ହେଉଛି । ପ୍ରକାଶ ଯେ, ଗତ ଡିସେମ୍ବର ୨୬ରୁ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?