କନ୍ଧମାଳ

ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ବ୍ଲକର ବିଭିନ୍ନ ପଞ୍ଚାୟତ ରୁ ଜନ ସାଧାରଣଙ୍କ ପକ୍ଷରୁ ମାତ୍ର ୨୬ ଗୋଟି ବ୍ୟକ୍ତିଗତ,…

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ: ୪୫ ଲକ୍ଷ ମଞ୍ଜୁର ପରେ…

କେସିଙ୍ଗା,୧୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଜାତୀୟ ରାଜପଥର ଆମ୍ବେଦକର ଛକଠାରୁ କଲେଜ ରୋଡ଼ ଦେଇ ଡୁମେର ମୁଣ୍ଡା ସାହୁ ପଡା ଏବଂ ରୁପ୍ରା ଗ୍ରାମ ଦେଇ ଜୁରାଡ଼ବ୍ରା ଜାତୀୟ ରାଜପଥ ୫୯କୁ ସଂଯୋଗ ହୋଇଥିବା ରାସ୍ତାର ଅଂଶ ହେଉଛି…

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ମଙ୍ଗଳବାର ସକାଳ ସମୟରେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ ରହିଥିବା ଜଣାପଡିଛି ।…

ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି

ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍‌ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି। ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଲୋକମାନେ ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରିବା…

ବିଦ୍ୟୁତ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଉଠିଲା ଦାବି

ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଓ.ଏସ.ଇ.ବି. ବିଜୁଳି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ସମିତି ବୈଠକ ବୈଠକ ସଂଘର ସାଧାରଣ ସମ୍ପାଦକ ଭ୍ରମରବର ରାଉତଙ୍କ ଆବାହନ କ୍ରମେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ମିଶ୍ର କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଶୀତର ପ୍ରକୋପ ଅନୁଭୂତ ସତ୍ତ୍ୱେ ସଂଘ…

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ ଶୀତର ପ୍ରଭାବ ଜାରି ରହିଥିବା ଯୋଗୁ ଲୋକମାନେ ପ୍ରବଳ ଶୀତରେ ଅସ୍ତବ୍ୟସ୍ତ ହୋଇଗଲେଣି। ସୋମବାର…

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜରେ ଚମକିଲେ ରାକେଶ

ରାଇକିଆ,୧୫।୧୨,(ପ୍ରଦୀପ ବେହେରା): ଭୁବନେଶର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜ କାର୍ଯ୍ୟକ୍ରମରେ ନିଜର ପ୍ରତିଭା ଦେଖାଇଛନ୍ତି କନ୍ଧମାଳ ଜିଲା ରାଇକିଆ ବିଜୟ ହାଇସ୍କୁଲର ରାକେଶ ନାୟକ। ଟାଟା ଷ୍ଟିଲ ତରଫରୁ ଭୁବନେଶର ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା…

ମ୍ୟୁଜିକାଲ ଫାଉଣ୍ଟେନରେ ବଲିଉଡ୍‌ ଗୀତର ତାଳେ ତାଳେ ଝୁମିଲେ ପର୍ଯ୍ୟଟକ, ମଜା ନେଇ କହିଲେ…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ହଜାର ହଜାର ସଂଖ୍ୟାରେ ଆସିଥିବା ପର୍ଯ୍ୟଟକ ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ବୁଲିବା ସହ ପାର୍କ ପରିସର ମଧ୍ୟରେ ରହିଥିବା ମ୍ୟୁଜିକାଲ ଫାଉଣ୍ଟେନ୍‌ରେ ଶବ୍ଦ କରୁଥିବା ବିଭିନ୍ନ ସମ୍ବଲପୁରୀ…

ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କଫି ବଗିଚା, ଡ଼ୁଲୁରୀ ପାଇନ ବଣ, କିସୁବାଡ଼ି ଜଳପ୍ରପାତ, ଶାନ୍ତି ଉପତ୍ୟକା…

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ ଦୁର୍ଗାପାଙ୍ଗା ସେକ୍ସନର କିଛି ଅଞ୍ଚଳରେ ଉତ୍ପାତ କରୁଛନ୍ତି ୮ଟିକିଆ ହାତୀପଲ। ରାୟଗଡ଼ା ଜିଲା…

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨ କିମି ଦୂରତାରେ ରହିଛି। ଯାହାକି ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣି ଆଣୁଛି। ଦାରିଙ୍ଗବାଡ଼ି ଓ କୋଟଗଡ଼…

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି ତୁଷାରପାତ ସହ ଶୀତର ଲହରୀ ଅଭ୍ୟାହତ ରହିଛି । ଅସହ୍ୟ ଜାଡ଼ ସାଙ୍ଗକୁ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?