Odisha Elections 2024

କନ୍ଧମାଳ

ମାଛ ମଡକ: ଚିନ୍ତାରେ ଚାଷୀ

ଦାରିଙ୍ଗବାଡି,୩।୧୦(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ୍‌ ସିମନବାଡି ପଞ୍ଚାୟତ କାରିପାଙ୍ଗା ଗ୍ରାମରେ ମାଛ ମଡକ ଦେଖାଯାଇଛି। ଗ୍ରାମର ଅମରେନ୍ଦ୍ର ପ୍ରଧାନ ଦେଶୀ ପ୍ରଣାଳୀରେ ମାଛ ଚାଷ କରୁଥିବା ବେଳେ ଏବେ ମାଛ ମଡକକୁ ନେଇ ଲକ୍ଷାଧିକ ଟଙ୍କା କ୍ଷତି ହୋଇଥିବା...

ଇ-କମର୍ସ ଟ୍ରକ୍‌ ଓଲଟିଲା, ଲକ୍ଷାଧିକ ଟଙ୍କାର ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ ନଷ୍ଟ

ଦାରିଙ୍ଗବାଡ଼ି,୩ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ଡଙ୍ଗେରୀ ନିକଟରେ ଇ-କମର୍ସର ବିଭିନ୍ନ ସାମଗ୍ରୀ ବୋଝେଇ ହୋଇଥିବା ଏକ ମିନି ଟ୍ରକ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇ ନ ଥିଲେ ମଧ୍ୟ ଇ-କମର୍ସର...

ଜି. ଉଦୟଗିରରେ ମା’ଙ୍କ ମହାସପ୍ତମୀ ପୂଜା

ଜି.ଉଦୟଗିରି,୧।୧୦:(ଡି.ଏନ୍‌.ଏ.): ଜି ଉଦୟଗିରିରେ ସର୍ବପୁରାତନ ଦୁର୍ଗା ପୂଜା ମଣ୍ଡପରେ ମା ଦୁର୍ଗାଙ୍କ ମହାସପ୍ତମୀ ପୂଜା ଶନିବାର ଆରମ୍ଭ ହୋଇଛି। ସକାଳୁ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀଙ୍କ ଘଟକୁ ଆବାହନ କରି ଅଣାଯିବା ପରେ ପୂଜା ଆରମ୍ଭ ହୋଇଥିଲା...

ଘାଟିରେ ଭୂସ୍ଖଳନ: ୧୧ ଦିନ ହେଲା ଯାତାୟାତ ବନ୍ଦ

ଦାରିଙ୍ଗବାଡି,୧।୧୦(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ବର୍ଷାରେ ଗତ ୧୧ଦିନ ତଳେ ଭୂସ୍ଖଳନ ହୋଇଥିଲା। ହେଲେ ଏବେ ସୁଦ୍ଧା ତାହା ସ୍ବାଭାବିକ ହୋଇପାରିନାହିଁ। ଯାହାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଉକ୍ତ ରାଜପଥଟି...

ଦାରିଙ୍ଗବାଡ଼ିରେ ପହିଲି ଶୀତ

ଦାରିଙ୍ଗବାଡ଼ି,୩୦ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ସହ ପହିଲି ଶୀତ ଅନୁଭୂତ ହୋଇଛି। ତେବେ ସକାଳୁଆ ଶୀତ ହେବା ସହ ସନ୍ଧ୍ୟା ହେଲେ ବାହାରେ ଥିବା ଗାଡ଼ି, ଟିଣ ଘର ଉପରେ କାକର ବିନ୍ଦୁ...

ଓଲଟିଲା କମଳା ବୋଝେଇ ପିକ୍‌ଅପ୍‌

ଦାରିଙ୍ଗବାଡ଼ି,୩୦ା୯(ଡି.ଏନ୍‌.ଏ.): କନ୍ଧମାକ ଜିଲାକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଏକ କମଳା ବୋଝେଇ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛ। ଏଥିରେ ଚାଳକ ଏବଂ ହେଲପର ସାମାନ୍ୟ ଆହତ ହୋଇଛନ୍ତି। ଖବର ପାଇ ସୋରଡ଼ା ଆଇଆଇସି ରମେଶ...

ଚକାପାଦର ଅବହେଳିତ ଗାଁ ଲାଣ୍ଡାପାଜୁ: ମୌଳିକ ସୁବିଧା ପାଉନାହାନ୍ତି ଲୋକେ, ବିକାଶ ବହୁ ଦୂରରେ

ଫୁଲବାଣୀ ଅଫିସ, ୨୯।୯: କନ୍ଧମାଳ ଜିଲାର ଏଭଳି ଗାଁ ରହିଛି ଯେଉଁଠି ଲୋକେ ଆଜି ପର୍ଯ୍ୟନ୍ତ ସର୍ବନିମ୍ନ ମୌଳିକ ସୁବିଧା ପାଉନାହାନ୍ତି। ବିକାଶ କଥା ବହୁ ଦୂରରେ । ଏଭଳି ଚିତ୍ର ଦେଖିବାକୁ ମିଳିଛି ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ...

ଅଙ୍ଗନୱାଡି ଶିଶୁକୁ ବଳାତ୍କାର, ଅବସରପ୍ରାପ୍ତ ଶିକ୍ଷକ ଗିରଫ

ଫୁଲବାଣୀ ଅଫିସ, ୨୬ା୯:ଫୁଲବାଣୀ ସଦର ଥାନା ଅଞ୍ଚଳର ଏକ ଅଙ୍ଗନଓ୍ବାଡି କେନ୍ଦ୍ରରେ ପଢ଼ୁଥିବା ୪ ବର୍ଷର ଏକ ଶିଶୁକନ୍ୟାକୁ ସେହି ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ ପରେ...

୧୩ଯାତ୍ରୀଙ୍କୁ ଧରି ଯାଉଥିବା ଅଟୋ ଓଲଟିଲା

କୋଟଗଡ଼,୨୪।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧୀନ ମିଡିଆକିଆ ଗଡମାହା ଘାଟରେ ଶନିବାର ଏକ ଅଟୋ ଓଲଟି ୧୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ମିଡିଆକିଆ...

ଡୁଗୁଡ଼ିପାରି ଗାଁକୁ ନାହିଁ ପକ୍କା ରାସ୍ତା, ହଟହଟା ଗ୍ରାମବାସୀ

ଜି.ଉଦୟଗିରି,୨୪ା୯(ଡି.ଏନ.ଏ.): ଜି.ଉଦୟଗିରି ବ୍ଲକର କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡୁଗୁଡ଼ିପାରି ହେଉଛି ଏକ ରାଜସ୍ବ ଗ୍ରାମ। ଯାହାର ଜନସଂଖ୍ୟା ପ୍ରାୟ ଦୁଇ ହଜାର ପାଖାପାଖି। କିନ୍ତୁ ଦୁଃଖର ବିଷୟ ଏହି ଗ୍ରାମକୁ ଭଲ ରାସ୍ତାଟିଏ ନ ଥିବାରୁ ଆମ୍ବୁଲାନ୍ସ ଏପରିକି ସାମାନ୍ୟ...

ଅବକାରୀ ଚଡାଉ: ୧୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲ ଜବତ

କୋଟଗଡ,୨୩/୯(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧିନରେ ଥିବା ସୁଡ୍ରା ଅଞ୍ଚଳରେ ଏକ ଦୋକାନ ଗୃହରେ ଚୋରା ମହୁଲ ୧୨ କୁଇଣ୍ଟାଲ୨୧କେଜି ୯୦୦ଗ୍ରାମ ଜବତ କରିଛି ଅବକାରୀ ବିଭାଗ। ବାଲିଗୁଡା ଅବକାରୀ ବିଭାଗ ଓ ବାଲିଗୁଡା ଥାନା ପୋଲିସ ମିଳିତ...

କୁଡୁତୁଲି ସରପଞ୍ଚଙ୍କୁ ଆକ୍ରମଣ, ୨ ଭାଇ ଗିରଫ

କ.ନୂଆଗାଁ ୨୨ା୯(ଡି.ଏନ୍‌.ଏ.): କ.ନୂଆଗାଁ ବ୍ଲକ ଅନ୍ତର୍ଗତ କୁଡୁତୁଲି ସରପଞ୍ଚ ଶ୍ରୀ ଚୈତନ୍ୟ ମଲ୍ଲିକଙ୍କୁ ଆକ୍ରମଣ ଅଭିଯୋଗରେ ସ୍ଥାନୀୟ ଥାନା ପୋଲିସ ୨ଜଣଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଗୁରୁବାରିଆ ଦିଗାଳ ଓ ତାଙ୍କ ଭାଇ ବିନାଶ। ବୁଧବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri