କନ୍ଧମାଳ

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ କେଉଁ ଦିନ ଆସିବେ ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ୨ ଜଣ…

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବଡଦିନ ଉତ୍ସବ ଏବଂ ନୂଆବର୍ଷ କିପରି ଶାନ୍ତି ଶୃଙ୍ଖଳାର ସହ…

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ, ସାର୍ବଜନୀନ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମଧ୍ୟ ଯୋଗଦାନ କରିବେ ବୋଲି…

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା ଦେଖିବାକୁ ମିଳିଛି। ଜଙ୍ଗଲର ଅତି ନିକଟରେ ଘର କରି ରହୁଥିବା ପରିବାର ଭୟଭୀତ ଅବସ୍ଥାରେ…

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧ ପର୍ଯ୍ୟନ୍ତ ୪ଦିନ ଧରି ଏହି ମହୋତ୍ସବ ପାଳନ ହେବାକୁ ରହିଥିବାବେଳେ ଏହି ମହୋତ୍ସବରେ ରାଜ୍ୟର…

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ ଜି.ଉଦୟଗିରି ସହରରେ ପୋଲିସ ପ୍ରଶାସନ ତରଫରୁ ଫ୍ଲାଗମାର୍ଚ୍ଚ କରାଯାଇଛି । ବିଭାଗ ତରଫରୁ ଆଜି…

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ ମୂଳତ୍ପୋଟନ ପାଇଁ ପ୍ରୟାସ କରୁଛି। ଏ ଦିଗରେ ପୋଲିସ ବ୍ୟାପକ ସଚେତନତା ସୃଷ୍ଟି କରିବା…

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର ୧୨ଟି ବ୍ଲକରେ ମୋଟ ୨୧ ଜଣିଆ ଜିଲାସ୍ତରୀୟ କର୍ମକର୍ତ୍ତା ଚୟନ କରାଯାଇଛି। ଏଥିରେ ଦାରିଙ୍ଗବାଡି…

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟ ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମହୋତ୍ସବର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ…

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ, ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରୁ ଏକ ପରିବା ବୋଝେଇ ଟ୍ରକଟି ୫୯ ନଂ ଜାତୀୟରାଜପଥର…

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ମଧ୍ୟ ଉତ୍ସବ ମୁଖର ହୋଇପଡ଼ିଛି। ଗାଁ…

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ ଭାବେ ନିଜ ଦାୟିତ୍ୱରେ ରହିଛନ୍ତି। ଇନ୍ସପେକ୍ଟର ସଂଗ୍ରାମ ପୂର୍ବରୁ ୨୦୧୯ ରୁ ୨୦୨୧ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?