କନ୍ଧମାଳ

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ ଲାଗିଛି। ଜଳବାୟୁର ପରିବର୍ତ୍ତନ ଲାଗି ପ୍ରକୃତି ଦେଇଥିବା ଅନେକଉ ପାଦାନ ଆପେ ଆପେ ହଜିବାରେ…

ବନ ବିଭାଗ କଲୋନୀ ପରିସରରୁ ସାପ ଉଦ୍ଧାର

ବାଲିଗୁଡା, ତା, ୧୩।୧୨,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ବନ ବିଭାଗ କଲୋନୀ ପରିସରରୁ ଏକ ବନସୁନ୍ଦରୀ ବା ପାହାଡିଆ ଚିତି ସାପ ବନ ବିଭାଗ କର୍ମଚାରୀ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି l ପ୍ରକାଶ ଯେ, କଲୋନୀ…

ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ

ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର ସିମନବାଡି, ବାଡାବାଙ୍ଗା, ସିଆଙ୍ଗବାଲି, ଗ୍ରୀନବାଡିର କିଳାବାଡି, ପ୍ଳିହେରୀ, କଫିବଗିଚା, କଲେଜ ପଡିଆ, ଶ୍ରୀପଙ୍କା, ବାଡ଼ିପଦର,…

ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍‌ କୁମାର ବାରିକ୍‌): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ ବିଚାରପତି ରାଜେଶ ଦାସ ଜଣେ ଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…

ତଳ ମୁହାଁ ପାରଦ: ଜି.ଉଦୟଗିରିରେ ୩.୧ ଡିଗ୍ରୀ

ଜି.ଉଦୟଗିରି, ୧୨ା୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳରେ ୨ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଲୋକମାନେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଜାଡ଼ ଥଣ୍ଡା ସହ କୋହଲା ପବନ ଯୋଗୁ ଗୁରୁବାର ସନ୍ଧ୍ୟା ପୂର୍ବରୁ ସହର ଜନ ଶୂନ୍ୟ ହୋଇଥିଲା। ଶୁକ୍ରବାର…

ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼ ଦେଖିବାକୁ ମିଳିଛି । ଏହି ଅବସରରେ ଭାଜପାର ବରିଷ୍ଠ ନେତା ତଥା ଲୋକପ୍ରିୟ ନେତା…

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଶୁକ୍ରବାର ଦିତୀୟ ଦିନ ମଧ୍ୟ ଦାରିଙ୍ଗବାଡିର ବିଭିନ୍ନ ସ୍ଥାନରେ ତୁଷାରପାତ ହୋଇଥିବା…

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର ଆସ୍ତରଣ ଦେଖିବାକୁ ମିଳିଛି। ସହର ଠାରୁ ଅଳ୍ପଦୂର ସାର୍ତ୍ତାଗୁଡାଠାରେ ଏହା ଦେଖିବାକୁ ମିଳିଛି। ସକାଳେ…

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି ସେଠି ପ୍ରଶାସନର ଦୃଷ୍ଟି ପଡୁ…

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ ପ୍ରକାର ସ୍ପଷ୍ଟ ହୋଇଥିବା ଆଲୋଚନା ହୋଇଛି । ଏହି ଆଲୋଚନା ଗୁରୁବାର ଭୋର ସମୟରେ…

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ । ଦିନକୁ…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ ଅଞ୍ଚଳର ବିକାଶ ସାଙ୍ଗକୁ ଅନେକ ବେରୋଜଗାରୀଙ୍କୁ ମିଳୁଛି ରୋଜଗାର। ସ୍ବାବଲମ୍ବୀ ହେଇପାରୁଛନ୍ତି ସ୍ଥାନୀୟ ଯୁବତୀଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?