କନ୍ଧମାଳ

ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍‌ ପାଲଟିଛି ପୋଲ

ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ ଠିକାଦାର ଓ ଯନ୍ତ୍ରୀଙ୍କ ପୋଲ ନିର୍ମାଣ କାର୍ଯ୍ୟ ତ୍ରୁଟି ଯୋଗୁ ଏବେ ପୋଲ ଦୁର୍ଘଟଣାର…

ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ

ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୫ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ ମୃତଦେହ…

ଜଙ୍ଗଲରେ ଝୁଲୁଛି ଅଜଣା ଯୁବତୀଙ୍କ ମୃତଦେହ, ପହଞ୍ଚିଲା ବାଲିଗୁଡ଼ା ପୋଲିସ

ବାଲିଗୁଡା, ୧୨।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତଦେହ ଜବତ କରିଛି ବାଲିଗୁଡ଼ା ପୋଲିସ l ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର କିଛି…

ପୁଣି ବଢିଲା ଶୀତ: ୪ ଦିନରେ ୪ ଡିଗ୍ରୀ ଖସିଲା ପାରଦ

ଦାରିଙ୍ଗବାଡି, ୧୨ /୧୧ (ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଏବେ ଶୀତର ସହର ଭାବେ ଜଣାଶୁଣା। ଜଳବାୟୁ ପରିବର୍ତ୍ତନ ଶୀତଳ ପବନ ବୋହିବା ସହ ଦୈନିକ ପାରଦ ତଳକୁ ତଳକୁ ଖସୁଛି । ବୁଧବାର ସକାଳ…

ପିଲାଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଲେନି କର୍ତ୍ତୃପକ୍ଷ

କୋଟଗଡ,୧୧ା୧୧ (ସରୋଜ ବଳିୟାରସିଂ )- କନ୍ଧମାଳ ଜିଲା କୋଟଗଡ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସର୍ଗିଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ତେବେ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଇନାହାନ୍ତି। ଖୋଲାରେ ଏବଂ ରାତିରେ ସର୍ଗିଫୁଲ…

‘ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ମୁଖ୍ୟ ଲକ୍ଷ୍ୟ’

ଦାରିଙ୍ଗବାଡି, ୧୧।୧୧ (ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ମଙ୍ଗଳବାର ବ୍ଲକସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଯାପିତ ହୋଇଯାଇଛି। ଏଥିରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ତତ୍ୱାବଧାନରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ…

କିଏ ପାଚେରି ଉପରେ ତ କିଏ ଲଟାବୁଦା ତଳେ ଖାଉଛନ୍ତି ମଧ୍ୟାହ୍ନଭୋଜନ, ଏହି ଦୃଶ୍ୟ ସାମ୍ନାକୁ ଆସିବା ପରେ…

ଖଜୁରୀପଡ଼ା,୧୧ା୧୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ସମ୍ମୁଖରେ ଥିବା ପିଏମ୍‌ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ଅବ୍ୟବସ୍ଥା ଥିବା ଦେଖିବାକୁ ମିଳିଛି। କିଏ ପାଚେରି ଉପରେ ତ କିଏ ବିଦ୍ୟୁତ ଖୁଣ୍ଟ ପାଖରେ ଆଉ କିଏ ପୁଣି ଲତାବୁଦା…

ସରିବାକୁ ବସିଲାଣି ଶିକ୍ଷାବର୍ଷ, ହେଲେ ହାଇସ୍କୁଲ ପିଲାଙ୍କୁ ଏଯାଏ ମିଳିନି ୟୁନିଫର୍ମ

ଜି.ଉଦୟଗିରି,୧୧ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ ସମସ୍ତ ହାଇସ୍କୁଲରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ୟୁନିଫର୍ମ ମିଳି ନ ଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହୋଇଥିବା ବେଳେ ଏ ପର୍ଯ୍ୟନ୍ତ ୮ ମାସ ବିତିଗଲାଣି…

ପ୍ରାଣୀସମ୍ପଦର ଅଭିବୃଦ୍ଧି ପାଇଁ ପ୍ରୟାସ, ପ୍ରଥମଥର ନିଆଗଲା ଏମିତି…

ଦାରିଙ୍ଗବାଡ଼ି,୧୧ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ମତ୍ସ୍ୟ ଓ ପ୍ରାଣୀସମ୍ପଦର ଅଭିବୃଦ୍ଧି ପାଇଁ ପ୍ରଥମଥର ପାଇଁ ବଡ଼ ପଦକ୍ଷେପ ନିଆଯାଇଛି। ଏହି ଚାଷ କରି ପ୍ରତିପୋଷଣ ହେଉଥିବା ଚାଷୀଙ୍କୁ ପ୍ରୋତ୍ସାହନ କରାଯିବା ସହ ଏହି ଚାଷ ପ୍ରତି ଆଗ୍ରହ…

ସର୍ଗିଫୁଲ ମହୋତ୍ସବ: ସାମ୍ନାକୁ ଆସିବ ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭା

ଦାରିଙ୍ଗବାଡି,୧୧।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ମଙ୍ଗଳବାର ବ୍ଲକ ସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏଥିରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ…

ସରପଞ୍ଚଙ୍କ ମହାନତା: ଦିବ୍ୟାଙ୍ଗଙ୍କୁ ବଢାଇଲେ ସହାୟତାର ହାତ

ଦାରିଙ୍ଗବାଡି, ୧୧।୧୧ (ଅରୁଣ ସାହୁ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇଦେଉଛନ୍ତି। ଏଥିପାଇଁ କାର୍ଯ୍ୟାଦେଶ ସହ ଅଗ୍ରିମ ଅନୁଦାନ ମଧ୍ୟ ପ୍ରଦାନ କରୁଛନ୍ତି। ହେଲେ ଏହା ଅନେକ ସମୟରେ ବାଟମଣା ହେଉଥିବା…

କନ୍ଧମାଳ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି: ୨୨୯ଟି ଅଭିଯୋଗ ଶୁଣିଲେ…

ଦାରିଙ୍ଗବାଡି, ୧୦ ।୧୧ (ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ସୋମବାର ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଅଭିଯୋଗ ଶୁଣିଛନ୍ତି । ସେ ମୋଟ ୨୨୯ଟି ଅଭିଯୋଗ ଶୁଣିଛନ୍ତି। ସେଥିରେ ବ୍ୟକ୍ତିଗତ ୧୨୨ ଟି ଅଭିଯୋଗ ଶୁଣିଥିବା ବେଳେ ମୋଟ ୧୦୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?