ଏହି ଦିନ ଖୋଲିବ ଇକୋ ରିଟ୍ରିଟ: ଜିଲାପାଳ ଦେଲେ ବଡ଼ ସୂଚନା, ଏଥର ପର୍ଯ୍ୟଟକଙ୍କୁ…
ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବଢିବା ସାଙ୍ଗକୁ ପର୍ଯ୍ୟଟକ ମଧ୍ୟ ଭିଡ଼ ମଧ୍ୟ ବଢିଛି। ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରର ଉନ୍ନୟନ ପାଇଁ ବିଭିନ୍ନ ଯୋଜନା…
ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ: ଚାଳକ ମୃତ
ବାଲିଗୁଡ଼ା,୧୦।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବାରଖମା ଫାଣ୍ଡି ଅଞ୍ଚଳରେ ଭାରସାମ୍ୟ ହରାଇ ଗଛରେ ବାଇକ୍ ପିଟିହେବାରୁ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଘଟଣାରୁ ପ୍ରକାଶ ଯେ, କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବାରଖମା ଫାଣ୍ଡି ଅଞ୍ଚଳ…
ମନ୍ଦିରରୁ ମୂର୍ତ୍ତି ସହ ଅଳଙ୍କାର ସବୁ ନେଇଗଲେ ଦୁର୍ବୃତ୍ତ, ସକାଳୁ ପୂଜକ ଦେଖିବା ପରେ…
ବାଲିଗୁଡା,୧୦।୧୧: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ଥାନା ମହାସିଙ୍ଗି ପଞ୍ଚାୟତ ୫୯ ନଂ.ଜାତୀୟ ରାଜପଥ କଡରେ ଥିବା ଇଷ୍ଟଦେବୀ ମା’ କାକବୁଢା (ଧୂଙ୍ଗିଆ ଦେଇ)ଙ୍କ ମନ୍ଦିରରୁ ଚୋରି। ମନ୍ଦିର ଗେଟ୍ ତାଲାଭାଙ୍ଗି ରବିବାର ମଧ୍ୟ ରାତ୍ରରେ…
ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ଜିଲାପାଳଙ୍କ ନିକଟରେ ଦାବି
ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିଛି। ରାଜ୍ୟରେ ସବୁଠାରୁ ଶୀତଳ ବ୍ଲକ ଭାବେ ପରିଚିତ ଦାରିଙ୍ଗବାଡିରେ ପ୍ରତିବର୍ଷ ଜାନୁୟାରୀରେ ଶୀତ ମହୋତ୍ସବ ପାଳନ ହେଉଛି। ତେବେ ୨୦୧୫ରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ…
ଡୁଲୁରୀ ପାଇନବଣରେ ପର୍ଯ୍ୟଟକଙ୍କୁ ମିଳୁନି ଶୁଦ୍ଧ ପାନୀୟ ଜଳ, ବଣଭୋଜି ପାଇଁ ଆସି ହେଉଛନ୍ତି ହଟହଟା
ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): ଆସିଲା ପର୍ଯ୍ୟଟନ ଋତୁ। ଦୈନିକ ଶହ ଶହ ପର୍ଯ୍ୟଟକ ପରିବାର ସାଙ୍ଗସାଥୀ ସହ ଆସି ଦାରିଙ୍ଗବାଡ଼ି ବୁଲିବା ସହ ବଣଭୋଜି କରି ମଜା ନିଅନ୍ତି। ଦାରିଙ୍ଗବାଡ଼ିର ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ କିସୁବାଡ଼ି ଜଳପ୍ରପାତ, ଡୁଲୁରୀ ପାଇନବଣ ଏବଂ…
ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ, ତାପମାତ୍ରା ରହିଛି…
ଜି.ଉଦୟଗିରି,୧୦ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ସହ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଛି। ରବିବାର ସନ୍ଧ୍ୟାଠାରୁ ଶୀତ କ୍ରମଶଃ ବୃଦ୍ଧି ଘଟିଛି। ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,…
ଖସୁଛି ପାରଦ: ଥରୁଛି ଦାରିଙ୍ଗବାଡ଼ି, ଶୀତର ମଜା ନେଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): ଥରୁଛି ଦାରିଙ୍ଗବାଡ଼ି। ସୋମବାର ଭୋର ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଥିବା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ଶୀତ ବିଳମ୍ବରେ ଆସିଥିଲେ ମଧ୍ୟ ଗତ ୩ ଦିନ ହେଲା ତାପମାତ୍ରା ତଳମୁହାଁ ହୋଇଛି। ବିଳମ୍ବିତ ରାତିଠାରୁ ଘନ କୁହୁଡ଼ି…
ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ: ଫେରିଲେ କନ୍ଧମାଳ ଭାଜପା ନେତା, କର୍ମୀ
ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାରର ରବିବାର ଥିଲା ଶେଷ ଦିନ। ଏହି ଅବସରରେ କନ୍ଧମାଳ ଜିଲାର ବହୁ ଭାଜପା ନେତା ଓ କର୍ମୀ ପ୍ରଚାର ସମାପ୍ତ କରି ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି।…
ଗୋଟିଏ ଦିନ ପରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ
ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏଏସପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଦାରିଙ୍ଗବାଡ଼ି ବ୍ଲକ୍ ସଭାଗୃହ ପରିସରରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଅଞ୍ଚଳବାସୀ ଏବଂ ଲୋକ ପ୍ରତିନିଧିମାନେ ବହୁ ସଂଖ୍ୟାରେ ଅଭିଯୋଗ ନେଇ…
ଦାରିଙ୍ଗବାଡ଼ିକୁ ବିଳମ୍ବରେ ଆସିଲା ଶୀତ: ଖସୁଛି ପାରଦ, ଘନ କୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ
ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ‘ଓଡ଼ିଶାର କାଶ୍ମୀର’ ଭାବେ ପରିଚିତ ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ଶୀତ ଆସିବାରେ ବିଳମ୍ବ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ଫଳରେ ସହରରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଘର…
ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ
ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରହିଛି। ଲୋକଙ୍କ ମଧ୍ୟରେ ଏହି ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ଅଭିଯୋଗ କରିବା ପାଇଁ ପୂର୍ଣ୍ଣ…
ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…
ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ ଶୀତ ଧୀରେ ଧୀରେ ଅନୁଭୂତ ହେଉଛି। ଘର ଭିତର ଅପେକ୍ଷା ଶୀତ ବାହାର ପରିବେଶରେ…

