ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା ଓ ପିଠାର ଆସର। ନୂଆ ପୋଷାକ ପରିଧାନ ସହ ଗାଁରେ ରହିଥିବା ପ୍ରାର୍ଥନା ଗୃହ…
ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି ଅବସରରେ ବ୍ରାହ୍ମଣୀଗାଁ ରେ ଶତାଧିକ ମହିଳା ଓ ପୁରୁଷ ଏକତ୍ରିତ ହୋଇ ତୁଳସୀ ଗଛ…
ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଶିଶୁ ପର୍ଯ୍ୟଟକ ଟୟ ଟ୍ରେନର ମଜା ନେଉଥିବା ବେଳେ ହଠାତ ଟ୍ରେନର ପଛ ବଗିଟି…
ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ୍ ରହିଥିବା ଜଣାପଡ଼ିଛ। ପୁଣି ଅସହ୍ୟ ଶୀତ ଯୋଗୁ ଜନଜୀବନ…
ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ
ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ମହାଆଡ଼ମ୍ବରରେ ପାଳିତ ହୋଇଛି । ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ…
ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି
ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ ମେରୁଦଣ୍ଡ ଭାଙ୍ଗିଗଲା ବୋଲି ସେ କହିଛନ୍ତି। ଗଣେଶଙ୍କ ସମେତ ୪ ମାଓବାଦୀ ନିହତ ହୋଇଛନ୍ତି,…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…
ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଦୁଇ କୁଖ୍ୟାତ ମାଓବାଦୀ ଟଳି ପଡ଼ିଛନ୍ତି। ତୁମୁଡିବନ୍ଧ ବ୍ଲକ ବେଲଘର ପେଡମ ଜଙ୍ଗଲରେ ଏହି…
କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା
ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ ଅଞ୍ଚଳରେ। ପଡୋଶୀ ଗଞ୍ଜାମ ଜିଲା ଏବଂ ଏହି ଚାରୋଟି ପଞ୍ଚାୟତକୁ ସଂଯୋଗ କରୁଛି କରଡ଼ା…
ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ
ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ): ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ର ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ…
ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…
ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ ନଗଦ ଟଙ୍କାର ଯାଞ୍ଚ କରାଯିବ। ଏଭଳି ଧମକ ଦେଇ ଘରେ ପଶିବା ପରେ ଘର…
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ହୋଇଛି। କିଛି ଦିନ ହେଲା ବିଭିନ୍ନ ମଣ୍ଡଳୀ ସମେତ ପ୍ରମୁଖ ଚର୍ଚ୍ଚଗୁଡ଼ିକରେ ପ୍ରାକ…
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି। ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ହାଟରେ ବ୍ୟବସାୟ ଚାଲୁଛି। ତେବେ ଜନଜାତି ହାଟ ପଦା ସମେତ…

