କନ୍ଧମାଳ

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଶୁକ୍ରବାର ଦିତୀୟ ଦିନ ମଧ୍ୟ ଦାରିଙ୍ଗବାଡିର ବିଭିନ୍ନ ସ୍ଥାନରେ ତୁଷାରପାତ ହୋଇଥିବା…

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର ଆସ୍ତରଣ ଦେଖିବାକୁ ମିଳିଛି। ସହର ଠାରୁ ଅଳ୍ପଦୂର ସାର୍ତ୍ତାଗୁଡାଠାରେ ଏହା ଦେଖିବାକୁ ମିଳିଛି। ସକାଳେ…

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି ସେଠି ପ୍ରଶାସନର ଦୃଷ୍ଟି ପଡୁ…

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ ପ୍ରକାର ସ୍ପଷ୍ଟ ହୋଇଥିବା ଆଲୋଚନା ହୋଇଛି । ଏହି ଆଲୋଚନା ଗୁରୁବାର ଭୋର ସମୟରେ…

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ । ଦିନକୁ…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ ଅଞ୍ଚଳର ବିକାଶ ସାଙ୍ଗକୁ ଅନେକ ବେରୋଜଗାରୀଙ୍କୁ ମିଳୁଛି ରୋଜଗାର। ସ୍ବାବଲମ୍ବୀ ହେଇପାରୁଛନ୍ତି ସ୍ଥାନୀୟ ଯୁବତୀଯୁବକ…

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିଛନ୍ତି। ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ…

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ପକ୍ଷରୁ ବିଭାଗ ଅଧୀନରେ ରହିଥିବା ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ନେଇ ଏହି କ୍ରୀଡା ମହୋତ୍ସବ…

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର ସରକାର ଉକ୍ତ ଘାଟି ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ୨୦୨୮ ସୁଦ୍ଧା ସମ୍ପ୍ରସାରଣ କାର୍ଯ୍ୟ ଶେଷ…

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ ୭ ଡିଗ୍ରୀ ରୁ ୯ ଡିଗ୍ରୀ ମଧ୍ୟରେ ରହୁଛି। ଏ ନେଇ ଆଭ୍ୟନ୍ତରୀଣ ଅଞ୍ଚଳରେ…

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ ସାପ୍ତାହିକ ହାଟ ହେଉଛି। ଏହାର ଫାଇଦା ଛୋଟ ଛୋଟ ବ୍ୟବସାୟୀ, ପନିପରିବା ଚାଷୀଙ୍କ ସମେତ…

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ ଉପରେ ସିଧା ଖରାପ ପ୍ରଭାବ ପକାଉଛି। ଦିନକୁ ଦିନ ଲୋକଙ୍କ ଉପରେ ଏକ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?