କନ୍ଧମାଳ

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥର ଉକ୍ତ ଘାଟିରେ ଶହ ଶହ ଗାଡ଼ି ଅଟକି ରହିଛି। ପ୍ରକାଶ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ିର ଯୁବ ବିଡିଓ ପ୍ରୀତିରଞ୍ଜନ ରଥ…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ ସମୟରେ ସୂର୍ଯ୍ୟଙ୍କ ପ୍ରଖର ରୌଦ୍ରତାପ ରହୁଥିବା ବେଳେ ଭୋର ସମୟରେ ଥଣ୍ଡା ଅନୁଭୂତ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଯାମିନୀକାନ୍ତ ପଡ୍ରାଙ୍କ ଅଧ୍ୟକ୍ଷତାରେ ଏବଂ ବରିଷ୍ଠ ଶିକ୍ଷକ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ ଜ୍ଞାନ ଦେବା ଓ ସେମାନଙ୍କୁ ସାମାଜିକ ଶୃଙ୍ଖଳାର ପାଠ ପଢ଼ାଇବା। ଏଭଳି ଜଣେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏହି ଦିବସ ପାଳନ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ଦିବସ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି। ଏହି…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ବର୍ଷା ଋତୁରେ ମଧ୍ୟ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ…

ନିଶାସେବନ ଯୁବସମାଜର ଭବିଷ୍ୟତକୁ କରିଦିଏ ନଷ୍ଟ: ନିଶାମୁକ୍ତ ସମାଜ ଆହ୍ବାନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୩।୯(ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆଠାରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚବିଦ୍ୟାଳୟ ପରିସରରେ କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ, ବାଲିଗୁଡା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଆଇଆଇସି ବିଜୟ…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍‌: ବସ୍‌ ହର୍ନରେ ଅସ୍ତବ୍ୟସ୍ତ ରୋଗୀ

ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ ଏବେ ବଡ଼ ସମସ୍ୟା ମୁଣ୍ଡ ଟେକିଛି। ସମସ୍ତ ପ୍ରକାର ଯାତ୍ରୀବାହୀ ବସଗୁଡିକ ଗୋଷ୍ଠୀ…

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ କରିଛନ୍ତି। ସେଠାରେ ସଭା ଓ ଶୋଭାଯାତ୍ରାରେ ସାମିଲ ହୋଇ ଡ୍ରାଇଭର ଏକତାକୁ ସୁଦୃଢ…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ କଲେଜର ଜାତୀୟ ସେବାଯୋଜନା (ଏନଏସଏସ) ଓ ସମନ୍ବିତ ଶିଶୁ ବିକାଶ ଯୋଜନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?