କନ୍ଧମାଳ

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ ଆଉ କାହାରି କି କ୍ଷମା ଦେବ ନାହିଁ କି ଏହି ଚାଷ ପ୍ରତି ପୋଲିସ…

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସେ ହେଲେ ଖଜୁରୀପଡା ଥାନା…

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଚନ୍ଦ୍ରକଳା ଦିଗାଳ। ମିଳିଥିବା ସୂଚନା…

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ ବାଇମାଲା ଚେକ୍‌ ଗେଟ୍‌ଠାରେ ଶତାଧିକ ଲୋକ ରାଜପଥକୁ ଅବରୋଧ କରି ବିକ୍ଷୋଭ କରିଥିଲେ। ପରେ…

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା ଶୀତ ମହୋତ୍ସବ କମିଟିର ସମ୍ପାଦକ ପ୍ରୀତି ରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ କମିଟିର କୋଷଧ୍ୟକ୍ଷ ତଥା…

ଗୁଗଲ ମ୍ୟାପ୍‌ ଦେଖି ଟ୍ରକ୍‌ ଚଳାଉଥିଲେ ଡ୍ରାଇଭର୍‌: ହଠାତ୍‌ ଘଟିଗଲା…

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ):ଗୁଗଲ ମ୍ୟାପ୍‌ ଦେଖାଇଲା ଭୁଲ ରାସ୍ତା। ଆଉ ଭୁଲ ରାସ୍ତାରେ ଆସି ଟ୍ରକ ଦୁର୍ଘଟଣାଗ୍ରସ୍ତ। ଏଭଳି ଘଟଣା ନୂଆ ହୋଇ ନ ଥିଲେ ମଧ୍ୟ ବାରମ୍ବାର ଏକାଧିକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହେଉଥିବା ନଜିର ଆସିଛି। ପ୍ରକାଶ ଯେ,…

ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ବ୍ଲକର ବିଭିନ୍ନ ପଞ୍ଚାୟତ ରୁ ଜନ ସାଧାରଣଙ୍କ ପକ୍ଷରୁ ମାତ୍ର ୨୬ ଗୋଟି ବ୍ୟକ୍ତିଗତ,…

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ: ୪୫ ଲକ୍ଷ ମଞ୍ଜୁର ପରେ…

କେସିଙ୍ଗା,୧୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଜାତୀୟ ରାଜପଥର ଆମ୍ବେଦକର ଛକଠାରୁ କଲେଜ ରୋଡ଼ ଦେଇ ଡୁମେର ମୁଣ୍ଡା ସାହୁ ପଡା ଏବଂ ରୁପ୍ରା ଗ୍ରାମ ଦେଇ ଜୁରାଡ଼ବ୍ରା ଜାତୀୟ ରାଜପଥ ୫୯କୁ ସଂଯୋଗ ହୋଇଥିବା ରାସ୍ତାର ଅଂଶ ହେଉଛି…

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ମଙ୍ଗଳବାର ସକାଳ ସମୟରେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ ରହିଥିବା ଜଣାପଡିଛି ।…

ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି

ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍‌ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି। ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଲୋକମାନେ ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରିବା…

ବିଦ୍ୟୁତ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଉଠିଲା ଦାବି

ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଓ.ଏସ.ଇ.ବି. ବିଜୁଳି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ସମିତି ବୈଠକ ବୈଠକ ସଂଘର ସାଧାରଣ ସମ୍ପାଦକ ଭ୍ରମରବର ରାଉତଙ୍କ ଆବାହନ କ୍ରମେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ମିଶ୍ର କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଶୀତର ପ୍ରକୋପ ଅନୁଭୂତ ସତ୍ତ୍ୱେ ସଂଘ…

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ ଶୀତର ପ୍ରଭାବ ଜାରି ରହିଥିବା ଯୋଗୁ ଲୋକମାନେ ପ୍ରବଳ ଶୀତରେ ଅସ୍ତବ୍ୟସ୍ତ ହୋଇଗଲେଣି। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?