କନ୍ଧମାଳ

ଜିଲାପାଳଙ୍କୁ ଝୁରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ: ସ୍କୁଟିରେ ବୁଲି ଲୋକଙ୍କ ବୁଝୁଥିଲେ ସମସ୍ୟା

ଦାରିଙ୍ଗବାଡି, ୧୪।୪ (ଅରୁଣ ସାହୁ):କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଝୁରୁଛନ୍ତି ଦାରିଙ୍ଗବାଡିର ଏକାଧିକ ଦୁର୍ଗମ ଅଞ୍ଚଳବାସୀ। ସେ ଆଉ ଅଞ୍ଚଳରେ ଜଣେ ସାଧାରଣ ମଣିଷ ଭଳି ସ୍କୁଟିରେ ବୁଲୁନାହାନ୍ତି। ଲୋକଙ୍କ ସମସ୍ୟା ଶୁଣୁଥିଲେ ସିଧା ଲୋକଙ୍କ ନିକଟକୁ ଯାଉଥିଲେ ହେଲେ...

ହନୁମାନ ଜୟନ୍ତୀ ଉତ୍ସବ, ମହାବିଷୁବ ପଣା ସଂକ୍ରାନ୍ତି ପାଳିତ

ବାଲିଗୁଡା,୧୪।୦୪,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ମହାସମାରୋହରେ ପାଳିତ ହୋଇଯାଇଛି। ସଦର ମହକୁମା ପାଟଖଣ୍ଡା ମନ୍ଦିର ପରିସରରେ ଥିବା, ରାମେଶ୍ୱର...

ବିଶ୍ବ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ପକ୍ଷରୁ ପଣା ବଣ୍ଟନ

ରାଇକିଆ,୧୪।୪,(ପ୍ରଦୀପ ବେହେରା): ମହା ବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ପାଳନ ପାଇଁ କନ୍ଧମାଳ ଜିଲା ରାଇକିଆ ବିଶ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସକାଳୁ ବିଭିନ୍ନ ପୂଜାର୍ଚ୍ଚନା କାର୍ଯ୍ୟକ୍ରମ ପରେ...

ପଣା ସଂକ୍ରାନ୍ତିରେ ସ୍କୁଲ ପିଲା ବାଣ୍ଟିଲେ ପାଣି ସହ ପାରମ୍ପରିକ ପଣା

ଦାରିଙ୍ଗବାଡି, ୧୪।୪, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହିର ଛାତ୍ରୀଛାତ୍ରମାନେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପଣା ସଂକ୍ରାନ୍ତି ଅବସରରେ ପାରମ୍ପରିକ ପଣା ଏବଂ ପାଣି ବଣ୍ଟନ କରିଛନ୍ତି । ଏଭଳିକି ରାସ୍ତାରେ ଯାଉଥିବା ଯାତ୍ରୀ ଏବଂ...

‘ଆମେ ବି ହେବୁ କୁନି ବୈଜ୍ଞାନିକ’, କେଏମଆରଏସରେ ବିଜ୍ଞାନ ଓ ଗବେଷଣାକୁ ନେଇ କର୍ମଶାଳା

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ କଳିଙ୍ଗ ମଡେଲ ରେଶିଡେନ୍ସିଆଲ ସ୍କୁଲରେ ବିଜ୍ଞାନ ଓ ଗବେଷଣାକୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ପଦାର୍ଥ ବିଜ୍ଞାନ ଓ ଏହାର ଗବେଷଣା ପ୍ରତି ବିଦ୍ୟାଳୟ ସ୍ତରରୁ...

ଶାଗୁଆନ କାଠ ଚୋରା ଚାଲାଣ ଉଦ୍ୟମ, ଜବତ କଲା ଜଙ୍ଗଲ ଓ ପରିବେଶ ବିଭାଗ

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜ ଅଧୀନରେ ଥିବା ରଣବା ସେକ୍ସନର ଘାଟି ଖାରିଗୁଡ଼ା ଅଞ୍ଚଳରେ ଚାଲାଣ ପାଇଁ ଉଦ୍ୟମ ହେଉଥିବା ୨୭ଖଣ୍ଡ ଶାଗୁଆନ କାଠକୁ ଜବତ କରିଛି ଜଙ୍ଗଲ ଓ ପରିବେଶ ବିଭାଗ । ଘଞ୍ଚ ଜଙ୍ଗଲ...

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖରେ ଉଦ୍‌ଯାପିତ ହୋଇଯାଇଛି। ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ...

କନ୍ଧମାଳର ଟୁଇଟର ମ୍ୟାନ ହେଲେ ସମ୍ମାନିତ

ଜି.ଉଦୟଗିରି,୧୨ା୪(ଚିନ୍ମୟ କୁମାର ସେଠୀ)-ଓଡ଼ିଶାର ଏକ ସାମାଜିକ ସଂଗଠନ ଆସୋସିଏଶନ ଅଫ ଟୁଇଟର ଆକ୍ଟିଭିଷ୍ଟ (ଏଟିଏ) ତରଫରୁ ପୁରୀଠାରେ ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଟୁଇଟର ମ୍ୟାନ ଆସି ଏକତ୍ରିତ ହୋଇଥିଲେ। ଯେଉଁମାନେ...

ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା

ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି ମିଳିଛି। ପ୍ରକାଶ ଯେ, ଅପରାହ୍ନଠାରୁ ପାଗ ମେଘୁଆ ରହିବା ସହ ଧୀରେଧୀରେ ପାଗରେ...

ସାଧାରଣ ଚଳଣି ସହ ସ୍ବାସ୍ଥ୍ୟ ଗଠନ ନେଇ ପାଠ ପଢାଇଲେ ଶିକ୍ଷକ, ଦିବ୍ୟାଙ୍ଗ ଓ ସାଧାରଣ ଛାତ୍ରୀଛାତ୍ରଙ୍କୁ ସମାନ ଶିକ୍ଷା ପ୍ରଦାନ ପାଇଁ ତାଲିମ

ଦାରିଙ୍ଗବାଡ଼ି, ୧୨।୪ (ଅରୁଣ ସାହୁ): ସାଧାରଣ ଚଳଣି ଓ ସ୍ବାସ୍ଥ୍ୟ ଗଠନ ରହିଥିବା ଛାତ୍ରୀଛାତ୍ରଙ୍କ ଭଳି ସହ ସମାନ ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟ ଶିକ୍ଷା ପ୍ରଦାନ କରାଯିବା। ଦିବ୍ୟାଙ୍ଗଙ୍କୁ ସେହି ସମାନ ଯୋଗଶିକ୍ଷା, ଖେଳକୁଦ, ପାଠ୍ୟରେ ସାହିତ୍ୟ, ବିଜ୍ଞାନ, ପରିବେଶ...

୧୦ ଦିନ ହେଲା ନାହିଁ ମୋବାଇଲ ନେଟ୍‌ଓ୍ବର୍କ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ପର୍ତ୍ତମାହାରେ ଗତ ୧୦ଦିନ ହେଲା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ନେଟ୍‌ଓ୍ବର୍କ ଠପ୍‌ ହୋଇଯାଇଛି। ଗ୍ରାମବାସୀ ବିଭାଗକୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ପ୍ରକାଶ ଯେ,...

ରାଜପଥରେ କିଏ ଛାଡ଼ିଗଲା ବାଇକ୍‌, ଲୋକେ ଭୟଭୀତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ୫୯ ନଂ ଜାତୀୟରାଜପଥର କାରିପାଙ୍ଗାଠାରେ ଏକ ଅଜଣା ଲୋକ ବାଇକ୍‌ ଛାଡ଼ି ପଲାଇଯାଇଥିବା ନେଇ ବିଭିନ୍ନ କଳ୍ପନାଜଳ୍ପନା କରାଯାଉଛି ଏହାକୁ ନେଇ ଲୋକମାନେ ଯେତିକି ଭୟଭୀତ ସେତିକି ଚର୍ଚ୍ଚା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri