ରାସ୍ତା ମରାମତି ନୋହିଲା: ତାତିଲେ ସିର୍କାବର୍ଗ ପଞ୍ଚାୟତବାସୀ, ସରକାରୀ ବସକୁ ଅଟକାଇ…
ଦାରିଙ୍ଗବାଡି, ୨/୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳରେ ରହିଥିବା ସିର୍କାବର୍ଗ ପଞ୍ଚାୟତକୁ ରହିଥିବା ମୁଖ୍ୟ ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡିଛି। ରାସ୍ତା ସମ୍ପ୍ରସାରଣ ପରଠାରୁ ରାସ୍ତାର ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତାରେ ଯାତାୟାତ ବହୁତ ସମସ୍ୟା ହେଉଛି।…
ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଜା ଗିରଫ
ଫୁଲବାଣୀ,୧ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଅଜା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ସେ ହେଲେ କେକେରିଙ୍ଗିଆ ଗ୍ରାମର ବିଜୟ ଦିଗାଲ (୬୦)। ମିଳିଥିବା ସୂଚନା…
ମାଓବାଦୀ ଅନ୍ବେଷଙ୍କୁ ସାଥୀ ମାଓବାଦୀଙ୍କ ହତ୍ୟା: ମୃତଦେହ ନେଲେ ପରିବାର ଲୋକେ
ଦାରିଙ୍ଗବାଡ଼ି,୧ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ପକାରୀ ଜଙ୍ଗଲରେ ମାଓବାଦୀ ଅନ୍ବେଷଙ୍କୁ ସାଥୀ ମାଓବାଦୀ ହତ୍ୟା ଘଟଣା ପରେ ରବିବାର ଦାରିଙ୍ଗବାଡ଼ି ପୋଲିସ ବ୍ରହ୍ମପୁର ଏମ୍କେସିଜି ପରୀକ୍ଷା ଗାରରେ ଅନ୍ବେଷଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ…
କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ
ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ ନାୟକଙ୍କ ଦ୍ଵିତୀୟ ପୁତ୍ର ବିନୟ ଓରଫ ଲିଟୁ (୨୨)ଙ୍କକେରଳ ରାଜ୍ୟର ରାଜଧାନୀ ଥିରୁବନ୍ତପୁରମରେ…
କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ, ଭିଡିଓ ଭାଇରାଲ
ଫୁଲବାଣୀ, ୨୮ା୨(ରାକେଶ କୁମାର ରାଉତ): ଫୁଲବାଣୀ ସହରର ମଧ୍ୟଭାଗରେ ଥିବା ସାଇମନ୍ଦିର ନିକଟ ବିଚ୍ ରାସ୍ତାରେ ଶୁକ୍ରବାର ସ୍ପଷ୍ଟ ଦିବାଲୋକରେ ଜଣେ କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ଛୁରିରେ ଭୁସି ହତ୍ୟା ଉଦ୍ୟମ କରାଯାଇଛି। ଆକ୍ରମଣର ଶିକାର ହୋଇଥିବା କନଷ୍ଟେବଳ ହେଲେ ମନୋରଞ୍ଜନ ସାବତ।…
ଯୌନଶୋଷଣ ନିରୋଧ ଆଇନ ସଚେତନତା
ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନସେବା କମିଟିର ଅଧ୍ୟକ୍ଷ ସିନିୟର ସିଭିଲ ଜଜ୍ ତଥା…
ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା
ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ଓଡ଼ିଶା ଜୀବିକା ମିଶନ ପକ୍ଷରୁ ବ୍ଲକସ୍ତରୀୟ ଏହି ଦିବସ ପାଳନ କରାଯାଉଛି।…
କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ
ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟହାନି ଯୋଗୁ ଶରୀରର ବିକାଶ ହେଉନାହିଁ। ଏହାର ନିରାକରଣ ପାଇଁ ରାଜ୍ୟ…
‘ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷାର ହେବ ବିକାଶ’
ଦାରିଙ୍ଗବାଡ଼ି,୨୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଅଞ୍ଚଳରେ ରହିଥିବା ପିଏମ୍ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନୂତନ ଭାବେ ସକ୍ଷମ କେନ୍ଦ୍ର ସ୍ଥାପନ ହୋଇଛି। ଏହାକୁ ଗୁରୁବାର ଉଦ୍ଘାଟନ କରାଯାଇଛି। ଏଥିରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ…
ପନିପରିବା ପାଇଁ ଗଞ୍ଜାମ ଭରସା: କଲରା ୧୦୦, କଞ୍ଚାଲଙ୍କା ୧୧୦
ଦାରିଙ୍ଗବାଡି,୨୬।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଏବେ ପନିପରିବା ସଙ୍କଟ ବଢିବାରେ ଲାଗିଛି। ପୁର୍ବରୁ ଛତିଶଗଡ଼, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶରୁ ପନିପରିବା ଆସୁଥିବା ବେଳେ ଏବେ ଗଞ୍ଜାମ ଭରସା। ପ୍ରକାଶ ଯେ, ଭୌଗୋଳିକ ସ୍ଥିତିକୁ ଦେଖିଲେ ଦାରିଙ୍ଗବାଡି ଅଞ୍ଚଳରେ ଜଳସେଚିତ ଜମି ମାତ୍ର…
ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍ପି କହିଲେ ପୂରା ଘଟଣା…
ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ତାଙ୍କୁ ସାଥୀ ତଥା ପୋଲିସ ସ୍କାନରରେ ଥିବା ଦୁର୍ଦ୍ଦାନ୍ତ ମାଓବାଦୀ…
ବ୍ରାହ୍ମଣୀଗାଁ ଅଞ୍ଚଳରେ ପ୍ରଥମ କାଳବୈଶାଖୀ: ଅଧାରେ ଅଟକିଲା ବାଳି ବଦ୍ଧ, ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଧକ ସାଜିଲା ବର୍ଷା
ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ ୨୩ |୨(ଅରୁଣ ସାହୁ/ମନୋରଞ୍ଜନ ରଣା ): ଶୀତ ଦିନ ପରେ ଧୀରେଧୀରେ ପାଗରେ ପରିବର୍ତ୍ତନ ସହ ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିଲା ମଙ୍ଗଳବାର ପ୍ରଥମ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି | ମଧ୍ୟାହ୍ନରେ ହଟାତ ପାଣିପାଗରେ ପରିବର୍ତ୍ତନ ମେଘୁଆ…
Archives


