ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ: ମା’ କୋଳକୁ ଫେରିଲା ହଜିଲା ପୁଅ, କୋଳେଇନେଇ…
ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ କୁତୁବାଡ଼ି...
୧୩୧ ବର୍ଷରେ ପହଞ୍ଚିଲା ବ୍ୟାଙ୍କ: ୧୬୦ ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଋଣ ଦେଇ କଲା ରେକର୍ଡ
ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ତା’ର ୧୩୧ବର୍ଷ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଶାଖା ପରିଚାଳକ ଶାନ୍ତନୁ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ୟାଙ୍କରେ ନେଣ ଦେଣ କରୁଥିବା ଗ୍ରାହକମାନଙ୍କ ଉପସ୍ଥିତିରେ...
ଖବର ପ୍ରକାଶ ପରେ ତତ୍ପର ହେଲେ ପ୍ରକଳ୍ପ ପ୍ରଶାସକ: ବ୍ୟବସାୟୀଙ୍କୁ ଶୀଘ୍ର ହାଟ ଯୋଗାଇବାକୁ ଦେଲେ ନିର୍ଦ୍ଦେଶ
ଦାରିଙ୍ଗବାଡ଼ି,୧୧ା୪: କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ଜନଜାତି ହାଟ କାମରେ ଆସୁନଥିବା ଶୀର୍ଷକ ଖବର କେବଳ ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଏହା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ...
ରାଜ୍ୟ ରାଜପଥରେ ହାତୀ ଉପଦ୍ରବ
ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ ଉପଦ୍ରବ କରୁଥିବା ସୂଚନା ମିଳିଛି। ସୂଚନା ଅନୁସାରେ କିଛି ଦିନ ହେବ ୨୮...
ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମ ଉଦଯାପିତ: ମନ ମୋହିଲା ପାରମ୍ପରିକ ଦଣ୍ଡ ନୃତ୍ୟ
ରାଇକିଆ, ୫।୪(ପ୍ରଦୀପ ବେହେରା )-କନ୍ଧମାଳ ଜିଲା ରାଇକିଆ ପଞ୍ଚଦଣ୍ଡ ପରିଚାଳନା କମଟି ଆନୁକୁଲ୍ୟରେ ଗୁରବାର ଅଷ୍ଟମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ପଞ୍ଚଦଣ୍ଡ କମିଟିର ୨୬ ବର୍ଷ ପୂର୍ତ୍ତି ଅବସରରେ ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନିମନ୍ତ୍ରଣ କରାଯାଇଥିବା...
ନିଜକୁ ନିଜେ ସୁରକ୍ଷା ଦେବାରେ ସିଦ୍ଧହସ୍ତ ହେବେ ଛାତ୍ରୀ: ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ
ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ )- କଲେଜ ପଢିବା ଛାତ୍ରୀମାନେ ନିଜ ସୁରକ୍ଷାକୁ କିଭଳି ସୁଦୃଢ଼ କରିବେ ସାମାଜିଜ ସୁରକ୍ଷା ପାଇଁ ସେମାନଙ୍କୁ ରାଜ୍ୟ ସରକାର ତାଲିମ ପ୍ରଦାନ କରୁଛନ୍ତି। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ...
ସିମନବାଡ଼ି-ବାଡାବାଙ୍ଗାରେ ଦଣ୍ଡନାଚ: ଦର୍ଶକଙ୍କ ପ୍ରବଳ ଭିଡ଼
ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଚୈତ୍ର ମାସରେ ଚାରିଆଡ଼େ ଦଣ୍ଡନାଚ ପାଇଁ ଏକ ପ୍ରକାର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏହି ପ୍ରରିପ୍ରେକ୍ଷୀ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ପ୍ରତିଦିନ ଗାଁ ଗାଁରେ ଏହି ଦଣ୍ଡନାଚ ଚାଲିଛି। ଏହି ଅବସରରେ...
ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ
ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଯାହାକି ସ୍ବାସ୍ଥ୍ୟସେବାରେ ଲୋକମାନେ ଅନେକ ଉପକୃତ ହେବେ।...
ରାଇକିଆ ଚଳଚଞ୍ଚଳ: ଅଷ୍ଟଦଣ୍ଡ ପାଇଁ ବଢୁଛି ଭକ୍ତଙ୍କ ଗହଳି
ରାଇକିଆ,୧୦ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଗୁରୁବାର ଅନୁଷ୍ଠିତ ହେଉଛି ଅଷ୍ଟ ଦଣ୍ଡ ମିଳନ କାର୍ଯ୍ୟକ୍ରମ। ଏଥିପାଇଁ ରାଇକିଆ ସହର ଚଳଚଞ୍ଚଳ ହୋଇଉଠିଛି। ସକାଳୁ ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମରେ ଭାଗ ନେଉଥିବା ଦଣ୍ଡନୃତ୍ୟ ଦଳମାନେ ପହଞ୍ଚିଥିବା ବେଳେ ଶ୍ରଦ୍ଧାଳୁଙ୍କର ମଧ୍ୟ...
ଅବକାରୀ ବିଭାଗର ମହୁଲ ଜବତ ଘଟଣା: ଦୁଇ ସ୍ଥାନରୁ ୨ ହଜାର ୪୫ କେଜି ମହୁଲ ଜବତ
ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗ ଏବେ ଆକ୍ସନ ମୁଡ଼ରେ। ବିଭାଗ ବୁଧବାର ୨ଟି ସ୍ଥାନରେ ଚଢ଼ାଉ କରି ବେଆଇନ ଭାବେ ମହୁଲ କିଣା ବିକା କରୁଥିବା ଗୋଦାମରୁ ୨ ହଜାର ୪୫...
ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ବୀରତ୍ୱ ଦିବସ ପାଳିତ
ବାଲିଗୁଡ଼ା,୯।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ସିଆରପିଏଫ’ର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ ବୀରତ୍ୱ ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ କମାଣ୍ଡାଣ୍ଟ ପଙ୍କଜ ବର୍ମା ଏବଂ...
ବେଆଇନ ମହୁଲ ଫୁଲ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଅବକାରୀ ବିଭାଗର ଚାବୁକ
ଦାରିଙ୍ଗବାଡି,୯।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ମହୁଲ ଗୋଦାମରେ ଚଢ଼ାଉ କରି ପ୍ରାୟ ୫୦ ଛୋଟ ବଡ଼ ବସ୍ତାରେ ଭର୍ତ୍ତି ମହୁଲ ଫୁଲକୁ ଜବତ କରିଛି। ବିଭାଗ ଏହାର ଆନୁମାନିକ...
Archives


