କନ୍ଧମାଳ

ସମସ୍ୟା ଦୂର ପାଇଁ ପ୍ରତିଶ୍ରୁତି ଦେଲେ ବିଡିଓ: ଭଲ ଶିକ୍ଷାଦାନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୩।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜକିରଣ ପ୍ରଧାନଙ୍କ ଅଧ୍ୟକ୍ଷତା ଓ ସଂସ୍କୃତ ଶିକ୍ଷକ ସୁମନ ପାଢ଼ୀଙ୍କ ମଞ୍ଚ…

ବିଜେଡିକୁ ପୁଣି ବଡ଼ ଝଟ୍‌କା: ପଦ୍ମ ଧରିଲେ ବ୍ଳକ ଅଧ୍ୟକ୍ଷା, ସରପଞ୍ଚ

ରାଇକିଆ,୧୩।୧(ପ୍ରଦୀପ ବେହେରା): ପଦ୍ମ ଧରିଲେ କନ୍ଧମାଳ ଜିଲା ରାଇକିଆ ବ୍ଳକ ଅଧ୍ୟକ୍ଷା ରିନା ପ୍ରଧାନ ଓ ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ। ମଙ୍ଗଳବାର ରାଇକିଆଠାରେ ଅନୁଷ୍ଠିତ ଆତ୍ମନିର୍ଭର ଭାରତ ସମୃଦ୍ଧ ସମାବେଶ ଅବସରରେ ନିଜ ନିଜ ସମର୍ଥକଙ୍କ ସହ କନ୍ଧମାଳ ଏମ୍‌ପି…

ଅସୀମା ପଣ୍ଡାଙ୍କ ଫଟୋ ଉଠାଇବାକୁ ନେଇ ୨ ଗୋଷ୍ଠୀ ବାଡାବାଡି: ଥାନାରେ ଅଭିଯୋଗ ପରେ…

ଦାରିଙ୍ଗବାଡି, ୧୨/୧ (ଅରୁଣ ସାହୁ ): ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କୁ ଅନ୍ୟ ୨ ଜଣ ଯୁବକ ପ୍ରବଳ ମାଡ଼ ମାରିବା ସହ ହତ୍ୟା ଧମକ ଦେଉଥିବା ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ ହୋଇଛି । ସେହିପରି ୨ ଯୁବକଙ୍କୁ…

ସିମନବାଡି ମୁଖ୍ୟ ଛକରେ ଷଣ୍ଢ ଉପଦ୍ରବ, ଖାଦ୍ୟ ପାଇଁ ଲଢେଇ

ଦାରିଙ୍ଗବାଡି,୧୨।୧ (ଅରୁଣ ସାହୁ ): ଚରି ବୁଲି ଖାଉଥା ମୋର ହୋଇ ରହିଥା ଏଭଳି ଉକ୍ତିରେ ଏବେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ବୁଲୁଛନ୍ତି ମାଳ ମାଳ ଷଣ୍ଢ, ବଳଦ, ବୁଲା କୁକୁର। ପ୍ରକାଶ ଯେ, ପ୍ରାଣୀସମ୍ପଦ…

ଜବରଦଖଲ ଉଚ୍ଛେଦ ବିଳମ୍ବ ଯୋଗୁ ଟ୍ରାଫିକ ସମସ୍ୟା ବୃଦ୍ଧି, ଯାତ୍ରୀ ହାଟହଟା: ତହସିଲଦାର କହିଲେ ୨-୩ ଦିନରେ…

ଦାରିଙ୍ଗବାଡି, ୧୧।୧ (ଅରୁଣ ସାହୁ ): ଦାରିଙ୍ଗବାଡିର ଚଳଚଞ୍ଚଳ ରାସ୍ତା ମଧ୍ୟରେ ଚାରିଛକ ଠାରୁ ବ୍ଲକ ରାସ୍ତା ଏବେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଦୈନିକ ଉକ୍ତ ରାସ୍ତାରେ ଛୋଟ ବଡ଼ ଦୁର୍ଘଟଣା ଲାଗି ରହୁଛି । ପ୍ରକାଶ…

କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍‌ଘାଟିତ କଲେ ମୁଖ୍ୟମନ୍ତ୍ରୀ: ଚାଳକମାନଙ୍କୁ ସତର୍କ କରାଇବାକୁ ବାଜିବ…

ଜି.ଉଦୟଗିରି, ୧୨।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା କଳିଙ୍ଗା ଘାଟିରେ ଅତ୍ୟଧିକ ଦୁର୍ଘଟଣା ଯୋଗୁ ବହୁ ସଂଖ୍ୟକ ଲୋକେ ପ୍ରାଣ ହରାଇଥିବା ବେଳେ ଦୁର୍ଘଟଣା ଏଡ଼ାଇବା ନିମନ୍ତେ କିଛି ପଦକ୍ଷେପ ନେବା ପାଇଁ ସରକାରଙ୍କ ନିକଟରେ ଅଞ୍ଚଳବାସୀଙ୍କ ତରଫରୁ ବହୁବାର ଦାବି…

ମଦ୍ୟପଙ୍କ ଉନ୍ମତ୍ତ କାଣ୍ଡ, ପିକନିକ୍ ଗ୍ରୁପକୁ ମାଡମାରି କଲେ ଲହୁଲୁହାଣ

ରାଇକିଆ,୧୨/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ମଣ୍ଡାସରୁ ପର୍ଯ୍ୟଟନସ୍ଥଳୀରେ ମାରପିଟ୍ ।ରବିବାର ଅପରାହ୍ନରେ ରାଇକିଆ ଅଞ୍ଚଳର ଏକ ପାରିବାରିକ ଗ୍ରୁପ୍ ପିକନିକ କରିବାକୁ ଯାଇଥିବା ବେଳେ କିଛି ମଦ୍ୟପ ଯୁବକ ମରଣାନ୍ତକ ଆକ୍ରମଣ କରି ଖସି ପଳାଇବାକୁ ଉଦ୍ୟମ କରୁଥିଲେ ।…

ଦାରିଙ୍ଗବାଡି ଶୀତ ମହୋତ୍ସର ଶେଷ ଦିନରେ ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ, ବାଚସ୍ପତି କହିଲେ…

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୪ ଦିନ ଧରି ଚାଲିଥିବା ଏକାଦଶ ତମ ଶୀତ ମହୋତ୍ସବ ଉଦଯାପିତ ହୋଇଯାଇଛି । ରବିବାର ସଂଧ୍ୟାରେ ଏହି କାର୍ଯ୍ୟକ୍ରମର ଉଦଯାପିତ ଦିବସରେ ମୁଖ୍ୟ ଅତିଥିଭାବେ…

ବାଚସ୍ପତିଙ୍କୁ ସମ୍ବର୍ଦ୍ଧନା ଦେଲା ରାଇକିଆ ଭାଜପା

ରାଇକିଆ,୧୧ା୧(ପ୍ରଦୀପ ବେହେରା): ବିଧାନସଭା ବାଚସ୍ପତି ସୁରମା ପାଢ଼ୀଙ୍କ କନ୍ଧମାଳ ଗସ୍ତ ଅବସରରେ ରାଇକିଆ ବ୍ଲକ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ସ୍ବଳ୍ପକାଳୀନ ରହଣି ମଧ୍ୟରେ ବାଚସ୍ପତି ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିବା ସହ କନ୍ଧମାଳ ଜିଲାର ପରିଚୟ ହଳଦୀ,…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଗଞ୍ଜେଇ ଚାଷୀଙ୍କୁ ଡରାଇଲେ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ

ଦାରିଙ୍ଗବାଡି,୧୧।୧(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବର ଆଜି ଶେଷ ରାତି। ଗତ ୪ ଦିନ ଧରି ଏହି ମହୋତ୍ସବ ପାଇଁ ଅଞ୍ଚଳ ଉତ୍ସବ ମୁଖର ହୋଇପଡ଼ଛି। ତେବେ ତୃତୀୟ ସନ୍ଧ୍ୟାରେ ଏହି ମହୋତ୍ସବରେ ୩ ଜଣ ଭାରତୀୟ…

ଦାରିଙ୍ଗବାଡି ଶୀତ ମହୋତ୍ସବ: ତୃତୀୟ ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ; ହସାଇହସାଇ ବେଦମ କଲେ…

ଦାରିଙ୍ଗବାଡି, ୧୦ା୧ (ଅରୁଣ ସାହୁ )-ଏକାଦଶ ତମ ଦାରିଙ୍ଗବାଡି ଶୀତ ମହୋତ୍ସବର ତୃତୀୟ ଦିବସର ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା। ଶୀତରେ ଦର୍ଶକମାନେ ଉଭୟନୃତ୍ୟଶିଳ୍ପୀଙ୍କ ନୃତ୍ୟରେ ମସଗୁଲ ହୋଇଥିଲେ। ତୃତୀୟଦିବସ କାର୍ଯ୍ୟକ୍ରମରେ ତହସିଲଦାର ଧୀରଜ ପାତ୍ର…

ଗାଁ ନିକଟରେ ବୁଲୁଛି ବାଘ, ସିସିଟିଭିରେ କଏଦ ହେବା ପରେ…

ଜି.ଉଦୟଗିରି,୧୦ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ ନିକଟରେ ଏକ ଚିତାବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?