କନ୍ଧମାଳ

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍‌ରୁ ୧୯୧ କେଜି ଗଞ୍ଜେଇ ଜବତ କରିଛି। ହେଲେ ଟ୍ରକ୍‌ ଛାଡ଼ି ଡ୍ରାଇଭର ଏବଂ…

ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…

ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ଜିଲାପାଳଙ୍କ କାର୍ଯଯାଳୟର ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷରେ ସୋମବାର ଅନୁଷ୍ଠିତ ବୈଠକରେ…

ଶୀତ କମିଛି, କମିନି ପର୍ଯ୍ୟଟକଙ୍କ ସଂଖ୍ୟା, ସକାଳୁ ରାତି ପର୍ଯ୍ୟନ୍ତ…

ଦାରିଙ୍ଗବାଡ଼ି,୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଦିନରେ ଶୀତର ଅନୁଭୂତି କମିବାରେ ଲାଗିଛି। କେବଳ ସନ୍ଧ୍ୟା ପରଠାରୁ ଶୀତ ମାଡ଼ି ଆସି ଭୋର୍‌ ସମୟରେ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଏହାର ପ୍ରଭାବ ଦିନରେ ବହୁତ କମ୍‌ ଦେଖାଯାଇଛି।…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେହିପରି ଦୀର୍ଘ ଦିନ ପରେ ପୁଣି ପାଗରେ ପରିବର୍ତ୍ତନ ଆସିଛି ଦକ୍ଷିଣ ପବନ…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି ବଢିବାରେ ଲାଗିଛି। ଚଳିତ ବର୍ଷ ବାରମ୍ବାର ବିଦେଶୀ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଥିବା…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣାରେ ଶନିବାର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ACF ସୂର୍ଯ୍ୟକାନ୍ତ ବେହେରାଙ୍କୁ…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ ଆବାହକ ପ୍ରଶାନ୍ତ କୁମାର ପ୍ରଧାନଙ୍କ ଆହ୍ବାନ କ୍ରମେ ସଂଘର କର୍ମକର୍ତ୍ତାଙ୍କ ସମେତ ଅନୁସୂଚିତ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା ପଞ୍ଚାୟତର ତୀର୍ଥକ୍ଷେତ୍ର ଋଷିମାଳରେ ପହଞ୍ଚି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ବୁଲି…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା। ଉଦୟ ଚରଣ ଜାନୀଙ୍କ…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ବିଦ୍ୟୁତ୍‌ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା।…

ଦାରିଙ୍ଗବାଡିରେ ହିନ୍ଦୁ ସମ୍ମିଳନୀ: ହନୁମାନ ଚାଳିଶାରେ ପ୍ରକମ୍ପିତ ଅଞ୍ଚଳ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଉଯାଇଛି। ଏହି ଅବସରରେ ହିନ୍ଦୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ସକାଳ ୮ ଟାରୁ ଅଗ୍ନିହୋତ୍ର ଓ ଘୃତ ଯଜ୍ଞରୁ ଆରମ୍ଭ କରାଯାଇଥିଲା।…

୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ, ଦାଦନ ଶ୍ରମିକ ଭାବେ…

ତୁମୁଡିବନ୍ଧ,୨୯ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତର ସଭା ଗୃହରେ ୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ୧୨୭ବାଟାଲିଆନର ସିଆରପିଏଫ କମାଣ୍ଡାଣ୍ଟ ପଙ୍କଜ ବର୍ମାଙ୍କ ନିର୍ଦ୍ଦେଶ କ୍ରମେ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?