କନ୍ଧମାଳ

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ମୃତ୍ୟୁ ଖବର ଜାଣିବା ପରେ ଅଞ୍ଚଳରେ ଏବଂ ଇକୋ ରିଟ୍ରିଟ ରେ ଶୋକର…

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ ସାଜସଜ୍ଜାରେ ବ୍ୟସ୍ତ ଅଛନ୍ତି। ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଡ଼ଦିନକୁ ଶାନ୍ତିଶୃଙ୍ଖଳାର…

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡିଛି। ଜାଡ଼ରେ ଥରୁଛି ଦମ୍ପୂର୍ଣ୍ଣ ଅଞ୍ଚଳ ଦାରିଙ୍ଗବାଡି ସମେତ ସିମନବାଡି,…

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର ୫ ପର୍ଯ୍ୟନ୍ତ ଦାରିଙ୍ଗବାଡ଼ି ଅଞ୍ଚଳରେ ରହିଥିବା ଇକୋ ରିଟ୍ରିଟ୍‌ ସମେତ ଘରୋଇ ଲଜ, ହୋଟେଲଗୁଡ଼ିକ…

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା ଭରସାରେ କଥାଟା ଶୁଣିଲାବେଳେ ଅଡୁଆ ଲାଗୁଛି। କିନ୍ତୁ ଘଟଣାଟି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ଏଭଳି…

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ତଳେ ରହୁଥିବା ବେଳେ ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ହେଉଛନ୍ତି…

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ ଆଉ କାହାରି କି କ୍ଷମା ଦେବ ନାହିଁ କି ଏହି ଚାଷ ପ୍ରତି ପୋଲିସ…

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସେ ହେଲେ ଖଜୁରୀପଡା ଥାନା…

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଚନ୍ଦ୍ରକଳା ଦିଗାଳ। ମିଳିଥିବା ସୂଚନା…

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ ବାଇମାଲା ଚେକ୍‌ ଗେଟ୍‌ଠାରେ ଶତାଧିକ ଲୋକ ରାଜପଥକୁ ଅବରୋଧ କରି ବିକ୍ଷୋଭ କରିଥିଲେ। ପରେ…

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା ଶୀତ ମହୋତ୍ସବ କମିଟିର ସମ୍ପାଦକ ପ୍ରୀତି ରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ କମିଟିର କୋଷଧ୍ୟକ୍ଷ ତଥା…

ଗୁଗଲ ମ୍ୟାପ୍‌ ଦେଖି ଟ୍ରକ୍‌ ଚଳାଉଥିଲେ ଡ୍ରାଇଭର୍‌: ହଠାତ୍‌ ଘଟିଗଲା…

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ):ଗୁଗଲ ମ୍ୟାପ୍‌ ଦେଖାଇଲା ଭୁଲ ରାସ୍ତା। ଆଉ ଭୁଲ ରାସ୍ତାରେ ଆସି ଟ୍ରକ ଦୁର୍ଘଟଣାଗ୍ରସ୍ତ। ଏଭଳି ଘଟଣା ନୂଆ ହୋଇ ନ ଥିଲେ ମଧ୍ୟ ବାରମ୍ବାର ଏକାଧିକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହେଉଥିବା ନଜିର ଆସିଛି। ପ୍ରକାଶ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?