ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜରେ ଚମକିଲେ ରାକେଶ
ରାଇକିଆ,୧୫।୧୨,(ପ୍ରଦୀପ ବେହେରା): ଭୁବନେଶର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜ କାର୍ଯ୍ୟକ୍ରମରେ ନିଜର ପ୍ରତିଭା ଦେଖାଇଛନ୍ତି କନ୍ଧମାଳ ଜିଲା ରାଇକିଆ ବିଜୟ ହାଇସ୍କୁଲର ରାକେଶ ନାୟକ। ଟାଟା ଷ୍ଟିଲ ତରଫରୁ ଭୁବନେଶର ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା…
ମ୍ୟୁଜିକାଲ ଫାଉଣ୍ଟେନରେ ବଲିଉଡ୍ ଗୀତର ତାଳେ ତାଳେ ଝୁମିଲେ ପର୍ଯ୍ୟଟକ, ମଜା ନେଇ କହିଲେ…
ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ହଜାର ହଜାର ସଂଖ୍ୟାରେ ଆସିଥିବା ପର୍ଯ୍ୟଟକ ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ବୁଲିବା ସହ ପାର୍କ ପରିସର ମଧ୍ୟରେ ରହିଥିବା ମ୍ୟୁଜିକାଲ ଫାଉଣ୍ଟେନ୍ରେ ଶବ୍ଦ କରୁଥିବା ବିଭିନ୍ନ ସମ୍ବଲପୁରୀ…
ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…
ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କଫି ବଗିଚା, ଡ଼ୁଲୁରୀ ପାଇନ ବଣ, କିସୁବାଡ଼ି ଜଳପ୍ରପାତ, ଶାନ୍ତି ଉପତ୍ୟକା…
କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ
ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ ଦୁର୍ଗାପାଙ୍ଗା ସେକ୍ସନର କିଛି ଅଞ୍ଚଳରେ ଉତ୍ପାତ କରୁଛନ୍ତି ୮ଟିକିଆ ହାତୀପଲ। ରାୟଗଡ଼ା ଜିଲା…
ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ
ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨ କିମି ଦୂରତାରେ ରହିଛି। ଯାହାକି ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣି ଆଣୁଛି। ଦାରିଙ୍ଗବାଡ଼ି ଓ କୋଟଗଡ଼…
ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି ତୁଷାରପାତ ସହ ଶୀତର ଲହରୀ ଅଭ୍ୟାହତ ରହିଛି । ଅସହ୍ୟ ଜାଡ଼ ସାଙ୍ଗକୁ ଦକ୍ଷିଣ…
ଜଙ୍ଗଲରେ ହଜିବାରେ ଲାଗିଛି ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ ଲାଗିଛି। ଜଳବାୟୁର ପରିବର୍ତ୍ତନ ଲାଗି ପ୍ରକୃତି ଦେଇଥିବା ଅନେକଉ ପାଦାନ ଆପେ ଆପେ ହଜିବାରେ…
ବନ ବିଭାଗ କଲୋନୀ ପରିସରରୁ ସାପ ଉଦ୍ଧାର
ବାଲିଗୁଡା, ତା, ୧୩।୧୨,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ବନ ବିଭାଗ କଲୋନୀ ପରିସରରୁ ଏକ ବନସୁନ୍ଦରୀ ବା ପାହାଡିଆ ଚିତି ସାପ ବନ ବିଭାଗ କର୍ମଚାରୀ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି l ପ୍ରକାଶ ଯେ, କଲୋନୀ…
ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ
ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର ସିମନବାଡି, ବାଡାବାଙ୍ଗା, ସିଆଙ୍ଗବାଲି, ଗ୍ରୀନବାଡିର କିଳାବାଡି, ପ୍ଳିହେରୀ, କଫିବଗିଚା, କଲେଜ ପଡିଆ, ଶ୍ରୀପଙ୍କା, ବାଡ଼ିପଦର,…
ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ
ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍ କୁମାର ବାରିକ୍): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ ବିଚାରପତି ରାଜେଶ ଦାସ ଜଣେ ଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…
ତଳ ମୁହାଁ ପାରଦ: ଜି.ଉଦୟଗିରିରେ ୩.୧ ଡିଗ୍ରୀ
ଜି.ଉଦୟଗିରି, ୧୨ା୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳରେ ୨ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଲୋକମାନେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଜାଡ଼ ଥଣ୍ଡା ସହ କୋହଲା ପବନ ଯୋଗୁ ଗୁରୁବାର ସନ୍ଧ୍ୟା ପୂର୍ବରୁ ସହର ଜନ ଶୂନ୍ୟ ହୋଇଥିଲା। ଶୁକ୍ରବାର…
ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…
ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼ ଦେଖିବାକୁ ମିଳିଛି । ଏହି ଅବସରରେ ଭାଜପାର ବରିଷ୍ଠ ନେତା ତଥା ଲୋକପ୍ରିୟ ନେତା…

